• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ସାମ୍ବାଦିକା ଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ ଘଟଣା – ସ୍ଵାତି ଜେନା

Proprietor Abhimanyu Maharana by Proprietor Abhimanyu Maharana
December 29, 2019
in ଓଡ଼ିଶା, ହୋମ୍
0
ମହିଳା ସାମ୍ବାଦିକା ଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ ଘଟଣା – ସ୍ଵାତି ଜେନା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 29.12.2019 :- ବ୍ରିଟିଶ ସରକାର ଅମଳରେ ଯେଉଁ ସାମ୍ବାଦିକମାନେ ସରକାର ବିରୋଧରେ ଲେଖୁଥିଲେ, ସେମାନଙ୍କୁ ଜେଲକୁ ପଠାଇ ଦିଆ ଯାଉଥିଲା । ସ୍ଵାଧୀନତା ପରେ ସେ ଚିତ୍ର ବଦଳିଯିବ ବୋଲି ଆମେ ଆଶା କରୁଥିଲୁ । ତେବେ ଗତ ସତୁରୀ ବର୍ଷ ଭିତରେ ଏମିତି ଅନେକ ଉଦାହରଣ ରହିଛି,ଯେଉଁଠି ନିଜର ଦାୟିତ୍ଵ ନିର୍ବାହ କରିବାକୁ ଯାଇ ସମ୍ବାଦିକମାନେ ଲାଞ୍ଛିତ ହୋଇଛନ୍ତି । ଅନେକ ସମୟରେ ସାମ୍ବାଦିକଙ୍କ ପ୍ରାଣହାନୀ ମଧ୍ୟ ଘଟିଛି ।୧୯୭୫ ମସିହାରେ ଯେତେବେଳେ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜରୁରୀ କାଳୀନ ପରିସ୍ଥିତି ଜାରି କରିଥିଲେ, ତା ବିରୋଧରେ ଲେଖିଥିବା ଅନେକ ସାମ୍ବାଦିକଙ୍କୁ ଜେଲରେ ଦିନ କାଟିବାକୁ ପଡିଥିଲା । ତେବେ ସରକାର ବିରୋଧରେ ଲେଖାଲେଖି କରି ଜେଲ ଭୋଗିଥିବା ସେ ସାମ୍ବାଦିକମାନେ ଥିଲେ ଆମ ପାଇଁ ମହାନାୟକ । ଆମେ କୁଲଦୀପ ନାୟାର କିମ୍ବା ପ୍ରଭାସ ଯୋଷିଙ୍କୁ ସାମ୍ବାଦିକତାର ମହାନାୟକ ବୋଲି କହିଆସିଛୁ କାରଣ ସେମାନେ ସରକାର ଓ ସତ୍ତା ବିରୋଧରେ ଲେଖିପାରିବାର ଅଦମ୍ୟ ସାହସ ପ୍ରଦର୍ଶନ କରିଥିଲେ ।

ଏସପ୍ଲାନେଡର ୨ କର୍ମଚାରୀ ସହିଦନଗର ପୁଲିସ ଦ୍ୱାରା ଗିରଫ

କାଲି ଶନିବାର ଖବର ସଂଗ୍ରହ ପାଇଁ ଯାଇଥିବାବେଳେ ହୋଇଥିଲା ଆକ୍ରମଣ I ଆଇନ୍ ଓ ହାଇକୋର୍ଟ ଙ୍କ ନିୟମ କୁ ଖୁଲମଖୁଲା ଉଲ୍ଲଙ୍ଘନ କରି ବେଆଇନ୍ ପାର୍କିଂ ଫି ଆଦାୟ କରୁଥିବା ଭୁବନେଶ୍ବର ରସୁଲଗଡ଼ ରେ ଥିବା ନାମି ମଲ୍ ଏସପ୍ଲାନେଡ଼ ର ମହିଳା ସାମ୍ବାଦିକ ସ୍ଵାତି ଜେନା ଙ୍କୁ ଯେଭଳି ଭାବରେ ମାଡ ମାରିବା, ଦୁର୍ବ୍ୟବହାର କରିବା ଘଟିଗଲା ତାହା ସାରା ଦେଶରେ ଚର୍ଚ୍ଚା ଚାଲିଛି l ଏଥିରୁ ସ୍ପଷ୍ଟ ହୋଇଯାଇଛି ଯେ ରାଜ୍ୟରେ ଥିବା ସ୍ମାର୍ଟ ସିଟି ରାଜଧାନୀରେ ଘରୋଇ ଡାକ୍ତରଖାନା ଓ ଘରୋଇ ସପିଂ ମଲ ସବୁ ସରକାରୀ କାର୍ଯ୍ୟାଳୟ ଓ ପୋଲିସ୍ ପ୍ରଶାସନ କୁ କିଣିକି ରଖିଛନ୍ତି l ଯାହାଦ୍ୱାରା ସେମାନେ ଆଇନ୍ ର ଉର୍ଦ୍ଧ ରେ ରହି ଏହି ସବୁ ଘୃଣ୍ୟ କାମ କରିବା ସହିତ ଆଇନ୍ କୁ ହାତକୁ ନେବାକୁ ପଛାଉ ନାହାଁନ୍ତି l ଯାହାଦ୍ବାରା ରାଜ୍ଯ ର ଜନସାଧାରଣ ଠିକ୍ ନ୍ୟାୟ ପାଇପାରିବେ ଗଣତାନ୍ତ୍ରିକ ରାଷ୍ଟ୍ରରେ ସମ୍ବାଦପତ୍ର, ଖବର ପ୍ରସାରଣ ସଂସ୍ଥା ସରକାରୀ ଓ ବେସରକାରୀ ସ୍ତରରେ ଭଲ ମନ୍ଦ ସବୁକୁ ଲୋକଲୋଚନକୁ ଆଣିବା ଦିଗରେ କାର୍ଯ୍ୟ କରିଥାଏ, ଗଣମାଧ୍ୟମର ଏହା ଅଧିକାର ,ସରକାର ଯଦି ଏ ବିଷୟରେ ଜାଣି ଅଜଣା ହେବେ ଏବଂ ସମ୍ବିଧାନ ର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ ଅଧିକାର କୁ ପ୍ରଭାବୀ, ଗୁଣ୍ଡା ମାନଙ୍କ ଦ୍ଵାରା ଦମନ କରିବା କୁ ପ୍ରୋତ୍ସାହନ ଦେବେ ଆଗାମୀ ଦିନରେ ଆହୁରି ବିସ୍ତୃତ ଭାବରେ ଲୋକମାନଙ୍କୁ ଏହି ଗଣମାଧ୍ୟମ ଭଲ ଭାବରେ ବୁଝାଇ ଦେବ ଯେ ଓଡିଶାର ଶାସନ କିଭଳି ଓ କେଉଁମାନେ କରୁଛନ୍ତି l

ସରକାରଙ୍କ 5T ଯଦି ପ୍ରକୃତରେ କାଯ୍ୟ କରୁଥିବା ତେବେ ଏହି ମାମଲାରେ ପୁଲିସ ପକ୍ଷରୁ କି ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି ତାହା ଦେଖିବାକୁ ବାକି ରହିଲା l ଆଗାମୀ ଦିନରେ ରାଜ୍ୟର ସମସ୍ତ ସାମ୍ବାଦିକ ଏକତ୍ରିତ ହୋଇ ସାମ୍ବାଦିକ ସୁରକ୍ଷା ଆଇନ୍ ପାଇଁ ଲଢ଼େଇ କରିବାକୁ ଆଗେଇ ଆସିବା ନଚେତ୍ ରାଜ୍ଯରେ ଅରାଜକତା ଦେଖାହେବ l ସରକାର ଓ ପୋଲିସ୍ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୋଷୀ ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି ହେଉଛି l (ଓଡିଶା ତାଜା ନିଉଜ୍) ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version