• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୪ ଘଣ୍ଟା ପରେ ବି ପୋଲିସ ହାତ ଖାଲି : ବଳଙ୍ଗା ଥାନା ଘେରିଲା ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
July 21, 2025
in ଓଡ଼ିଶା, ପୁରୀ, ହୋମ୍
0
୨୪ ଘଣ୍ଟା ପରେ ବି ପୋଲିସ ହାତ ଖାଲି : ବଳଙ୍ଗା ଥାନା ଘେରିଲା ବିଜେଡି
Share on FacebookShare on TwitterWhatsapp

ବଳଙ୍ଗା  (ଓଡ଼ିଶା ତାଜା ନ୍ୟୁଜ୍)  :- ବଳଙ୍ଗା ବାୟାବର ଗ୍ରାମର ନାବାଳିକା ପୋଡି ଘଟଣାକୁ ୨୪ ଘଣ୍ଟା ବିତିଥିଲେ ବି ପୋଲିସ ହାତ ଖାଲି । ତଦନ୍ତ କେବଳ ଘଟଣାସ୍ଥଳରୁ କିଛି ଦସ୍ତାବିଜ ସଂଗହରେ ସିମିତ ରହିଥିବାରୁ, ପୋଲିସର ନିଷ୍କ୍ରିୟତାକୁ ନେଇ ବିଜେଡି ରବିବାର ବଳଙ୍ଗା ଥାନା ଘେରିଛି । ବିଜେଡି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ଓ କୁଶପୁତ୍ତଳିକା ଦାହ କଲା । ବି ଜେ ଡି ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟ ଙ୍କ ନେତୃତ୍ବରେ ଏକ ହଜାରରୁ ଉର୍ଦ୍ଧ୍ବ ବିଜେଡି କର୍ମୀମାନେ ବଳଙ୍ଗା ବଜାର ନାରାବାଜୀ କରିଥିଲେ ।

ରାଜ୍ଯରେ ଅପାରଗ ବିଜେପି ସରକାର ଯୋଗୁଁ ଗତ ଏକ ବର୍ଷ ମଧ୍ଯରେ ୩ ହଜାରରୁ ଉର୍ଦ୍ଧୁ ମହିଳା ନିର୍ଯ୍ୟାତନା ଓ ଦୁଷ୍କର୍ମର ଶୀକାର ହୋଇଛନ୍ତି ବୋଲି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଗଣମାଧ୍ୟମକୁ କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଇସ୍ତଫା ଦାବୀରେ କମ୍ପିଥିଲା ବଳଙ୍ଗା ବଜାରରୁ ଥାନା ରାସ୍ତା ।

ଏହି ନିର୍ବାଚନ ମଣ୍ଡଳୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଙ୍କ ନିର୍ବାଚନ ମଣ୍ଡଳୀ ହୋଇଥିବାରୁ ସେ ତୁରନ୍ତ ଇସ୍ତଫା ଦେଇଦେବା ଉଚିତ୍ ବୋଲି ବିଜେଡି ନେତା ପ୍ରଦୀପ ମାଝି ଦାବୀ କରିଛନ୍ତି । ଥାନା ଆଗରେ ଉପମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଜାଳିଥିଲା ବିଜେଡି । ୪୮ ଘଣ୍ଟା ମଧ୍ଯରେ ଯଦି ଅଭିଯୁକ୍ତ ମାନଙ୍କୁ ନ ଧରାଯାଏ ତେବେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି ବୋଲି ଜିଲା ସଭାପତି ଉମାକାନ୍ତ ସାମନ୍ତରା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version