• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦକ୍ଷିଣମୋଡ : ନାକଚଣା ଦ୍ବାରରେ ଲାଗିଲା ତାଳଧ୍ବଜ ଓ ଦର୍ପଦଳନ

Proprietor Abhimanyu Maharana by Proprietor Abhimanyu Maharana
July 3, 2025
in ଓଡ଼ିଶା, ପୁରୀ, ହୋମ୍
0
ଦକ୍ଷିଣମୋଡ : ନାକଚଣା ଦ୍ବାରରେ ଲାଗିଲା ତାଳଧ୍ବଜ ଓ ଦର୍ପଦଳନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଶ୍ରୀମନ୍ଦିରରୁ ମା ଲକ୍ଷ୍ମୀ ସାଆନ୍ତାଣୀ ଆସି ଆଡପ ମଣ୍ଡପରେ ପ୍ରଭୁଙ୍କୁ ଦର୍ଶନ କରିବା ସହ ପ୍ରଭୁଙ୍କୁ ବାହୁଡିବା ପାଇଁ ମୋହଚୂର୍ଣ୍ଣ ପକାଇଥିଲେ । ମା ଲକ୍ଷ୍ମୀଙ୍କ ଦେଢଶୁର ପାଖରେ ଥିବାରୁ ଗର୍ଭଗୃହ ଧଡକରି ପକାଯାଇଥିଲା । ଏଥିରେ ମା ରାଗିକରି ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରି ସାହିଦେଇ ବାହୁଡିଥିଲେ । ବୁଧବାର ଠାରୁ ବାହୁଡା ପାଇଁ ପ୍ରସ୍ତୁତ ପର୍ବ ଆରମ୍ଭ ହୋଇଛି । ଆଜି ସକାଳଧୂପ ନୀତି ପରେ ତିନି ଠାକୁରଙ୍କ ଆଜ୍ଞାମାଳ ତିନିଜଣ ପାଳିଆ ପୂଜାପଣ୍ଡା ହାତରେ ଧରି ତିନିରଥରରେ ଲାଗି କରିଥିଲେ ।

ଏହାପରେ ତିନିରଥର ଦକ୍ଷିଣମୋଡ ଆରମ୍ଭ ହୋଇଥିଲା । ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ଠାରୁ ରଥ ମୋଡଖାଇ ତାଳଧ୍ବଜ ଓ ଦର୍ପଦଳନ ନାକଚଣା ଦ୍ବାର ଆସି ଲାଗିଥିଲା । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପୋଲିସ ପ୍ରଶାସନ ପକ୍ଷରୁ ଟଣା ଯାଇଥିଲା । ପରେ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ଓ ଶେଷରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥିଲା । ଶ୍ରୀମନ୍ଦିର କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ରଥ ଟାଣିଥିଲେ ।

ଶରଧାବାଲି ପୂର୍ବରୁ ବାଲିମୟ ଥିଲା । ପିଚୁ ହେବା ପରେ ରଥ ଚକର ମୋଡ ପାଇଁ ପିଚୁ ଉପରେ ବାଲି ପକାଯାଇଛି । ରଥ ଉପରେ ଘଣ୍ଟୁଆ ମାନେ ତାଳେ ତାଳେ ଘଣ୍ଟ ବଜାଉଥିଲେ । ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ଓ ମା ସୁଭଦ୍ରାଙ୍କ ଦର୍ପଦଳନ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ନିକଟରେ ଲାଗିଛି । ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସଂଧ୍ଯା ଓ ବର୍ଷା ଯୋଗୁ ଦକ୍ଷିଣମୋଡରେ ଆସି ବାଟରେ ଅଟକିଛି । ଗୁରୁବାର ସକାଳ ୯ଟାରେ ନନ୍ଦିଘୋଷ ରଥ ଟଣାଯାଇ ନାକଚଣା ଦ୍ବାରରେ ଲାଗିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version