• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଳାର ବିଭିନ୍ନ ଅଂଚଳରେ ଆନ୍ଧ୍ର ଓଡିଶା ଅବକାରୀ ଟିମର ମିଳିତ ଚଢ଼ାଉ ୯,୨୦୦ ଲିଟର ଦେଶୀ ମଦ ଓ ପୋଚ ଜବତ

Proprietor Abhimanyu Maharana by Proprietor Abhimanyu Maharana
June 26, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଳାର ବିଭିନ୍ନ ଅଂଚଳରେ ଆନ୍ଧ୍ର ଓଡିଶା ଅବକାରୀ ଟିମର ମିଳିତ ଚଢ଼ାଉ ୯,୨୦୦ ଲିଟର ଦେଶୀ ମଦ ଓ ପୋଚ ଜବତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାରେ ଆନ୍ଧ୍ର – ଓଡିଶା ଅବକାରୀ ଚଢ଼ାଉ କରାଯାଇ 9,200 ଲିଟର ଦେଶୀ ମଦ ଓ ପୋଚ ଜବତ କରାଯାଇଥିବା ସୂଚନା ମିଳିଛି l ଏହି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ ସିରିଡା, ବୁରୁସିଲିଗୁଡା, କଟାଗୁଡା, ତାମିଲଗୁଡା, ଅମଡା ଆଦି ୬ ଗୋଟି ଗ୍ରାମରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଅବକାରୀ ଟିମ ସହ ଗଜପତି ଜିଲ୍ଲା ଓ ରାୟଗଡ ଜିଲ୍ଲାର ଅବକାରୀଟିମ ମିଳିତ ଭାବେ ଚଢ଼ାଉ କରିଥିଲେ lଆଜିର ଏହି ଚଢ଼ାଉରେ ୭,୭୦୦ ଲିଟର ପୋଚ ସହିତ ୧୫୦୦ ଲିଟର ଦେଶୀ ରନ୍ଧା ମଦକୁ ଜବତ କରାଯାଇ ନଷ୍ଟ କରାଯାଇଥିବା ସୂଚନା ମିଳିଛି l ଅବକାରୀ ଦଳର ଏହି ମିଳିତ ଚଢ଼ାଉ ନେଇ ପାହାଡ଼ ଉପରୁ ଚୋରା ମଦ ବେପାରୀମାନେ ଦେଖି ପାରି ନିଜନିଜକୁ ଆତ୍ମଗୋପନ କରିଥିବା ଯୋଗୁଁ ଚଢ଼ାଉରେ କେହି ଗିରଫ ହୋଇନଥିବା ଜଣାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026
ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

March 18, 2026
As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026
ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

ବରଗଡ଼ ମୋଟର ଚାଳକ ଙ୍କ ସୁରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବିପତ୍ର

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version