ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ଓଡିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ବକୃତା ପ୍ରତିଯୋଗିତା ରେ ନୟାଗଡ଼ ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ବକୃତା ପ୍ରତିଯୋଗିତାରେ ଭାଗନେଇଥିଲେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱବିଜିତା ମହାନ୍ତି ସମସ୍ତ ଜିଲ୍ଲାରୁ ପ୍ରଥମ ସ୍ଥାନର ପ୍ରତିନିଧି ମାନଙ୍କୁ ପଛରେ ପକାଇ ବକୃତା ବିଜେତା ବିଶ୍ୱବିଜିତା l















