• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫୁଲବାଣୀ ବନଖଣ୍ଡ ଠାରେ ୭୬ତମ ବନ ମହୋତ୍ସବପାଳିତ। ଅଶୋକ ପରିଡାଙ୍କୁ ପ୍ରକୃତି ବନ୍ଧୁ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
July 10, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଫୁଲବାଣୀ ବନଖଣ୍ଡ ଠାରେ ୭୬ତମ ବନ ମହୋତ୍ସବପାଳିତ। ଅଶୋକ ପରିଡାଙ୍କୁ ପ୍ରକୃତି ବନ୍ଧୁ ପ୍ରଦାନ
Share on FacebookShare on TwitterWhatsapp

ଫୁଲବାଣୀ (ଓଡ଼ିଶା ତାଜା ନ୍ୟୁଜ୍)  :- ଜିଲାସ୍ତରୀୟ ୭୬ତମ ବନ ମହୋତ୍ସବ ଉପଲକ୍ଷେ ଫୁଲବାଣୀ ବନଖଣ୍ଡ ସମ୍ମିଳନୀ କକ୍ଷରେ ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରତାପ କୋଟପାଲୀଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଜଙ୍ଗଲ ସୁରକ୍ଷା ,ବୃକ୍ଷ ରୋପଣ, ବୃକ୍ଷକୁ ବଞ୍ଚାଇବା, ପରିବେଶ ସୁରକ୍ଷା,ଜୈବ ବିବିଧତା ରକ୍ଷା କରିବା, ଜଳ ପରିଚାଳନା,ଉତ୍ତାପ ବୃଦ୍ଧି ଇତ୍ୟାଦି ଉପରେ ଆଲୋଚନା ହୋଇଥିଲା ।

ଏହି ଅବସରରେ କନ୍ଧମାଳ ଜିଲାର ସାମାଜିକ କର୍ମୀ ଅଶୋକ ପରିଡାଙ୍କୁ ଅତିଥି ମାନେ ମଞ୍ଚରେ ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ବର୍ଦ୍ଧିତ କରିଥିଲେ।ଅଶୋକ ପରିଡା ୧୯୯୨ମସିହାରୁ ଜିଲା ପରିବେଶ ସମିତି ଆନୂକୁଲ୍ୟରେ ଅବିଭକ୍ତ ବୌଦ୍ଧ ଫୁଲବାଣୀ ଜିଲାରେ ଜଙ୍ଗଲ ସୁରକ୍ଷା ଓ ପରିବେଶ ସୁରକ୍ଷା ସଚେତନତା ବୃକ୍ଷରୋପଣ କାର୍ଯ୍ୟକ୍ରମ କରିଆସୁଛନ୍ତି।ପୂର୍ବରୁ ଫୁଲବାଣୀରେ ପରିମଳ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ କରି ଉଦ୍ଭିଦ ମିତ୍ର ଓ ପୌର ପରିଷଦ ପକ୍ଷରୁ ଶ୍ରେଷ୍ଠ ପରିମଳ ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି ।

ଜିଲା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କୁ ପ୍ରାକୃତିକ ସମ୍ପଦର ପରିଚାଳନା ପାଇଁ ଜଳ ଜମି ଜଙ୍ଗଲ, ଜୀବଜନ୍ତୁ ଓ ଜନର ସୁପରିଚାଳନା ଉପରେ ୧୯୯୬-୯୭ମସିହାରୁ ତାଲିମ ପ୍ରଦାନ କରିଆସୁଛନ୍ତି । ୨୦୨୩ରେ ପ୍ରେରଣା ଇଣ୍ଟରନେସନାଲ ପକ୍ଷରୁ ଗ୍ରୀନ ଆର୍ମି କମାଣ୍ଡାଣ୍ଟ ଆୱାଡରେ ସମ୍ମାନିତ କରାଯାଥିଲା । ଗୁଦାରୀ ଓ ରାଶିମେଣ୍ଡି ଠାରେ ବୃକ୍ଷ ରୋପଣ କରି ୧୯୯୩ ମସିହାରେ ‘ମାନୀ’ ସ୍ୱଛାସେବୀ ଅନୁଷ୍ଠାନ ପକ୍ଷରୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଥିଲା ।

୭୬ତମ ବନ ମହୋତ୍ସବ ପାଳନ ଅବସରରେ ସକାଳୁ କେନ୍ଦ୍ରୀୟ ବିଦ୍ୟାଳୟ ପାର୍କ ନିକଟରେ ବୃକ୍ଷ ରୋପଣ କରାଯାଇଥିଲା।ଏହି ଆଲୋଚନା ରେ ବୌଦ୍ଧ ଜଙ୍ଗଲ ବିଭାଗ କର୍ପୋରେସନର ସାଧାରଣ ପରିଚାଳକ ପ୍ରଭାକର ନାୟକ,ଜି ଉଦୟଗିରି ଫରେଷ୍ଟ ତାଲିମ କଲେଜର ଅଧ୍ୟକ୍ଷ ଦିବାକର ବେହେରା ବାଲିଗୁଡା ଏସିଏଫ ସୂର୍ଯ୍ୟକାନ୍ତ ବେହେରା, ଜି ଉଦୟଗିରି ଏସିଏଫ କାଜଲ ନାୟକ ,ଫୁଲବାଣୀ ବନଖଣ୍ଡର ସ୍ୱଛାସେବୀ ପାଟନର ପାହାଡର ନିର୍ଦ୍ଦେଶକ ପଞ୍ଚାନନ ମିଶ୍ର ପ୍ରମୁଖ ଯୋଗଦେଇ ବନ ମହୋତ୍ସବ ଓ ଜଙ୍ଗଲ ସୁରକ୍ଷା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।

ଏହି ଅବସରରେ ବାଲିଗୁଡା କଲେଜର ଅଧ୍ୟାପକ ବିଭୁତି ଭୂଷଣ ଆଚାର୍ଯ୍ୟଙ୍କ ସମେତ ବିଭିନ୍ନ ବ୍ଲକର ଆଠ ଜଣଙ୍କୁ ପ୍ରକୃତି ବନ୍ଧୁ ଓ ସୁଡ୍ରୁକୁମ୍ପା ନୂଆସାହି ବନ ସଂରକ୍ଷଣ ସମିତିକୁ ବିଜୁ ପଟନାୟକ ବନ ପୁରସ୍କାର ପ୍ରଦାନ କରାଯାଇଥିଲା । ଫୁଲବାଣୀ ବନଖଣ୍ଡର ସମସ୍ତ ବନପାଳ ଓ ଫରେଷ୍ଟର ମାନେ ଯୋଗଦାନ କରିଥିବା ବେଳେ ଫୁଲବାଣୀ ଏସିଏଫ ଶ୍ୱେତଲିନା ସାହୁ ସଂଯୋଜନା କରିଥିଲେ । ବହୁ ଛାତ୍ରଛାତ୍ରୀ ଓ ବନସଂରକ୍ଷଣ ସମିତି ସଦସ୍ୟ ପାହାଡର କର୍ମକର୍ତ୍ତା,ପ୍ରଦାନ ପ୍ରତିନିଧି ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

ସେଂଟର ଫର୍ ସାଇଟ ପକ୍ଷରୁ ଭୁବନେଶ୍ୱରରେ ଆଡ୍‌ଭାନ୍ସଡ ପେଡିଆଟ୍ରିକ ଅପ୍‌ଥାଲମୋଲୋଜି ସେବାର ଶୁଭାରମ୍ଭ

May 7, 2026
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version