• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାହୁଡ଼ାଯାତ୍ର ପୂର୍ବରୁ ବୋଲଗଡ଼ ବ୍ଲକର ପାଟପୁର ଶାସନ ପଞ୍ଚାୟତର ଏକ ହଜାରଲୋକଙ୍କ ପାଇଁ : ପାନୀୟ ଜଳ ପ୍ରକଳ୍ପର ଶୁଭ ଉଦଘାଟନ କଲେ – ଅପରାଜିତା ଷଡ଼ଙ୍ଗୀ

Proprietor Abhimanyu Maharana by Proprietor Abhimanyu Maharana
July 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବାହୁଡ଼ାଯାତ୍ର ପୂର୍ବରୁ ବୋଲଗଡ଼ ବ୍ଲକର ପାଟପୁର ଶାସନ ପଞ୍ଚାୟତର ଏକ ହଜାରଲୋକଙ୍କ ପାଇଁ : ପାନୀୟ ଜଳ ପ୍ରକଳ୍ପର ଶୁଭ ଉଦଘାଟନ କଲେ – ଅପରାଜିତା ଷଡ଼ଙ୍ଗୀ
Share on FacebookShare on TwitterWhatsapp

ବେଗୁନିଆ ଡାବରଧୁଆ ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ଉଦଘାଟନ କଲେ – ଭୁବନେଶ୍ବର ସାଂସଦ

ବେଗୁନିଆ ବିଡ଼ିଓ କାର୍ଯ୍ୟାଳୟରେ 53 ଲକ୍ଷ୍ୟ ଟଙ୍କାରେ ସାମୁହିକ କୋଚିଂ ସେଣ୍ଟର ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଶିଳାନ୍ୟାସ କଲେ – ଭୁବନେଶ୍ବର ସାଂସଦ

ବୋଲଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) :-  ବେଗୁନିଆରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଶିଳାନ୍ୟାସ କରାଯାଇଛି । ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କରକମଳରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି । ଡ଼ାବରଧୁଆ ପଞ୍ଚାୟତରେ 46 ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ଉଦଘାଟନ କରିଛନ୍ତି ସାଂସଦ । ଦୀର୍ଘଦିନ ଧରି ପଞ୍ଚାୟତବାସୀ ଭଲ ସ୍ବାସ୍ଥ୍ୟ ସେବା ପାଇଁ ଦୂରଦୂରାନ୍ତକୁ ଯିବାକୁ ପଡ଼ୁଥିଲା ।

ବିଶେଷ କରି ଭୁବନେଶ୍ବରରେ ଥିବା ଡାକ୍ତରଖାନା ଉପରେ ପଞ୍ଚାୟତବାସୀ ନିର୍ଭର କରୁଥିଲେ । ତେବେ ନୂତନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦ୍ବାରା ସମସ୍ୟାର ସମାଧାନ ହୋଇଛି । 9ଟି ଗାଁ ପାଖାପାଖି 10 ହଜାର ଏହା ଦ୍ବାରା ଉପକୃତ ହେବେ । ଅତି ପାଖରୁ ଲୋକମାନେ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ପାଇପାରିବେ। ରକ୍ତହୀନତା, ମ୍ୟାଲେରିଆ, ଡେଙ୍ଗୁ, ହେପାଟାଇଟ-ବି, ଟିବି ଭଳି ରୋଗର ଚିକିତ୍ସା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ହୋଇପାରିବ ।

ସେହିପରି ବୋଲଗଡ଼ ବ୍ଲକର ପାଟପୁର ଶାସନ ପଞ୍ଚାୟତରେ ପାନୀୟ ଜଳ ଯୋଗାଣର ଶୁଭ ଉଦଘାଟନ ହୋଇଛି । ଏକ ହଜାର ଘରକୁ ଜଳ ଯୋଗାଣ ଫଳରେ ଅଞ୍ଚଳର 7 ହଜାର ଲୋକ ଉପକୃତ ହେବେ । ଅନେକ ଦିନ ଧରି ଲୋକମାନେ ପାନୀୟ ଜଳ କଷ୍ଟ ଭୋଗୁଥିଲେ । ଏ ବିଷୟରେ ସାଂସଦ ଅବଗତ ହେବା ପରେ ଜଳ କଷ୍ଟ ଦୂର ପାଇଁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ବାହାର କରିଥିଲେ ।

ଏବେ ତାହା ବାସ୍ତବ ରୂପ ନେଇଛି ଏବଂ ଅଞ୍ଚଳ ବାସୀଙ୍କ ପାନୀୟ ଜଳ କଷ୍ଟ ଦୂର ହୋଇଛି । ତେବେ ଆଗକୁ 267 କୋଟି ଟଙ୍କା ବ୍ୟୟରେ 337ଟି ଗାଁକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଆହୁରି ମଧ୍ୟ ବୋଲଗଡ଼ ଏବଂ ବେଗୁନିଆରେ ଜଳ ଯୋଗାଣ ପାଇଁ 7ଟି ମେଗା ପ୍ରକଳ୍ପର ଯୋଜନା ରହିଛି । ଏଥିପାଇଁ 1093 କୋଟି ଟଙ୍କା ଖର୍ଚ୍ଚ ହେବ ।

ତେବେ ପ୍ରକଳ୍ପ ନେଇ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିଛନ୍ତି ଭୁବନେଶ୍ବର ସାଂସଦ । ଏଥିସହିତ ବେଗୁନିଆରେ ଏକ ସାମୁହିକ ପାଠାଗାର ଏବଂ କୋଚିଂ ସେଣ୍ଟରର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ଅପରାଜିତା ଷଡ଼ଙ୍ଗୀ । ଏଠାରେ ଆଇଏସ୍‌ ଏବଂ ଆଇପିଏସ ପାଇଁ କୋଚିଂ ଦିଆଯିବ । ତେବେ କୋଚିଂ ସେଣ୍ଟରର ଭିତିପ୍ରସ୍ତର ସ୍ଥାପନ କରି ଖୁସି ବ୍ୟକ୍ତ କରିଛନ୍ତି ସାଂସଦ ।

କୋଚିଂ ସେଣ୍ଟର କାର୍ଯ୍ୟକ୍ଷମ ହେଲେ ଅନେକ ଛାତ୍ରଛାତ୍ରୀ ଉଚ୍ଚଶିକ୍ଷିତ ହୋଇ ଅଞ୍ଚଳ ପାଇଁ ସୁନାମ ଆଣିବେ ବୋଲି ଆଶାବ୍ୟକ୍ତ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ସାଂସଦଙ୍କ ପ୍ରତିନିଧୀ ବିଦ୍ୟୁତ କାଣ୍ଡି, ଅଧିକ୍ଷଣ ଯନ୍ତ୍ରୀ ରଶ୍ମିତା ଦାଶ, ବୋଲଗଡ଼ ଏବଂ ବେଗୁନିଆର ବିଡ଼ିଓ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version