• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଡାକ୍ତରଙ୍କ ଘରୁ ଲୁଟ : ଭିଜିଲାନ୍ସ ଅଧୂକାରୀ କହି – ସର୍ବସ୍ବ ଲୁଟିନେଲେ ଦୁର୍ବୁତ୍ତ

Proprietor Abhimanyu Maharana by Proprietor Abhimanyu Maharana
July 13, 2025
in ଅପରାଧ, ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ଡାକ୍ତରଙ୍କ ଘରୁ ଲୁଟ : ଭିଜିଲାନ୍ସ ଅଧୂକାରୀ କହି – ସର୍ବସ୍ବ ଲୁଟିନେଲେ ଦୁର୍ବୁତ୍ତ
Share on FacebookShare on TwitterWhatsapp

କେନ୍ଦ୍ରାପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ଡେରାବିଶ ଥାନା ଅଞ୍ଚଳରେ ଜଣେ ଡାକ୍ତରଙ୍କ ଘରୁ ଲୁଟ୍‌ପାଟ୍ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି | ପାଖାପାଖ ୬ ଜଣ ଦୁର୍ବତ୍ତ ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ ଦିନ ଦିପହରରେ ଏହି ଘଟଣା ଘଟାଇଛନ୍ତି। ଲୁଟ୍‌ର ଶିକାର ଡାକ୍ତରଜଣଙ୍କ ହେଲେ, ଚାଟରାଚକଡ଼ା ପଞ୍ଚାୟତ ଅନ୍ତର୍ଗତ ଓଲଢ଼ି ଗାଁର ମହମ୍ମଦ ଜଲିଲ୍ ଅହମ୍ମଦ ଖାଁ | ଦୁର୍ବୃତ୍ତମାନେ ତାଙ୍କ ଘରୁ ୩୦ ଭରିରୁ ଊର୍ଦ୍ଧ୍ବ ସୁନା ଅଳଙ୍କାର, ନଗଦ ୩ ଲକ୍ଷ ଟଙ୍କା ଓ ତିନୋଟି ମୋବାଇଲ ଲୁଟି ନେଇଛନ୍ତି I ଡେରାବିଶ ପୁଲିସ୍ ମାମଲା ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ସୂଚନା ମୁତାବକ, ଆଜି ଅପରାହ୍ଣ ପାଖାପାଖୂ ୨ଟାରେ ୩ଟି ବାଇକ୍‌ରେ ୬ଜଣ ଲୋକ ଡାକ୍ତର ଖାଁଙ୍କ ଘର ପାଖରେ ପହଞ୍ଚିଥିଲେ | ଦୁଇଜଣ ଘର ବାହାରେ ରହିଥ‌ିବା ବେଳେ ଅନ୍ୟ ଚାରିଜଣ ଘର ଭିତରକୁ ପଶିଥିଲେ। ସେମାନେ ନିଜକୁ ଭିଜିଲାନ୍ସ ଅଧିକାରୀ ଓ ଭୁବନେଶ୍ବରରୁ ଆସିଥିବା କହି ଚଢ଼ଉ କରିବାର ବାହାନା କରିଥିଲେ | ଜଲିଲ୍ ଖାଁ ସେମାନଙ୍କ ପରିଚୟପତ୍ର ଓ ଚଢ଼ଉ ଜନିତ କାଗଜପତ୍ର ଦେଖାଇବା ପାଇଁ କହିବାରୁ ସେମାନେ ଓଲଟି ଧର୍ମକଚମକ ଦେଇଥିଲେ। ଅଯଥାରେ ପ୍ରଶ୍ନ ନ‌କରି ସହଯୋଗ କର ବୋଲି ଧମକାଇଥିଲେ। ପରେ ସେମାନେ ଘରର ସମସ୍ତ ବ୍ୟକ୍ତିଙ୍କ ପାଖରୁ ସେମାନଙ୍କ ମୋବାଇଲ ନେଇଯାଇ ସେମାନଙ୍କୁ ଅଟକ ରଖିଥିଲେ । ପରେ ଘରେ ଲାଗିଥିବା ସମସ୍ତ ସିସିଟିଭି ସଂଯୋଗକୁ କାଟି ଦେଇଥିଲେ |

ଜଲିଲ ଖାଁ ଓ ତାଙ୍କ ପରିବାର ରହୁଥ‌ିବା ପ୍ରତ୍ୟେକ ରୁମ୍‌କୁ ଯାଇ ସେଠାରେ ଥିବା ଆଲମିରା ଚାବି ଓ ଲକର୍ ଚାବି ମାଗିଥିଲେ । ପ୍ରତ୍ୟେକ ଘରର ଆଲମିରା ଓ ଲକର ଖୋଲି ସମସ୍ତ ସୁନା ଅଳଙ୍କାର ଓ ଟଙ୍କା ଇତ୍ୟାଦି ବାହାର କରି ସେଗୁଡ଼ିକ ହିସାବ କରିବା ପାଇଁ ଗୋଟିଏ ସ୍ଥାନରେ ରଖୁଥିଲେ। ଇତିମଧ୍ଯରେ ଜଲିଲ ଖାଁ ଠକାମିର ଶିକାର ହେଉଥିବା ସନ୍ଦେହ କରି ବାରମ୍ବାର ସେମାନଙ୍କୁ ପ୍ରଶ୍ନ କରିବାରୁ ସେମାନେ ବିରକ୍ତିଭାବ ପ୍ରକାଶ କରିବା ସହିତ ଜଲିଲ ଖାଁ ,

ତାଙ୍କ ସ୍ତ୍ରୀ ମଲିକା ଫିରୋଜ଼ , ପୁଅ ଓ ଭାଇଙ୍କୁ ଗୋଟିଏ କୋଠରିରେ ବନ୍ଦ କରିଦେଇ ବାହାରୁ କବାଟ ବନ୍ଦ କରିଦେଇଥିଲେ | ପରେ ସେମାନେ ଘରର ସମସ୍ତ ସୁନା ଅଳଙ୍କାର ଓ ନଗଦ ଟଙ୍କା ଲୁଟିନେଇ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଡାକ ପକାଇବାରୁ ଜଲିଲ ଖାଁ ଙ୍କ ପଡ଼ୋଶୀ, ପୁତୁରା ଆସି ସେମାନଙ୍କୁ କବାଟ ଖୋଲି ପଦାକୁ ବାହାର କରିଥିଲେ । ତେବେ ଦୁର୍ବୃତ୍ତମାନେ ପାଖାପାଖି ଦେଢ଼ ଘଣ୍ଟା ଧରି ଜଲିଲ ଖାଁ ଙ୍କ ଘରୁ ଲୁଟପାଟ୍ କରି ଏନଏଚ ରୋଡ ଆଡକୁ ଫେରାର୍ ହୋଇଯାଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version