ସତ୍ୟବ୍ରତ ନାୟକ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ନୂତନ ଜିଲ୍ଲା ସଭାପତି ନିଯୁକ୍ତ।


ଶ୍ରୀ ନାୟକ ପୂର୍ବରୁ ଛାତ୍ର କଂଗ୍ରେସ ର ରାଜ୍ୟ ସାଧାରଣ ସଂପାଦକ ଯୁବ କଂଗ୍ରେସ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଂପାଦକ ଓ ସାଧାରଣ ସଂପାଦକ,ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ରାଜ୍ୟ ସଭାପତି ଭାବରେ ଦାୟିତ୍ବ ତୁଲାଇ ଆସିଛନ୍ତି ଏବଂ ବର୍ତ୍ତମାନ ସେ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ରାଜ୍ୟ ଯୁଗ୍ମ ସଧାରଣ ସମ୍ପାଦକ ଓ ଜାତୀୟ ସାଂଗଠାନିକ ସଂପାଦକ ସହିତ ନୟାଗଡ଼ ଜିଲ୍ଲା ସଭାପତି ଭାବରେ ଦାୟିତ୍ବ ନିର୍ବାହ କରିଆସୁଛନ୍ତି

© 2023 Odisha Taza News.