• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥ ସମ୍ମୁଖରେ ଦଳାଚକଟା ୩ ମୃତ ୮୦ ଆହତ

Proprietor Abhimanyu Maharana by Proprietor Abhimanyu Maharana
June 29, 2025
in ଓଡ଼ିଶା, ପୁରୀ, ହୋମ୍
0
ରଥ ସମ୍ମୁଖରେ ଦଳାଚକଟା ୩ ମୃତ ୮୦ ଆହତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ରବିବାର ଭୋରୁ ଭୋରୁ ତିନିରଥ ସମ୍ମୁଖରେ ଦଳାଚକଟା ଓ ଠେଲାପେଲାରେ ୩ ମୃତ ୮୦ ଆହାତ ହୋଇଛନ୍ତି । ଏହି ଅଘଟଣ ଭୋର ୪ଟା ୨୦ ମିନିଟରେ ହୋଇଥିଲା । ଗତକାଲି ରାତି ୧୨ ଟା ୧୫ରେ ତିନିରଥରେ ଶ୍ରୀଜୀଉଙ୍କ ପହୁଡ ନୀତି ଅନୁଷ୍ଠିତ ହୋଇଥିଲା । ଶନିବାର ଓ ରବିବାର ଛୁଟି ଥିବାରୁ ଅଧିକ ଭକ୍ତ ଶ୍ରୀକ୍ଷେତ୍ରକୁ ପ୍ରବେଶ କରିଥିଲେ । ରାତି ୧୨ଟା ପରେ ଭକ୍ତ ମାନେ ଆଉ ଦର୍ଶନ କରିନପାରି ଅପେକ୍ଷାରତ ଥିଲେ । ପହୁଡ ଖୋଲିବା ପରେ ହଠାତ ଭକ୍ତ ମାନେ ଦର୍ଶନ ପାଇଁ ମାଡି ଆସିଥିଲେ ।ଏହି ସମୟରେ ରଥ ପାଖରେ ଚାରମାଳ ଟ୍ରକ ପହଞ୍ଚି ଅନଲୋଡ କରିବା ଫଳରେ ସେଠାରେ ଶୋଇଥିବା ଭକ୍ତ ମାନେ ଏଣେତେଣେ ଦଉଡି ଥିଲେ । ଏହି ସମୟରେ ଦଳାଚକଟା ଫ୍ଲୋ ଆରମ୍ଭ ହେବାରୁ ଶହ ଶହ ଭକ୍ତ ତଳେ ପଡି ଚିତ୍କାର କରିଥିଲେ । ପ୍ରତେକ୍ଷଦର୍ଶୀ କହିବା ଅନୁଯାଇ ଡ୍ୟୁଟିରେ ଥିବା ହାତଗଣତି ପୋଲିସ ଜୀବନ ରକ୍ଷା ପାଇଁ ଦଉଡିଥିଲେ । ଦଳାଚକଟାରେ ଆହତଙ୍କ ମଧ୍ଯରୁ ଖୋର୍ଦ୍ଧା ଜିଲ୍ଲା ଗୋବର୍ଦ୍ଧନପୁରର ବାସନ୍ତି ସାହୁ (୩୬), ଭୁବନେଶ୍ବର ନୂଆପଲ୍ଲୀର ପ୍ରେମଚାନ୍ଦ ମହାନ୍ତି ( ୭୮) ,ବାଲିପାଟଣା ଅଠାନ୍ତର ପ୍ରଭାତୀ ଦାସ ଗୁରୁତର ହୋଇ ଜିଲ୍ଲାମୁଖ୍ଯ ଚିକିତ୍ସାଳୟକୁ ସମ୍ପର୍କୀୟ ମାନେ ଆଣିଥିଲେ ।ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦଳାଚକଟା ଓ ଠେଲାପେଲାରେ ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଭକ୍ତ ଆହତ ହୋଇଥିବା କୁହାଯାଉଛି । ରଥ ପାଖରେ ଭକ୍ତ ଶୋଇଥିବା ବେଳେ ଚାର ମାଳ ଟ୍ରକ ପ୍ରବେଶ ପାଇଁ କିଏ ଅନୁମତି ଦେଇଥିଲା ସେ ସମ୍ପର୍କରେ ଯାଞ୍ଚ ଚାଲିଛି । ଏ ସମ୍ପର୍କରେ ଆଇନମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ କହିଛନ୍ତି ଘଟଣା ସମ୍ପର୍କରେ ଅବଗତ ଅଛି ଓ ମୁଖ୍ଯମନ୍ତ୍ରୀଙ୍କୁ ଜଣାଇଛି । ଘଟଣା ସ୍ଥଳରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପହଞ୍ଚି ପ୍ରଶାସନିକ ଅନୁଧ୍ୟାନ କରୁଛନ୍ତି । ଘଟଣ ସମ୍ପର୍କରେ ତଦନ୍ତ କରାଯିବ । ମୃତକ ମାନେ ପୁରୀ ମେଡିକାଲରେ ଅଛନ୍ତି ଓ ସେମାନଙ୍କ ଶବ ବ୍ୟବଚ୍ଛେଦ କରାଯିବ । ୯ ଜଣ ଅଣନିଶ୍ବାସୀ ହୋଇ ମେଡିକାଲରେ ଚିକିତ୍ସାଧିନ ରହିଛନ୍ତି । ଘଟଣା ସ୍ଥଳରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଓ ପୁରୀ ଏସପି ବିନୀତ ଅଗ୍ରୱାଲ ପହଞ୍ଚି ପୋଲିସ ଡ୍ଯୁଟିରେ ଥିଲେ ବୋଲି ଗଣମାଧ୍ୟମକୁ କହିଛନ୍ତି ।ପ୍ରଶାସନିକ ଅବହେଳା ଯୋଗୁ ଏଭଳି ଅଘଟଣ ଘଟିଲା ବୋଲି ଭକ୍ତ ମାନେ କହିଛନ୍ତି । ଏହା ସତ୍ତ୍ବେ ଦର୍ଶନ ବ୍ଯବସ୍ଥା ଚାଲୁ ରହିଛି । ୧୦ଟା ୩୦ରେ ସକାଳଧୂପ ପୂଜା ଶେଷ ହୋଇଛି । ଘଟଣା ସ୍ଥଳରେ ବ୍ଯାପକ ପୋଲିସ ମୁତୟନ ହୋଇଛନ୍ତି ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଗଜପତି ମaitହାରାଜା ଦିବ୍ୟସିଂହ ଦେବ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ବିନୀତ ଅଗ୍ରୱାଲ ଙ୍କୁ ପୁରୀ ରୁ ବଦଳି କରାଯାଇଛି | ତାଙ୍କ ସ୍ଥାନରେ ଚଞ୍ଚଳ ରଣା ଜିଲ୍ଲାପାଳ ଓ ଏସ ପି ଭାବେ ପିନାକ ମିଶ୍ର ଯୋଗଦେବେ | ବରିଷ୍ଠ ଆଇ ଏ ଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲ ରଥଯାତ୍ରା ପରିଚାଳନା ଦାୟିତ୍ୱ ରେ ରହିବେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version