• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଏଏସ୍ ସଂଘର ସମୂହ ଛୁଟି ପ୍ରଭାବ : ସମଗ୍ର ଜିଲ୍ଲାର ବ୍ଲକ ଓ ତହସିଲ ଅଫିସରେ କାମ ଠପ୍‍ – ଲୋକେ ହନ୍ତସନ୍ତ

Proprietor Abhimanyu Maharana by Proprietor Abhimanyu Maharana
July 3, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଓଏଏସ୍ ସଂଘର ସମୂହ ଛୁଟି ପ୍ରଭାବ : ସମଗ୍ର ଜିଲ୍ଲାର ବ୍ଲକ ଓ ତହସିଲ ଅଫିସରେ କାମ ଠପ୍‍ – ଲୋକେ ହନ୍ତସନ୍ତ
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଓଏଏସ ସଂଘର ପ୍ରତିବାଦ ଜାରି ରହିଛି । ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ଓଏଏସ ସଂଘ । ଫଳରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅଫିସ୍‍ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଘଟଣା ପଛରେ ଥିବା ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିବାକୁ ଦାବି କରିଛି ସଂଘ। ଏହାର ପ୍ରତିଫଳନ କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ଼ ତହସିଲରେ ଦେଖିବାକୁ ମିଳିଛି । ଜିଲ୍ଲାର ପ୍ରତ୍ୟେକ ବ୍ଲକର ବିଡିଓ ଏବଂ ତହସିଲଦାର କାର୍ଯ୍ୟରେ ଯୋଗ ନ ଦେବା ଯୋଗୁଁ ଅଫିସ ରେ କିଛି ମଧ୍ୟ କାମ ହୋଇପାରୁନି ।

ଯାହା ଫଳରେ ବିଭିନ୍ନ ଉନୟନମୂଳକ କାମ ଠପ୍ ହୋଉପଡ଼ିଛି, ଯେପରି ଆବାସ ଯୋଜନା, ବିଭିନ୍ନ ଫାଇଲରେ ଦସ୍ତଖତ ଭଳି ବିଭିନ୍ନ ଉନୟନମୂଳକ କାମ । ସାଧାରଣ ଜନତାଙ୍କ ଅଭିଯୋଗକୁ କେହି ଗ୍ରହଣ କରୁନାହାନ୍ତି । ଏପରିକି ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅଧିକାରୀ ମାନେ ଆସି ଅଫିସରେ ବୁଲୁଥିବା ବେଳେ ନିଜ ନିଜ ଟେବୁଲଗୁଡିକ ଫାଙ୍କା ପଡୁଛି । ସେମାନଙ୍କ ଉପରେ ରୋକ ଲଗାଇବାକୁ କେହି ନାହାନ୍ତି ଏବଂ ଅଭିଯୋଗ ଗ୍ରହଣ କରିବାକୁ ମଧ୍ୟ କେହି ରାଜି ହେଉ ନଥିବା ଦୃଷ୍ଟିଗୋଚର ହୋଇଛି ।

ସେହିପରି ତହସିଲରେ ନାମଜାରୀ, କିସମ ପରିବର୍ତନ, ଆୟ ପ୍ରମାଣ ପତ୍ର, ଜାତି ପ୍ରମାଣ ପତ୍ର, ଠିକଣା ପ୍ରମାଣ ପତ୍ର ମଧ୍ୟ ଜନତାଙ୍କୁ ମିଳି ପାରୁନି। ସତେ ଯେପରି ମୁରବୀଶୂନ୍ୟ ହୋଇଯାଇଛି ଅଫିସ୍‌ । ଏବେ ଛାତ୍ରଛାତ୍ରୀ ମାନଙ୍କର ନାମଲେଖା ହେଉଛି, କିନ୍ତୁ ଅଫିସରେ ଅଧିକାରୀ ଙ୍କ ଅନୁପସ୍ଥିତ କାରଣରୁ ଛାତ୍ରଛାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଜିଲ୍ଲାର ପ୍ରତ୍ୟେକ ବ୍ଲକ ଏବଂ ତହସିଲରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଥିବା ବେଳେ ସାଧାରଣ ଜନତା ଆସି କେବଳ ଖର୍ଚ୍ଚାନ୍ତ ହୋଇ ଫେରୁଛନ୍ତି। ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ତୁରନ୍ତ ଓଡ଼ିଶା ପ୍ରଶାସନିକ ଅଧିକାରୀ କାର୍ଯ୍ୟରେ ଯୋଗଦେବାକୁ ଅଞ୍ଚଳବାସୀ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version