ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଆ ଭାଷା, ସାହିତ୍ୟ ପାଇଁ ନିରନ୍ତର ବିଭିନ୍ନ କାର୍ଯ୍ୟକ୍ରମ କରିଆସୁଥିବା, ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟ ପ୍ରତି ଅଧିକ ଆଗ୍ରହ ସୃଷ୍ଟି କରାବା ପାଇଁ ବିଦ୍ୟାଳୟ ତଥା ମହାବିଦ୍ୟାଳୟସ୍ତରରେ ” ନୂଆ ସ୍ୱର ନିଆରା କଥା” ପରି କାର୍ଯ୍ୟକ୍ରମ ଆୟୋଜନ କରିବା ସହ ବିଭିନ୍ନ ସେବାମୃଳକ କାର୍ଯ୍ୟ କରିଆସୁଥିବା ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା ର ନୂତନ କର୍ମକର୍ତ୍ତା ନିର୍ବାଚିତ କରାଯାଇଛି।














