• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

Proprietor Abhimanyu Maharana by Proprietor Abhimanyu Maharana
June 29, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
Sunfeast Marie Light Brings a Cooling ‘Surjya Bardaan’ To Devotees At Rath Yatra 2025
Share on FacebookShare on TwitterWhatsapp

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି l

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟାତ୍ମିକ ଉତ୍ସବ ହୋଇଛି- ଏହା ଏହିଭଳି ଏକ ମୁହୂର୍ତ୍ତ ଯେତେବେଳେ ଲକ୍ଷ ଲକ୍ଷ ଲୋକ ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥ ପଛେ ପଛେ ଏକାନ୍ତ ବିଶ୍ୱାସର ସହିତ ଏକତ୍ର ଚାଲିଥାନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଚଳିତ ବର୍ଷ ଏହି ଚିରନ୍ତନ ପରମ୍ପରାକୁ ଏକ ଚିନ୍ତନଶୀଳ ଢଙ୍ଗରେ ସମର୍ଥନ କରୁଛି । ଋଥଯାତ୍ରା ସମୟରେ ତୀର୍ଥଯାତ୍ରୀମାନେ ପ୍ରଖର ସୂର୍ଯ୍ୟକିରଣକୁ ଦୀର୍ଘ ସମୟ ସହ୍ୟ କରୁଥିବାବେଳେ, ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ଆଶ୍ୱସ୍ତି ଏବଂ ଶ୍ରଦ୍ଧାର ପ୍ରତୀକ ଭାବରେ ଉଭା ହୋଇଛି ।

ବ୍ରାଣ୍ଡ୍‌ ଏକ ଶୀତଳ ଅନୁଭୂତି ପ୍ରଦାନକାରୀ- ସୂର୍ଯ୍ୟ ବରଦାନ ଟୋପି ଉନ୍ମୋଚନ କରିଛି ଯେଉଁଥିରେ ବିଶ୍ୱାସଭାବ ଏବଂ ସୂର୍ଯ୍ୟଙ୍କର ଆଶୀର୍ବାଦ ଅନ୍ତର୍ନିବେଶ ହୋଇଛି । ଏହି ଟୋପି ଚନ୍ଦନ କାଠରେ ଏକ ସ୍ୱତନ୍ତ୍ର ମେନ୍ଥୋଲ ଆସ୍ତରଣ ସହିତ ପ୍ରସ୍ତୁତ କରାଯାଇଛି । ସୂର୍ଯ୍ୟ କିରଣ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଉପରେ ପଡିଲେ ତାହା ଟୋପିରେ ମେନ୍ଥୋଲର ଶୀତଳିକରଣ ପ୍ରକ୍ରିୟାକୁ ସକ୍ରିୟ କରିଥାଏ । ସେଥିପାଇଁ ଗରମ ଅନୁଭବ କରିବା ପରିବର୍ତ୍ତେ ସୂର୍ଯ୍ୟ କିରଣ ଆପଣଙ୍କୁ ଶୀତଳ ଅନୁଭବ ପ୍ରଦାନ କରିବ ଏବଂ ସେହି ସମୟରେ ଆପଣ ଚନ୍ଦନକାଠର ଶାନ୍ତି ପ୍ରଦାନକାରୀ ସୁଗନ୍ଧର ଅନୁଭୂତି ପାଇପାରିବେ ଏବଂ ଏହା ଭକ୍ତମାନଙ୍କୁ ଭକ୍ତିରସରେ ପରିପୂର୍ଣ୍ଣ ଏକ ଥଣ୍ଡା ମସ୍ତିଷ୍କ ସହିତ ନୈସର୍ଗିକ ଯାତ୍ରାରେ ଆଗେଇନେବ ।

ଶ୍ରୀ ଅଲି ହାରିସ୍‌ ଶେରେ, ଚିଫ୍‌ ଅପରେଟିଂ ଅଫିସର, ବିସ୍କୁଟ୍‌ସ୍‌ ଆଣ୍ଡ କେକ୍‌ସ୍‌ କ୍ଲଷ୍ଟର, ଫୁଡ୍‌ସ୍‌ ଡିଭିଜନ, ଆଇଟିସି ଲିମିଟେଡ ମତଦେଇ କହିଥିଲେ, “ଶକ୍ତି, ସାମର୍ଥ୍ୟ ଓ ଜୀବନର ପ୍ରତୀକ ହୋଇଥିବା ସୂର୍ଯ୍ୟ ଆମ ବ୍ରାଣ୍ଡ୍‌ର କେନ୍ଦ୍ରବିନ୍ଦୁ ହୋଇ ରହିଛନ୍ତି । ସନ୍‌ଫିଷ୍ଟ ମାରୀ ଲାଇଟ୍‌ରେ ଆମର ବିସ୍କୁଟଗୁଡିକ ସୂର୍ଯ୍ୟସ୍ନାତ ଗହମରୁ ପ୍ରସ୍ତୁତ ହେଉଛି ଏବଂ ସେହି ଆତ୍ମୀୟତାର ଭାବ ଏବଂ ଯନôକୁ ଆମେ କରୁଥିବା ପ୍ରତ୍ୟେକ କାର୍ଯ୍ୟରେ ବ୍ୟବହାର କରୁଛୁ । ସୂର୍ଯ୍ୟ ବରଦାନ ଟୋପି ପରମ୍ପରାକୁ ସମ୍ମାନ ଜଣାଇବା ନିମନ୍ତେ ଆମର ପ୍ରୟାସ ଏବଂ ସେହି ସମୟରେ ଆମେ ପୁରୀ ରଥଯାତ୍ରା ଭକ୍ତମାନଙ୍କ ନିମନ୍ତେ ଚିନ୍ତନଶୀଳ ଆରାମ ଯୋଗାଇ ଦେଉଛୁ ।”

କ୍ଷେତ୍ରସ୍ତରରେ ସ୍ଥାପନ କରାଯାଇଥିବା ଏକ୍ସପେରିଏନ୍ସ ଜୋନ୍‌ଗୁଡିକରୁ ରଥ ଯାତ୍ରା ଦିନ ହଜାର ହଜାର ସଂଖ୍ୟାରେ ଟୋପି ବଣ୍ଟନ କରାଯାଇଥିଲା । ଟୋପିର ବ୍ୟବହାରିତା ଦୃଷ୍ଟିରୁ କେବଳ ନୁହେଁ, ତାହାସହିତ ସେମାନେ ଯେଉଁ ଶକ୍ତି ତଳେ ଚାଲୁଛନ୍ତି ତାହାଦ୍ୱାରା ପରିପୋଷଣ ହେବାର ପ୍ରତୀକାତ୍ମକ ବାର୍ତ୍ତା ପାଇଁ ତୀର୍ଥଯାତ୍ରୀମାନେ ଏହାକୁ ଅତ୍ୟନ୍ତ ଆଗ୍ରହର ସହିତ ଗ୍ରହଣ କରିଥିଲେ ।
ଲୋକପ୍ରିୟ ଓଡ଼ିଆ ଅଭିନେତ୍ରୀ ଅର୍ଚିତା ସାହୁ ମଧ୍ୟ ଏହି ଯାତ୍ରାରେ ସନ୍‌ଫିଷ୍ଟ ମେରୀ ଲାଇଟ୍‌ ସହିତ ସାମିଲ ହୋଇ ଏହି ପ୍ରୟାସ ପ୍ରତି ନିଜର ସମର୍ଥନ ଯୋଗାଇ ଦେଇଥିଲେ । ସେ କ୍ଷେତ୍ରସ୍ତରରେ ବିଭିନ୍ନ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିବା ସହିତ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ବଣ୍ଟନରେ ସହାୟତା କରିଥିଲେ ।

ପୁରୀ ରାସ୍ତାଗୁଡିକୁ ସୂର୍ଯ୍ୟ ନିଜ ଆଲୋକରେ ଉଦ୍‌ଭାସିତ କରିବା ସମୟରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଏକ ପ୍ରଶାନ୍ତି ଏବଂ ଚିନ୍ତନଶୀଳ ଉପସ୍ଥିତି ପାଲଟିଥିଲା- ଯାହା ଭକ୍ତମାନଙ୍କ ସହିତ ଚାଲିବା ସାଙ୍ଗକୁ ବଡଦାଣ୍ଡରେ ପ୍ରତ୍ୟେକଟି ପାଦରେ ସେମାନଙ୍କୁ ସମର୍ଥନ ପ୍ରଦାନ କରୁଥିଲା ଏବଂ ସେମାନଙ୍କୁ ସ୍ମରଣ କରାଇ ଦେଉଥିଲା ଯେ ଭଗବାନଙ୍କୁ କେବଳ ପୂଜା କରାଯାଏନାହିଁ, ତାହାସହିତ ଯନôର ପ୍ରତ୍ୟେକ ଭାବରେ ମଧ୍ୟ ତାଙ୍କୁ ଅନୁଭବ କରିହୁଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version