• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭର୍ଚୁଆଲ୍‌ ମିଟିଙ୍ଗ ମାଧ୍ୟମରେ ବିଜୁ ଯୁବ ଛାତ୍ର ଜନତା ଦଳର ଷଷ୍ଠ ପର୍ଯ୍ୟାୟ ସାଙ୍ଗଠନିକ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 5, 2020
in Uncategorized, ଓଡ଼ିଶା, ଦେଶ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଭର୍ଚୁଆଲ୍‌ ମିଟିଙ୍ଗ ମାଧ୍ୟମରେ ବିଜୁ ଯୁବ ଛାତ୍ର ଜନତା ଦଳର ଷଷ୍ଠ ପର୍ଯ୍ୟାୟ ସାଙ୍ଗଠନିକ ସମୀକ୍ଷା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୫ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- ଆଜି ତା୦୫.୦୯.୨୦୨୦ରିଖ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ସାଂଗଠନିକ ସମୀକ୍ଷା ସମ୍ପର୍କୀୟ ଭର୍ଚୁଆଲ୍‌ ମିଟିଙ୍ଗ୍ ଅନୁଷ୍ଠିତ ହୋଇ ଯାଇଅଛି । ଆଜି ପଶ୍ଚିମ ଓଡିଶାର ସୋନପୁର, ବୌଦ୍ଧ, କଳାହାଣ୍ଡି, ସୁନ୍ଦରଗଡ ଓ ରାଉରକେଲା ସାଂଗଠନିକ ଜିଲ୍ଲାର ତୃଣମୂଳ ସ୍ତରୀୟ ସାଂଗଠନିକ କାର୍ଯ୍ୟକୁ ସମୀକ୍ଷା କରାଯାଇଛି ।ଏହି ଭର୍ଚୁଆଲ୍‌ ବୈଠକରେ ଜିଲ୍ଲା ସ୍ତରରୁ ଆରମ୍ଭ କରି ପଞ୍ଚାୟତସ୍ତର ପର୍ଯ୍ୟନ୍ତ ବହୁ ସଂଖ୍ୟାରେ ଯୁବ ଓ ଛାତ୍ର ନେତା ମାନେ ଯୋଗ ଦେଇ ସଙ୍ଗଠନକୁ ଆହୁରି ସୁଦୃଢ କରିବା ସମ୍ପର୍କରେ ନିଜର ମତାମତ ରଖିଥିଲେ । ପୂର୍ବରୁ ୫ଟି ପର୍ଯ୍ୟାୟରେ ୨୦ଜିଲ୍ଲା ଏବଂ ୨ଟି ସାଂଗଠନିକ ଜିଲ୍ଲାର ସାଙ୍ଗଠନିକ ବୈଠକ ସମୀକ୍ଷା କରାଯାଇଥିଲା । ଆଗାମୀ ଦିନରେ ବାକିଥିବା ସମସ୍ତ ଜିଲ୍ଲାର ସମୀକ୍ଷା ବୈଠକ ଆୟୋଜନ କରାଯିବ ।

ଆଜିର ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍‌ ମିଟିଙ୍ଗ୍‌ରେ ମୁଖ୍ୟ ଅତିଥି ରୂପେ ବିଜୁଜନତା ଦଳର ସଂଗଠନ ସମ୍ପାଦକ ତଥା ଯାଜପୁର ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇ ରାଜ୍ୟର ବିଶ୍ୱବିଦ୍ୟାଳୟ ଆଇନ୍‌ ସଂଶୋଧନ କ୍ଷେତ୍ରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୁରଦୃଷ୍ଟି ସମ୍ପନ୍ନ ଐତିହାସିକ ନିଷ୍ପତି ଅତ୍ୟନ୍ତ ପ୍ରସଂଶନୀୟ ଅଟେ ।ଏହି ସଂଶୋଧିତ ବିଶ୍ୱ ବିଦ୍ୟାଳୟ ଆଇନ୍‌ ଓଡିଶାର ଅଗଣିତ ଯୁବଛାତ୍ରଙ୍କ ଜୀବନ ଧାରାକୁ ଆହୁରି ସଫଳ ଏବଂ ଶସକ୍ତକରିବ । ପଶ୍ଚିମ ଓଡିଶାରେ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି କୁ ସୁଦୃଢ କରିବାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ ନିଶ୍ଚିତ ଭାବେ ପଶ୍ଚିମ ଓଡିଶା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଏକ ନୂତନ ଉପଲବ୍ଧି ଆଣିଦେବ ।

ନବୀନବା-ଙ୍କ ନେତୃତ୍ୱ ପାଇଁ ଆଜି ଓଡିଶାର ପ୍ରତ୍ୟେକ ଯୁବଛାତ୍ର ସମଗ୍ର ଭାରତ ବର୍ଷରେ ଗର୍ବିତ ଅନୁଭବ କରୁଛନ୍ତି । ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ ଯୋଜନା ଗୁଡିକୁ ନୂତନ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାସ୍ତରରୁ ଆରମ୍ଭ କରି ବ୍ଲକ୍‌ ଏବଂ ପଞ୍ଚାୟତସ୍ତର ର ପ୍ରତ୍ୟେକ ବର୍ଗର ପ୍ରତ୍ୟେକ ବ୍ୟକ୍ତି ବିଶେଷ କିପରି ଲାଭାନ୍ୱିତ ହୋଇ ପାରିବେ ସେ ଦିଗରେ ଓଡିଶାର ପ୍ରତ୍ୟେକ ଯୁବଛାତ୍ର ଆହୁରି କ୍ରିୟାଶିଳ ହୋଇ କାର୍ଯ୍ୟ କରିବାକୁ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ । ଏହି ଭର୍ଚୁଆଲ ବୈଠକରେ ପୁର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର କଳାହାଣ୍ଡି ଜିଲ୍ଲା ସଭାପତି ଶ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଯୋଗ ଦେଇ ପଶ୍ଚିମ ଓଡିଶାର ସ୍ୱାସ୍ଥ୍ୟ, ଶିକ୍ଷା ଏବଂ

ଗମନାଗମନର ବିକାଶ କ୍ଷେତ୍ରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନୀତି, ନେତୃତ୍ୱ ଏବଂ ପଦକ୍ଷେପକୁ ପ୍ରସଂଶା କରିଥିଲେ । ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବବ୍ୟାପାର) ତଥା ମାନ୍ୟବର ବିଧାୟକ ଧର୍ମଶାଳା ଶ୍ରୀ ପ୍ରଣବ କୁମାର ବଳବନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର) ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଶ୍ରୀଯୁକ୍ତ ବ୍ୟୋମକେଶ ରାୟ, ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ (ଯୁବବ୍ୟାପାର) ତଥା ବିଜୁ ଯୁବଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ରାଣାପ୍ରତାପ ପାତ୍ର ପ୍ରମୂଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version