• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
July 22, 2025
in ଓଡ଼ିଶା, ବରଗଡ଼, ହୋମ୍
0
ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

ବରଗଡ (ଓଡ଼ିଶା ତାଜା ନ୍ୟୁଜ୍) :- କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ ଝାରସୁଗୁଡ଼ା ଏୟାରପୋର୍ଟର ସମ୍ପ୍ରସାରଣ ପାଇଁ ଦାବି କରିଛନ୍ତି ବରଗଡ଼ ସାଂସଦ । କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଭେଟି ପଶ୍ଚିମ ଓଡ଼ିଶା ହିତରେ ଏହି ଦୁଇ ବଡ଼ ଦାବି ରଖିଛନ୍ତି ପ୍ରଦୀପ ପୁରୋହିତ । ପୂର୍ବରୁ ଚଳିତବର୍ଷ ଏପ୍ରିଲ ୨ ତାରିଖରେ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଏହି ସମାନ ଦାବି ରଖିଥିଲେ ।

ଦୃଢ଼ ସାମାଜିକ ଓ ଅର୍ଥନୈତିକ ଏବଂ ଜରୁରୀକାଳୀନ ଆବଶ୍ୟକତା ଥିବା ପୂର୍ବରୁ ସୂଚାଇଥିଲେ ମଧ୍ୟ ଉପରୋକ୍ତ ବିଷୟ ଉପରେ ଚୂଡାନ୍ତ ପ୍ରତିକ୍ରିୟା କିମ୍ବା କାର୍ଯ୍ୟ ସମ୍ବନ୍ଧୀୟ କୌଣସି ଅପଡେଟ୍ ବିଭାଗ ତରଫରୁ ମିଳିନାହିଁ ବୋଲି କହିଛନ୍ତି ବରଗଡ଼ ସାଂସଦ । ନୃସିଂହନାଥ ରହିଛି ସତୀଭଟା ଏୟାରଷ୍ଟ୍ରିପ୍ । ଆଂଚଳିକ ବିମାନ ଗମନାଗମନ ସହ ଆଂଚଳିକ ପର୍ଯ୍ୟଟନ କ୍ଷେତ୍ର ଓ ଅର୍ଥନେତିକ ଅଭିବୃଦ୍ଧିରେ ଏହା ବେଶ ଗୁରୁତ୍ୱ ବହନ କରେ ଏହି ଅଂଚଳ ।

ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରାଗଲେ ବରଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ଏହା ପ୍ରବେଶ ଦ୍ୱାର ହେବ ବୋଲି କହିଛନ୍ତି ବରଗଡ଼ ସାଂସଦ । ସେହିଭଳି ପଶ୍ଚିମ ଓଡ଼ିଶାରେ ଝାରସୁଗୁଡ଼ା ବିମାନବନ୍ଦର ପ୍ରମୁଖ ବିମାନ ଚଳାଚଳ କେନ୍ଦ୍ର ଭାବେ ରହିଛି । ହେଲେ ସକାଳ ଓ ସଂଧ୍ୟା ସମୟରେ ଭୁବନେଶ୍ୱର କିମ୍ବା ଦିଲ୍ଲୀ ଯିବା ପାଇଁ କୌଣସି ବ୍ୟବସ୍ଥା ବା ସୁବିଧା ନାହିଁ । ଯାହାଦ୍ୱାରା ଅନେକ ସଂଖ୍ୟାରେ ବ୍ୟବସାୟୀ, ପ୍ରଶାସନିକ ପରିଚାଳକ ଓ ଜରୁରୀ ମେଡ଼ିକାଲ ସେବାରୁ ବଂଚିତ ହେଉଛନ୍ତି । ଏହି ଅଂଚଳର ଲୋକସଂଖ୍ୟା ବୃଦ୍ଧି ଓ ଶିଳ୍ପାଂଚଳକୁ ନଜରରେ ରଖି ମୁମ୍ବାଇ, ବେଙ୍ଗାଲୁରୁ, ଚେନ୍ନାଇ, ବିଶାଖାପାଟଣା, ହାଇଦ୍ରାବାଦ୍ ଓ କୋଲକାତା ଭଳି ମେଟ୍ରୋ ସ୍ଥାନକୁ ପ୍ରତିଦିନ ବିମାନ ଚଳାଚଳ ପାଇଁ ଦାବି ରଖିଛନ୍ତି ଶ୍ରୀ ପ୍ରଦୀପ ପୁରୋହିତ । ଏସବୁ ଦିଗରେ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଖୁବଶୀଘ୍ର ଏ ଦିଗରେ ତ୍ୱରୀତ ପଦକ୍ଷେପ ନେବାକୁ ବେସାମରିକ ମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ବରଗଡ଼ ସାଂସଦ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version