• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡ୍ରେନ୍ କାମ ବେଳେ ପାଚେରୀ ଓଲଟିଲା : ୨ଜଣ ମୃତ, ଜଣେ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
July 8, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଡ୍ରେନ୍ କାମ ବେଳେ ପାଚେରୀ ଓଲଟିଲା : ୨ଜଣ ମୃତ, ଜଣେ ଗୁରୁତର
Share on FacebookShare on TwitterWhatsapp

ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) :-  ଭୁବନେଶ୍ବର ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା , ବାଲିପାଟଣା ବ୍ଲକ ଅନ୍ତର୍ଗତ ବେଙ୍ଗବତି ଗ୍ରାମ ଠାରେ ରାସ୍ତା କଡ ଡ୍ରେନ କାମ ବେଳେ ପାଚେରୀ ଓଲଟି ଦୁଇ ଜଣଙ୍କର ମୃତ ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣାରୁ ପ୍ରକାଶ ଯେ ଗତ କିଛି ଦିନ ଧରି ଆଠାନ୍ତର ଛକ ଠାରୁ ନୂଆସାହି ପର୍ଯ୍ୟନ୍ତ ରାସ୍ତାର ଦୁଇପଟେ ଡ୍ରେନ କାମ ହେଉଛି । ଠିକାଦାରଙ୍କ ଦ୍ଵାରା ନିଯୁକ୍ତ ଭଦ୍ରକ ଓ କେନ୍ଦୁଝର ଅଞ୍ଚଳର ମିସ୍ତ୍ରୀମାନେ ଏଠାରେ କାମ କରୁଛନ୍ତି ।

ବେଙ୍ଗବତି ପ୍ରାଥମିକ ବିଦ୍ୟାଳୟ ସମ୍ମୁଖ ରେ ଡ୍ରେନ କାମ ହେଉଥିବା ବେଳେ ହଠାତ୍ ବିଦ୍ୟାଳୟ ପାଚେରି ଭୁଶୁଡ଼ି ପଡ଼ିଥିଲା । ଏହି ସମୟରେ ପାଚେରୀ ପାଖରେ କାମ କରୁଥିବା ମିସ୍ତ୍ରୀ ହୁଇଲା ହୋ,ଦଳେ ହୋ ଏବଂ କଲା ହୋ ପାଚେରୀ ତଳେ ରହି ଯାଇଥିଲେ । କଳା ହୋ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କର୍ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।  ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଥିଲେ ।

ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ଷା ଯୋଗୁଁ ପାଚେରୀ ତଳ ମାଟି ନରମା ହୋଇ ଯାଇଥିବାରୁ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ଏହି ପରି ଦୁଃଖଦ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୁଃଖ ପ୍ରକାଶ କରାଯାଇଛି । ଏହାର ତଦନ୍ତ କରାଯାଇ ମୃତ ପରିବାରଙ୍କୁ କ୍ଷତିପୂରଣ ଦେବା ପାଇଁ ବିଭିନ୍ନ ମହଲରେ ଦାବୀ କରାଯାଇଅଛି । ଘଟଣା ସ୍ଥଳରେ ବାଲିପାଟଣା ପୋଲିସ୍ ପହଞ୍ଚି ମୃତକଙ୍କୁ ପୋଷ୍ଟବର୍ଟମ ପାଇଁ ଭୁବନେଶ୍ୱରର ପଠାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ

ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ

October 8, 2026
Chief Minister warmly felicitates Silver Gandhi

ସିଲଭର ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କର ଭବ୍ୟ ସମ୍ବର୍ଦ୍ଧନା

October 8, 2026
Chief Minister warmly felicitates Silver Gandhi

Chief Minister warmly felicitates Silver Gandhi

October 8, 2026
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ

ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ

October 8, 2026
Chief Minister warmly felicitates Silver Gandhi

ସିଲଭର ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କର ଭବ୍ୟ ସମ୍ବର୍ଦ୍ଧନା

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version