• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପାହାଳ ମିଠା ବଜାରରେ ବିଶ୍ଵ ରସଗୋଲା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 9, 2025
in Uncategorized
0
ପାହାଳ ମିଠା ବଜାରରେ ବିଶ୍ଵ ରସଗୋଲା ଦିବସ ପାଳିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) :- ମଙ୍ଗଳବାର ଦିନ ଥିଲା ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ। ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ,ବଡଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ରଥଯାତ୍ରା, ବାହୁଡା଼, ଅଧରପଣା କାର୍ଯ୍ୟ ଶେଷକରି ବାର ଦିନ ପରେ ରଥରୁ ନୀଳାଦ୍ରି ବିଜେ କରିଥାଆନ୍ତି। ଏହି ଦିନ ଜଗନ୍ନାଥ ମା ଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବା ପାଇଁଁ ରସଗୋଲା ଖୁଆଇ ରାଗ ଶାନ୍ତି କରିଥାନ୍ତି । ତେଣୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଇ ଆସୁଅଛି ।

ନୀଳାଦ୍ରି ବୀଜେ ଦିବସକୁ କଟକ – ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ବରେ ଥିବା ଭୁବନେଶ୍ୱର ମହାନଗର ନିଗମର ୪ ନମ୍ବର ୱାର୍ଡ ପାହାଳ ବଜାରରେ ଗଢି ଉଠିଥିବା ରସଗୋଲା ବ୍ୟବସାୟୀ ଭାଇମାନେ ଦୀର୍ଘ ଦଶ ବର୍ଷ ଧରି ପାହାଳ ବଜାରରେ ବିଶ୍ଵ ରସଗୋଲା ଦିବସ ପାଳନ କରିଆସୁଛନ୍ତି । ଏହି ବିଶ୍ଵ ରସଗୋଲା ଦିବସ ଉପଲକ୍ଷେ ପାହାଳ ମିଷ୍ଟାନ୍ନ ବ୍ୟବସାୟୀ ସଂଘ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ବିଶ୍ଵ ରସଗୋଲା ଦିବସ ଅନୁଷ୍ଠାନର ସଭାପତି ଅକ୍ଷୟ କୁମାର ଲେଙ୍କାଙ୍କ ପୈ।ରହିତ୍ୟରେ ଅନୁଷ୍ଠିତ ହୋଇଥିଲା ।

ଆୟୋଜିତ ଉତ୍ସବରେ ସ୍ତମ୍ଭକାର ଶ୍ରୀ ସନ୍ୟାସି ଜୀ ସଭା ପରିଚାଳନା କରିଥିଲେ । ଆୟୋଜିତ ଉତ୍ସବରେ ଭୁବନେଶ୍ୱର ମହାନଗର ନିଗମର ମେୟର ସୂଚନା ଦାସ ମୁଖ୍ୟ ଅତିଥି , ବିଶିଷ୍ଟ ସାହିତ୍ୟିକ ଡଃ ଅସିତ୍ କୁମାର ମହାନ୍ତି ମୁଖ୍ୟ ବକ୍ତା, ବିଏମସି ଡେପୁଟି ମେୟର ମଞ୍ଜୁଲତା କୁଅଁର, ଉତ୍କଳ ମିଷ୍ଟାନ୍ନ ବ୍ୟବସାୟୀ ସଂଘର ସଭାପତି ବିମ୍ବାଧର ବେହେରା, ଆଧ୍ୟାତ୍ମିକ ପ୍ରବଚକ ଞାନାନନ୍ଦ ବେହେରା, ସ୍ଥାନୀୟ କର୍ପୋରେଟର ସୁକୁମାର ସାହୁ, ପାହାଳ ବଜାର ବ୍ୟବସାୟୀ ସଂଘର ସଭାପତି ପଦ୍ମନାଭ ପଟ୍ଟନାୟକ,

ପୂର୍ବତନ ସରପଂଚ ବଂଶୀଧର ଭୋଳ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ ଯେ, ପାହାଳ ରସଗୋଲା କୁ ଜିଆଇ ଟ୍ୟାଗ ମିଳିଥିଲା ବେଳେ, ରସଗୋଲା ପ୍ରସ୍ତୁତି ହବ ପାଇଁ ସରକାର ଦେଢ଼ ଏକର ଜମି ଯୋଗାଇ ଦେଇଛନ୍ତି । ଏହି ହବ କିପରି କାର୍ଯ୍ୟ କାରି ହେବ ସେଥିପାଇଁ ସମସ୍ତଙ୍କର ସହଯୋଗ ରହିଲେ ଏହା ଆଗକୁ ଯାଇ ପାରିବ ବୋଲି ଅତିଥି ମାନେ କହିଥିଲେ । ରଥଯାତ୍ରା ଯେବେଠୁ ରସଗୋଲା ଦିବସ ସେବେଠୁ । ଏଣୁ ଏହି ରସଗୋଲା ପ୍ରସ୍ତୁତି କରୁଥିବା ବ୍ୟବସାୟୀଙ୍କ ସହିତ ରସଗୋଲା ପ୍ରସ୍ତୁତି ପାଇଁ ଛେନା ବ୍ୟବସାୟୀ,

ଚିନି ବ୍ୟବସାୟୀ, ଜାଳେଣି କାଠ ଦେଉଥିବା ବ୍ୟବସାୟୀଙ୍କ ପରିବାର ଗୁଜୁରାଣ ମୋଉଛନ୍ତି । ବର୍ତମାନ ଏନ୍ ଏଚ ଆଇ କତୃପକ୍ଷ ପାହାଳ ରସଗୋଲା ବ୍ୟବସାୟୀଙ୍କ ଦୋକାନ ସମ୍ମୁଖରେ ଲୁହା ବାଡ ଦେବାପାଇଁ ମସୁଧା କରୁଛନ୍ତି । ଏହା କରାଗଲେ ବହୁ ପରିବାର ଭୋକ ଉପବାସରେ ରହିବେ। ଏହା ଯେପରି କରାନଯିବ ସେନେଇ ପାହାଳ ରସଗୋଲା ବ୍ୟବସାୟୀ ବିଏମସି ମେୟର ଏନ୍ ଏଚ ଆଇ ଅଧିକାରୀଙ୍କ ସହବସି ଆଲୋଚନା କରିବା ପାଇଁ ଅତିଥି ମାନେ ପରାମର୍ଶ ଦେଇଥିଲେ ।

ଆୟୋଜିତ ବିଶ୍ୱ ରସଗୋଲା ଦିବସରେ ଜନ ସାଧାରଣଙ୍କୁ ଫ୍ରିରେ ରସଗୋଲା ଖାଇବାକୁ ଦିଆଯାଇଥିଲା । ଶେଷରେ ଭଜନ ପରିବେଷଣ କରାଯାଇଥିଲା । ଆୟୋଜିତ ଉତ୍ସବରେ ସଂଘର ସମ୍ପାଦକ ନିରଞ୍ଜନ ବେହେରା, ଶରତ କୁମାର ବେହେରା, ନବୀନ ସାହୁ, ଦୁଃଶାସନ ପ୍ରଧାନ ଙ୍କ ସମେତ ପାହାଳର ସମସ୍ତ ମିଠା ବ୍ୟବସାୟୀ ଭାଇମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version