• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’

Proprietor Abhimanyu Maharana by Proprietor Abhimanyu Maharana
July 24, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’
Share on FacebookShare on TwitterWhatsapp

ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ ଆଶୀର୍ବାଦ ଶୁଦ୍ଧ ଚକ୍କି ଅଟ୍ଟାରୁ ପ୍ରସ୍ତୁତ ଏବଂ ଡିଜିଟାଲ ପଦ୍ଧତିରେ ୩୦,୦୦୦ରୁ ଅଧିକ ପ୍ରସାଦ ଯୋଗାଣ କରିଥିଲା, ଏକ ଗଭୀର ଆଧ୍ୟାତ୍ମିକ ଯାତ୍ରା ଭାବଧାରା ସୃଷ୍ଟି ନିମନ୍ତେ ସକ୍ରିୟକରଣରେ ସର୍ବାଧୁନିକ ପ୍ରଯୁକ୍ତି ସହିତ ବିଧି ବିଧାନଗୁଡିକର ସମ୍ମିଶ୍ରଣ ଘଟାଇଥିଲା

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କର ପବିତ୍ର ରଥଗୁଡିକ ପୁରୀ ବଡଦାଣ୍ଡରେ ଐତିହ୍ୟସମ୍ପନ୍ନ ରଥଯାତ୍ରା ସମୟରେ ଭାରତର ୧ ନମ୍ବର ପ୍ୟାକେଜ୍‌ଡ ଅଟ୍ଟା ବ୍ରାଣ୍ଡ୍‌ ଆଶୀର୍ବାଦ ଭକ୍ତଗଣଙ୍କ ନିମନ୍ତେ ତାହାର ନବୋନ୍ମେଷୀ ଅଭିଯାନ ‘ଭକ୍ତି ପଥେ’ (ଭକ୍ତିର ମାର୍ଗ) ଜରିଆରେ ଏକ ରୂପାନ୍ତରଣକାରୀ ଆଧ୍ୟାତ୍ମିକ ଅନୁଭୂତି ଆଣିଦେଇଥିଲା । ଜୁନ୍‌ ୨୭ରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ନବଦିନ ବ୍ୟାପୀ ଅନୁଷ୍ଠିତ ଏହି ଯାତ୍ରାରେ ବାସ୍ତବ କ୍ଷେତ୍ରସ୍ତରରେ ସକ୍ରିୟକରଣ ଅନ୍ୟତମ ସର୍ବାଧିକ ନିୟୋଜନକାରୀ ବିଷୟବସ୍ତୁ ହୋଇଥିଲା,

ଯାହା ୧ ଲକ୍ଷରୁ ଅଧିକ ଭକ୍ତଙ୍କୁ ଆକୃଷ୍ଟ କରିଥିଲା ଏବଂ ସେମାନେ ନିଜକୁ ଏକ ମର୍ମସ୍ପର୍ଶୀ, ପ୍ରଯୁକ୍ତି ପରିଚାଳିତ ଆଧ୍ୟାତ୍ମିକ ଯାତ୍ରାରେ ତଲ୍ଲୀନ କରାଇଥିଲେ । ଏହି ଧରଣର ପ୍ରଥମ ପ୍ରୟାସ ଭାବରେ ଆଶୀର୍ବାଦର ‘ଭକ୍ତି ପଥେ’ ରଥ ଯାତ୍ରାର ସାଂସ୍କୃତିକ ପବିତ୍ରତା ସହିତ ସର୍ବାଧୁନିକ ସମୟର ଡିଜିଟାଲ ନବସୃଜନର ସମ୍ମିଶ୍ରଣ ଘଟାଇ ଆଧ୍ୟାତ୍ମିକ ନିୟୋଜନତାର ପୁନଃପରିକଳ୍ପନା କରିଥିଲା ।

ଆଶୀର୍ବାଦ ଶୁଦ୍ଧ ଚକ୍କି ଅଟ୍ଟାକୁ ବ୍ୟବହାର କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିମନ୍ତେ ଭର୍ଚୁଆଲ ପଦ୍ଧତିରେ ପ୍ରସ୍ତୁତ ପ୍ରସାଦକୁ ନେଇ ଭକ୍ତମାନଙ୍କ ସହିତ ଏକ ଆନ୍ତଃ କ୍ରିୟାଶୀଳ ଡିଜିଟାଲ ଜୋନ୍‌ରୁ ଏହି ଯାତ୍ରା ଆରମ୍ଭ ହୋଇଥିଳା । ଏହି ଭକ୍ତିଭାବ ପୂର୍ଣ୍ଣ କାର୍ଯ୍ୟ ସହିତ ବ୍ୟକ୍ତିଆଧାରିତ ଏକ ଏଆଇ-ସୃଷ୍ଟ ରଥ ଯାତ୍ରା ଅଭିନନ୍ଦନ ଆୟୋଜନ କରାଯାଇଥିଲା ଯାହା ଦର୍ଶକମାନଙ୍କୁ ସେମାନଙ୍କ ଆଧ୍ୟାତ୍ମିକ ମୁହୂର୍ତ୍ତଗୁଡିକର କିଛି ଅଂଶ ନିଜ ଘରକୁ ନେଇଯିବାକୁ ସୁଯୋଗ ପ୍ରଦାନ କରିଥିଲା । ୩୦,୦୦୦ରୁ ଅଧିକ ଡିଜିଟାଲ ପ୍ରସାଦ ଯୋଗାଣ ସୃଷ୍ଟି କରାଯାଇଥିଲା ଯାହା ଏହି ପାର୍ବଣକୁ ଉଭୟ ଅନ୍ତରଙ୍ଗ ଏବଂ ସହଭାଗୀତାପୂର୍ଣ୍ଣ କରି ଗଢିତୋଳିଥିଲା ।

ଏକ ବିଶାଳ ଏଲଇଡି ପରଦା ନାଟକୀୟ ଭାବରେ ବିଭାଜିତ ହୋଇ ଖୋଲିବା ସମୟରେ ମହାପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ସେମାନଙ୍କ ନୈସର୍ଗିକ ରଥଗୁଡିକରେ ଉପବେଶନ କରିଥିବା ଦେଖିବାକୁ ମିଳିବା ସହିତ ଭକ୍ତଗଣଙ୍କ ନିମନ୍ତେ ହଲୋଗ୍ରାଫିକ ଦର୍ଶନ ଭକ୍ତଗଣଙ୍କୁ ଆଧ୍ୟାତ୍ମିକ ଅନୁଭୂତି ଆଣିଦେଇଥିଲା । ଉପସ୍ଥିତ ଭକ୍ତଗଣ ‘ଜୟ ଜଗନ୍ନାଥ’ ଧ୍ୱନିରେ ଉକ୍ତ ସ୍ଥାନକୁ ପ୍ରକମ୍ପିତ କରୁଥିବାବେଳେ ଉକ୍ତ ମୁହୂର୍ତ୍ତ ଏକ ସାମୂହିକ ଭକ୍ତିଭାବନା ଜାଗ୍ରତ କରିଥିଲା । ଏହା ପରମ୍ପରାକୁ ସମ୍ମାନ ପ୍ରଦର୍ଶନ ସମୟରେ ହୃଦୟକୁ ସ୍ପର୍ଶ କରିବା ଦିଗରେ ସକ୍ରିୟକରଣର ସାମର୍ଥ୍ୟର ଏକ ଶକ୍ତିଶାଳୀ ନିଦର୍ଶନ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version