• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 16, 2025
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲା ସ୍ତରୀୟ ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :-  ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଜିଲ୍ଲା ସ୍ତରୀୟ ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ ଆଜି ପୂର୍ବାହ୍ନରେ ସ୍ବତନ୍ତ୍ର ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା ତଥା ସମସ୍ତଙ୍କୁ ସ୍ବାଗତ କରି ଜିଲ୍ଲାପାଳ ଚଞ୍ଚଳ ରାଣା ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆଇନ ରେ ରହିଥିବା ବ୍ୟବସ୍ଥା ଆଧାର ରେ ସେମାନଙ୍କୁ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।

ସେମାନଙ୍କ ପ୍ରତି ନିର୍ଯ୍ୟାତନା କ୍ଷେତ୍ରରେ ସହାୟତା, ଇଣ୍ଟର କାଷ୍ଟ ବିବାହ କ୍ଷେତ୍ରରେ ସହାୟତା ଇତ୍ୟାଦି ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଅନେକ ସମୟରେ ମାମଲା ଗୁଡିକ ର ସତ୍ୟତା ଉପରେ, ଜାତି ଗତ ପ୍ରମାଣ ପତ୍ର ସମ୍ପର୍କରେ ମଧ୍ୟ ପ୍ରଶ୍ନ ଉଠିଥାଏ।ତେଣୁ ଯୁଗ୍ମ ତଦନ୍ତ ସମୟରେ ସଠିକ ଭାବେ ଏହାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଓ ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ବ୍ୟାପକ ସଚେତନତା ମାଧ୍ୟମରେ ହିତାଧିକାରୀଙ୍କୁ ଅବଗତ କରାଇବା,

ମାମଲା ଗୁଡିକ ର ସଠିକ ଅନୁଧ୍ୟାନ କରିବା, ସାହାଯ୍ୟ କରୁଥିବା ନାମରେ ଫାଇଦା ନେବାକୁ ଚାହୁଁ ଥିବା କିଛି ବ୍ୟକ୍ତି ଙ୍କ ସମ୍ପର୍କରେ ତଦନ୍ତ ସହ ସତ୍ୟ ପ୍ରମାଣିତ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସମ୍ପର୍କରେ ଆଲୋକପାତ କରିଥିଲେ।କ୍ଷତିଗ୍ରସ୍ତ ବ୍ୟକ୍ତି ଙ୍କୁ ଆର୍ଥିକ ସହାୟତା କ୍ଷେତ୍ରରେ ପୂର୍ବରୁ ଅଫ ଲାଇନରେ ଆବେଦନ କରିବାକୁ ପଡୁଥିଲା ବେଳେ ୧୨ ୧୦ ୨୦୨୨ ତାରିଖ ଠାରୁ ଅନଲାଇନ ସାକାର ପୋର୍ଟାଲରେ ଆବେଦନ ଗ୍ରହଣ କରାଯାଉଛି।ଏହି ବ୍ୟବସ୍ଥା ରେ ୨୦୨୩ ରେ ୪୪ ଗୋଟି,୨୦୨୪ରେ ୩୬ ଗୋଟି ଓ ୨୦୨୫ର ଜୁଲାଇ ୧୧ ପର୍ଯ୍ୟନ୍ତ ଗୋଟିଏ ଏହିଭଳି ୮୧ଟି ମାମଲାରେ ୧୦୬ ଜଣଙ୍କୁ ୧,୧୮,୬୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରା ଯାଇଛି।

୮୩୪ ଟି ମାମଲା ମଧ୍ୟରୁ ଯୁଗ୍ମ ତଦନ୍ତ ମାଧ୍ୟମରେ ୭୧୮ ର ତଦନ୍ତ ଶେଷ ହୋଇ ଥିବା ବେଳେ ୧୧୬ ଟି ବକେୟା ରହିଛି।ଇଣ୍ଟର କାଷ୍ଟ ବିବାହ କ୍ଷେତ୍ରରେ ୨୦୨୩-୨୪ ଠାରୁ ଚଳିତ ବର୍ଷ ଜୁଲାଇ ୧୧ ପର୍ଯ୍ୟନ୍ତ ୩୪୧ ଜଣ ଦମ୍ପତି ଉପକୃତ ହୋଇ ୮,୧୯,୫୦,୦୦୦ ଟଙ୍କା ପ୍ରାପ୍ତ ହୋଇଛନ୍ତି।ଏହି ଅର୍ଥ ସେମାନଙ୍କ ଆକାଉଣ୍ଟ କୁ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଛି।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ ପି ସଚିନ ପଟେଲ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, କମିଟି ର ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି କାର୍ଯ୍ୟ ସୂଚୀ ଅନୁସାରେ ତଥ୍ୟ ପ୍ରଦାନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version