• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭ଦଫା ଦାବୀ ରେ ଡ୍ରାଇଭର ସଂଘ ର ଆନ୍ଦୋଳନ ଦୁତୀୟ ଦିନ  

Proprietor Abhimanyu Maharana by Proprietor Abhimanyu Maharana
July 10, 2025
in ଓଡ଼ିଶା, ଗଜପତି, ହୋମ୍
0
୭ଦଫା ଦାବୀ ରେ ଡ୍ରାଇଭର ସଂଘ ର ଆନ୍ଦୋଳନ ଦୁତୀୟ ଦିନ  
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ୭ ଦଫା ଦାବି ନେଇ ମଙ୍ଗଳବାର ଠାରୁ ଆନ୍ଦୋଳନ କୁ ଓଲ୍ହାଇଛନ୍ତି ଓଡିଶା ଡ୍ରାଇଭର ମହାସଂଘ l ଏହି ଆନ୍ଦୋଳନ ଅବସରରେ ଗଜପତି ଜିଲ୍ଲା ମୋହନା, ଚନ୍ଦ୍ରଗିରି, ମହେନ୍ଦ୍ରଗଡ, ଛେଳିଗଡ, ରାମଗିରି ଓ ଆର,ଉଦୟଗିରି ଡ୍ରାଇଭର ସଂଘ ମଧ୍ୟ ଧର୍ମଘଟ ରେ ବସିଛନ୍ତି l ଡ୍ରାଇଭର ମାନେ ଧର୍ମଘଟ ସହ ଷ୍ଟିଅରିଙ୍ଗ ଛାଡ଼ ଆନ୍ଦୋଳନ ଯୋଗୁଁ ଗାଡି ଚଳାଚଳ ଦୁଇ ଦିନ ହେବ ପ୍ରଭାବିତ ହୋଇଛି l ଚକ ଅଖ ସମ୍ପୂର୍ଣ ବନ୍ଦ ରହିଥିବା ବେଳେ ସାଧାରଣ ଲୋକେ ଯାତାୟତ ରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି l

ସରକାର ଡ୍ରାଇଭର ମାନଙ୍କ ପାଇଁ ସ୍ୱତନ୍ତ୍ର ଆଇନ ଆଣିବା ସହ ଅଟୋ ଡ୍ରାଇଭର ଙ୍କୁ ଡ୍ରାଇଭର ର ମାନ୍ୟତା ପ୍ରଦାନ, ପ୍ରତି ୧୦୦ କିଲୋମିଟର ରେ ରାସ୍ତା କଡରେ ଶୌଚାଳୟ, ବିଶ୍ରାମଗାର ନିର୍ମାଣ, ବୃତ୍ତିଗତ ଡ୍ରାଇଭର ଙ୍କୁ ୬୦ ବର୍ଷ ପରେ ସ୍ୱତନ୍ତ୍ର ଭତ୍ତା ପ୍ରଦାନ, ସେପ୍ଟେମ୍ବର ୧ କୁ ସରକାରୀ ଭାବେ ଡ୍ରାଇଭର ଦିବସ ପାଳନ, ଓଡ଼ିଶାର ଖଣି ଖାଦାନ ଓ କାରଖାନା ଗୁଡିକରେ ଓଡିଶା ଡ୍ରାଇଭର ଙ୍କୁ ଅଗ୍ରାଧିକାର ଓ ଗାଡି କାଗଜପତ୍ର ଯାଞ୍ଚ କରିବା କ୍ଷମତା ପୁଲିସ ବିଭାଗ କୁ ଦିଆନଯିବା ଆଦି ୭ ଦଫା ଦାବି କରିଛନ୍ତି ଡ୍ରାଇଭର ସଂଘ l

ଏନେଇ ବାରମ୍ବାର ଆନ୍ଦୋଳନ କରାଯାଇଥିଲେ ମଧ୍ୟ ସରକାର ସେମାନଙ୍କ ଦାବି ପ୍ରତି ଗୁରୁତ୍ୱ ଦେଉନାହାନ୍ତି l ତେଣୁ ସେମାନେ ଦୁଇଦିନ ହେବ ଡ୍ରାଇଭର ମାନେ ଷ୍ଟିଅରିଙ୍ଗ ଛାଡ଼ ଆନ୍ଦୋଳନ ସହ ଧର୍ମଘଟ ରେ ବସିଛନ୍ତି ବୋଲି କହିବା ସହ ଯେତେଦିନ ପର୍ଯ୍ୟନ୍ତ ସରକାର ଦାବି ପୂରଣ କରିନାହାନ୍ତି ସେତେଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଡ୍ରାଇଭର ସଂଘ ସଦସ୍ୟ କହିଛନ୍ତି l ବିଭିନ୍ନ ଗ୍ରାମର ଡ୍ରାଇଭର ସଂଘ ସଭାପତି , ଉପ ସଭାପତି ଓ ସମ୍ପାଦକ ଙ୍କ ନେତୃତ୍ୱରେ ଧର୍ମଘଟ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version