• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସେବାଉତ୍ସବ – ୨୦୨୫ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
June 26, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସେବାଉତ୍ସବ – ୨୦୨୫ ଆୟୋଜିତ
Share on FacebookShare on TwitterWhatsapp

ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଗ୍ରାମ ଠାରେ ଥିବା ବାବା ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଦଶପଲ୍ଲା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବା ଉତ୍ସବ – ୨୦୨୫ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସକାଳ ୮ ଘଟିକାରେ ଏକ ମଶାଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିବା ବେଳେ ମଧ୍ୟାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା। ମଶାଲ ଶୋଭାଯାତ୍ରାରେ ଅତିଥି ଭାବରେ ଟାକରା ଗ୍ରାମ ପଂଚାୟତ ସରପଞ୍ଚ ମଦନ କୁମାର ଯାନୀ ଯୋଗ ଦେଇଥିବା ବେଳେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଟାକରା ବନପାଳ ରାକେଶ କୁମାର ସାହୁ, ବନରକ୍ଷୀ ଅଜୟ କୁମାର ସାହୁ ଯୋଗଦେଇଥିଲେ।ଅପରାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର ମୁଖ୍ୟ ଉତ୍ସବ ସେବାଉତ୍ସବ – ୨୦୨୫ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।

ଯେଉଁଥିରେ ୧ ହଜାର ରୁ ଉର୍ଧ୍ଵ ଜନସାଧାରଣଙ୍କ ପାଇଁ ଭୋଜନର ବ୍ୟବସ୍ଥା କରାଯାଇଥିବା ବେଳେ ଶତାଧିକ ଭିନ୍ନକ୍ଷମ, ଅସହାୟ, ଗରିବ ଲୋକଙ୍କୁ ଟ୍ରଷ୍ଟ ତରଫରୁ ଶୁଖିଲା ଖାଦ୍ୟ, ବସ୍ତ୍ର, ଛତା, ଚପଲ, କମଳ ପ୍ରଦାନ କରାଯାଇଥିଲା. ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବରେ ଦଶପଲ୍ଲାର ଦୃଢ଼ ସଂଗଠକ ଉପେନ୍ଦ୍ର କୁମାର ସାହୁ, ଗାଳ୍ପିକ ପ୍ରବନ୍ଧିକ ହାଡ଼ିବନ୍ଧୁ ମହାଖୁଡ଼ ଙ୍କ ସମେତ ସମ୍ମାନିତ ଅତିଥି ଭାବେ କୁଝାମେନ୍ଧି ସମିତିସଭ୍ୟ, ଦଶପଲ୍ଲା ଅଂଚଳର ସମାଜସେବୀ ସନ୍ତୋଷ କୁମାର ସାହୁ,ଟାକରା ହାଇସ୍କୁଲ ପ୍ରଧାନ ଶିକ୍ଷକ ମୁକେଶ କୁମାର ଦୁଗାଲ,ମଣିନାଗ ବହୁମୁଖୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରାଧାମୋହନ କର୍ମୀ,

ଟାକରା ଗ୍ରାମ ପଂଚାୟତ ସମିତିସଭ୍ୟ ପ୍ରଶାନ୍ତ ଦଳବେହେରା, ବାବା ସିଦ୍ଧେସ୍ୱର ମନ୍ଦିର ପରିଚାଳନା କମିଟିର ସଭାପତି ବାବୁଲା ସାହୁ, ଦି – ପଲିଟିକାଲ ସର୍କସର ଅଭିନେତା ଆର୍ତ୍ତତ୍ରାଣ ମିଶ୍ର ଙ୍କ ସମେତ ଦଶପଲ୍ଲା ବ୍ଲକର ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇଥିଲେ।। କାର୍ଯ୍ୟକ୍ରମ ଶେଷ ପର୍ଯ୍ୟୟରେ କଳାକୃତି ସହିତ ଜଡ଼ିତ ଥିବା ସ୍ଥାନୀୟ ଯୁବଗୋଷ୍ଠୀ ଓ ଛାତ୍ରଛାତ୍ରୀ ଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା. କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ବେହେରା ଟ୍ରଷ୍ଟର ସମସ୍ତ କର୍ମକର୍ତା ଙ୍କୁ ସାଧୁବାଦ ଦେବା ସହ ତାଙ୍କର ଚିନ୍ତାଧାରା କୁ ମଧ୍ୟ ସମର୍ଥନ ଜଣାଇ କହିଥିଲେ ଯଦି ଏଭଳି ଭାବରେ ଯୁବଗୋଷ୍ଠୀ ଅଂଚଳର ବିକାଶ ଦିଗରେ ଆଗେଇ ଚାଲିବେ ମୋ ତରଫରୁ ତାଙ୍କୁ ସଦା ସର୍ବଦା ସହଯୋଗ ରହିବ,

ଯାହା ଫଳରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଆଭ୍ୟନ୍ତରୀଣ ଗ୍ରାମ ଗୁଡିକର ବିକାଶ ର ଅଗ୍ରଗତି ଆହୁରି ବଢ଼ିଯିବ. ଟ୍ରଷ୍ଟର ସମ୍ପାଦକ ନିହାର ରଞ୍ଜନ ମହାନ୍ତି ଟ୍ରଷ୍ଟର ଟ୍ରଷ୍ଟି (ଚେୟାରମ୍ୟାନ) ପ୍ରିୟବ୍ରତ ଆଚାର୍ଯ୍ୟ ଙ୍କୁ ଧନ୍ୟବାଦ ଦେବା ସହ ପ୍ରିୟବ୍ରତଙ୍କ ଚିନ୍ତାଧାରା ଓ ପରିକଳ୍ପନା ଯୋଗୁଁ ଏଭଳି ଏକ ଅନୁଷ୍ଠାନ ତିଆରି ହୋଇଥିବା କହିଥିଲେ।ଆଗାମୀ ଦିନରେ ଟ୍ରଷ୍ଟ କିଭଳି ଲୋକଙ୍କ ସମସ୍ୟା ପାଖରେ ପହଂଚି ପାରିବ ଓ ତାହା ପ୍ରଶାସନ ସ୍ତରକୁ ଆସି ପାରିବ ସେ ନେଇ ବିସ୍ତୃତ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଦଶପଲ୍ଲାର ବରିଷ୍ଠ ଗାଳ୍ପିକ ସାହିତ୍ୟିକ ହାଡ଼ିବନ୍ଧୁ ମହାଖୁଡ଼,ଦୈନିକ ସମ୍ବାଦ ଖବର କାଗଜର ସାମ୍ବାଦିକ ପ୍ରଫୁଲ୍ଲ କୁମାର ପଣ୍ଡା, ସ୍ଥାନୀୟ ଅଂଚଳର ପ୍ରକାଶ ରଞ୍ଜନ ବିଶ୍ୱାଳ ଙ୍କୁ ଟ୍ରଷ୍ଟ ତରଫରୁ ସମର୍ଦ୍ଧିତ କରାଯାଇଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ଯୁବଗୋଷ୍ଠୀ ଓ ଛାତ୍ରଛାତ୍ରୀ ଙ୍କୁ ସାର୍ଟିଫିକେଟ ପ୍ରଦାନ କରି ଉତ୍ସାହିତ କରାଯାଇଥିଲା।

ପ୍ରଥମ ଥର ପାଇଁ ଅଂଚଳରେ ଏଭଳି ଏକ ନିଆରା କାର୍ଯ୍ୟକ୍ରମର ଆୟୋଜନ କରିଥିବାରୁ ଦୃଢ଼ ସମ୍ମାନିତ ଅତିଥିଗଣ ଓ ସ୍ଥାନୀୟ ଅଂଚଳର ଜନସାଧାରଣ ଓ ବୁଦ୍ଧିଜୀବୀ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର କର୍ମକର୍ତା ଙ୍କୁ ଧନ୍ୟବାଦ ଦେଇଥିଲେ। ଖାଲି ସେବାଉତ୍ସବରେ ଟ୍ରଷ୍ଟର କାର୍ଯ୍ୟ ସୀମିତ ରହିବ ନାହିଁ ବରଂ ଆଗାମୀ ଦିନରେ ଦଶପଲ୍ଲାର ଆଭ୍ୟନ୍ତରୀଣ ଅଞ୍ଚଳ କୁ ଯାଇ ଟ୍ରଷ୍ଟ ତରଫରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯିବା ସହିତ ରକ୍ତଦାନ ଶିବିର, ସ୍ୱାସ୍ଥ୍ୟସେବା ଶିବିର ଭଳି ଅନେକ କାର୍ଯ୍ୟକ୍ରମ କରାଯିବ ବୋଲି ଟ୍ରଷ୍ଟର ଚେୟାରମ୍ୟାନ ଓ ସମ୍ପାଦକ କହିଥିଲେ। ଏହି କାର୍ଯ୍ୟକ୍ରମକୁ ପ୍ରଦୀପ କୁମାର ସାହୁ ପରିଚାଳନା କରିଥିବା ବେଳେ ଟ୍ରଷ୍ଟର ସଭ୍ୟ ସନ୍ତୋଷ କୁମାର ସାହୁ,କୁନା ବେହେରା, ମାନସ ପରିଡ଼ା, ଚନ୍ଦ୍ର ଶେଖର ନାଏକ, ସତ୍ୟବ୍ରତ ଆଚାର୍ଯ୍ୟ, ସମ୍ବିତ ଭଟ, ମନ୍ମଥ ସାହୁ, ସନ୍ତୋଷ ମୁଦୁଲି, ଚନ୍ଦନେଶ୍ୱର ଦାଶ, ନାରାୟଣ ସାହୁ, ରବି ନାରାୟଣ ସାହୁ ପ୍ରମୁଖ ସାମିଲ ହୋଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version