ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) :- ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଆମଣ।କୁଦ ଗ୍ରାମ ସ୍ଥିତ ମା ଆମେଣେଇ ଦେବୀଙ୍କର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଓ ବିଶ୍ଵଶାନ୍ତି ମହାଯଜ୍ଞ ବହୁ ଆନନ୍ଦ ଉଲ୍ଲାସ ମଧ୍ୟରେ ୪ଦିନ ବ୍ୟାପୀ ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ନିକଟସ୍ଥ ପୁରାଣ ପ୍ରସିଦ୍ଧ ପୁଣ୍ୟତୋୟା ପ୍ରାଚୀ ନଦୀରୁ ୧୦୮ କଳସୀରେ ଜଳ ଆଣି ଗ୍ରାମର ଶତାଧିକ ପୁରୁଷ ଓ ମହିଳା ମନ୍ଦିରରେ ପହଞ୍ଚି ଥିଲେ ।















