• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଳାର ରାମଗିରି ଠାରେ ରେଜାଙ୍ଗଲା ସହିଦ ମାଟି କଳସ କୁ ସ୍ବାଗତ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
July 2, 2025
in Uncategorized
0
ଗଜପତି ଜିଲ୍ଳାର ରାମଗିରି ଠାରେ ରେଜାଙ୍ଗଲା ସହିଦ ମାଟି କଳସ କୁ ସ୍ବାଗତ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍)  :- ଲଦାଖ ସ୍ଥିତ ରେଜାଙ୍ଗଲା ସହିଦ ମାଟିରୁ ବାହାରିଥିବା କଳସ ଯାତ୍ରାକୁ ଆଜି ଗଜପତି ଜିଲ୍ଲାର ରା.ଉଦୟଗିରି ବ୍ଲକ ରାମଗିରି ଗୋପାଳ ସମାଜ ପକ୍ଷରୁ ରାମଗିରି ହାଟପଦା ସ୍ଥିତ ଗାନ୍ଧୀ ଛକ ଠାରେ ସ୍ବାଗତ କରାଯାଇଛି । ସ୍ଥାନୀୟ ଜନପ୍ରତିନିଧ୍, ବୁଦ୍ଧିଜୀବୀ, ଗୋପାଳ ସମାଜ କାର୍ଯ୍ୟକର୍ତ୍ତା ଓ ଗୌଡ଼ ସାହିର ବହୁ ସଂଖ୍ୟାରେ ପୁରୁଷ ଓ ମହିଳା ନାମ ସଂକୀର୍ତନ ସହ ଯୋଗଦେଇ ସହିଦ ପୀଠରୁ ଆସିଥିବା କଳସକୁ ଶୋଭାଯାତ୍ରାରେ ହାଟପଦା ସ୍ବାଗତ କରି ରାମଗିରି ନଗର ପରିକ୍ରମା କରିଥିଲେ । ପରେ ଗୌଡ଼ସାହି ସ୍ଥିତ ଗୋପାଳ କୋଠଘର ପ୍ରାଙ୍ଗଣରେ ଅନୁଷ୍ଠିତ ବୈଠକରେ – ଗୋପାଳ ସମାଜ ପକ୍ଷରୁ ସରକାରଙ୍କ ନିକଟରେ କରାଯାଇଥିବା ଅହୀର ରେଜିମେଣ୍ଟ ସ୍ଥାପନ, ଜନଗଣନା ଅନୁଯାୟୀ ସଂରକ୍ଷଣ ବ୍ୟବସ୍ଥା ଦାବି ଉପରେ ଆଲୋଚନା କରାଯାଇଥିଲା ।

ଏହି କାର୍ଯାକ୍ରମରେ ନିଖୂଳ ଓଡିଶା ଯାଦବ ମହାସଂଘର ଯୁବ ସଭାପତି ଅମର ନାୟକ, ଗଞ୍ଜାମ ଜିଲ୍ଲା ବଡଖେମୁଣ୍ଡି ତାଳୁକାର ସଭାପତି ତଥା ରାଜ୍ୟ ଯାଦବ ମହାସଂଘ ସମ୍ପାଦକ ମୋହ‌ନ ମହାଙ୍କୁଡ, ରାଜ୍ୟ ଯାଦବ ମହାସଂଘ ଉପ ସଭାପତି ହୃଷିକେଶ ଗୌଡ଼, ଗଜପତି ଜିଲ୍ଲା ଯାଦବ ସମାଜ ସଭାପତି ଖଦାଳ ଗୌଡ଼ ପ୍ରମୁଖ ଆଜିର ମୁଖ୍ୟ ଆକର୍ଷଣ ଥିଲେ । ରା.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧୂକାରୀ ଲୋରିମନ ଖର୍ସେଲ,

ରାମଗିରି ଥାନା ଅଧୂକାରୀ ଲୋରିମନ ଖର୍ସେଲ, ରାମଗିରି ଥାନା ଅଧୂକାରୀ ଡି.ଗଜପତି ଦୋରା ଉପସ୍ଥିତ ତଥା ମଞ୍ଚାସୀନ ଥିଲେ । ସେହି ପରି ଜିଲ୍ଲାର ସମସ୍ତ ପରିଚାଳନା ପରିଷଦର ସମସ୍ତ କର୍ମକର୍ତ୍ତା ଓ ରାମଗିରି, ଗୁମ୍ଫା ତାଳୁକାର ସମସ୍ତ କର୍ମକର୍ତ୍ତା ଓ ମୁଠା ଅଧୂକାରୀଙ୍କ ସମେତ ବହୁ ଗୋପାଳ ସମାଜ ସଦସ୍ୟ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଆନନ୍ଦ ଗୌଡ଼, ତାରିଣୀ ଚରଣ ଗୌଡ଼, ରାଜେଦ୍ର ଗୌଡ଼, ବଲ୍ଲଭ ଗୌଡ଼ ଓ ଅଭିରାମ ଚୌଧୁରୀ ପରିଚାଳନା କରିଥିବାବେଳେ ଗୌଡ଼ ସାହିର ସମସ୍ତ ଯୁବକ ଏବଂ ବ୍ୟକ୍ତିବିଶେଷମାନେ ସହଯୋଗ କରିଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version