• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା : ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
July 19, 2025
in Uncategorized
0
ଗର୍ଭବତୀଙ୍କ ମୃତ୍ୟୁ ଘଟଣା : ତଦନ୍ତ ଆରମ୍ଭ କଲେ ଦାରିଙ୍ଗବାଡି ସିଡିପିଓ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍)  :-  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା l ଏହି ଟୀକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡି ବିଇଓ କାର୍ଯ୍ୟାଳୟରୁ ଏବିଇଓ ଗୋକୁଳାନନ୍ଦ ନାୟକ, ବନମାଳୀ ମାଝୀ ଏବଂ କିରିକୁଟି ସିଆରସିସି ରାକେଶ କୁମାର ସାହୁ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁନାମା ପ୍ରଧାନଙ୍କୁ ପଚରାଉଚରା କରିଛନ୍ତି ।ସୂଚନାଯୋଗ୍ୟ ଯେ, ବୁଧବାର ଡିପିଟି ଏବଂ ଟିଟି ଟୀକାକରଣ କରାଯାଇଥିଲା।

ତେବେ ଉକ୍ତ ବିଦ୍ୟାଳୟର ୬ ଛାତ୍ରଛାତ୍ରୀ ଶୁକ୍ରବାର ମଧ୍ୟାହ୍ନରେ ବିଦ୍ୟାଳୟରେ ପାଠ ପଢ଼ୁଥିବା ସମୟରେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। କାହାର ଛାତି ବ୍ୟଥା ତ ଆଉ କାହାର ମୁଣ୍ଡ ପିଠି ଦେହ ବ୍ୟଥା ଏବଂ ଜ୍ୱର, ଥଣ୍ଡା ଆଦି ଦେଖିବାକୁ ମିଳିଥିଲା। ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ନିକଟରେ ଥିବା ଅଙ୍ଗନାୱାଡି କର୍ମୀ ଲତିକା ପ୍ରଧାନ ଓ ଅଭିଭାବକ ମାନଙ୍କୁ ନେଇ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଥିଲେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଯାଇଥିଲା l

ତେବେ ଏହାର ତଦନ୍ତ ବେଳେ ୨ ଅଧିକାରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ କହିଥିଲେ ଯେ, ତାଙ୍କୁ ମିଶାଇ ଦୁଇଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛୁ। ସେ ଜଣେ ବିଦ୍ୟାଳୟରେ ଉପସ୍ଥିତ ଥିବା ବେଳେ ଆନ୍ୟଜଣେ ଛୁଟିରେ ଯାଇଥିବା ଅଧିକାରୀଙ୍କୁ ସେ ଅବଗତ କରାଇଥିଲେ ତେବେ ଅଧିକାରୀମାନେ କାଗଜପତ୍ର ଯାଞ୍ଚ କରିବା ବେଳେ ଛୁଟିରେ ଯାଇଥିବା ସହକାରୀ ଶିକ୍ଷକଙ୍କ ଛୁଟି ଦରଖାସ୍ତରେ ପ୍ରଧାନ ଶିକ୍ଷୟତ୍ରୀ କୌଣସି ଅନୁମୋଦନ ଦସ୍ତଖତ ନ ଥିବାରୁ ଅଧିକାରୀ ମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ତଦନ୍ତ ଅବ୍ୟାହତ ରଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version