• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷା ନିକେତନରେ ଜାତୀୟ ଅଭିଭାବକ ଦିବସ ପାଳନ : ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମନ୍ୱୟ ରହିଲେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ବଳ ହେବ – ପ୍ରତିଷ୍ଠାତା

Proprietor Abhimanyu Maharana by Proprietor Abhimanyu Maharana
July 28, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଶିକ୍ଷା ନିକେତନରେ ଜାତୀୟ ଅଭିଭାବକ ଦିବସ ପାଳନ : ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମନ୍ୱୟ ରହିଲେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ବଳ ହେବ – ପ୍ରତିଷ୍ଠାତା
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) :-  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ଶିକ୍ଷା ନିକେତନ ପରିସର ମଧ୍ୟରେ ଜାତୀୟ ଅଭିଭାବକ ଦିବସ ଏକ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ମିଳନ କରାଯାଇଥିବା ବେଳେ ଏଥିରେ ବାଲିଗୁଡ଼ା ତହସିଲଦାର ଦିପ୍ତି ପ୍ରକାଶ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିଥିଲେ ।

୨୦୦୩ ମସିହା ଅକ୍ଷୟ ତୃତିୟା ଦିନ ବାଲିଗୁଡ଼ା ସହରରେ ଏହି ଶିକ୍ଷା ଅନୁଷ୍ଠାନ ଜନ୍ମ ନେଇଥିଲା । ଉତ୍ତମ ଶିକ୍ଷାଦାନ ସହ ଅନୁଷ୍ଠାନ ପକ୍ଷରୁ ପ୍ରତିବର୍ଷ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ବିଭିନ୍ନ ହୃଦୟସ୍ପର୍ଶୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ଚଳିତ ବର୍ଷ ପ୍ରଥମଥର ପାଇଁ ଶିକ୍ଷା ନିକେତନ ପକ୍ଷରୁ ଜାତୀୟ ଅଭିଭାବକ ଦିବସ ପାଳନ କରାଯାଇଥିବା ବେଳେ ଏହି ଅବସରରେ ଅଭିଭାବକଙ୍କୁ ନେଇ ଅନୁଷ୍ଠାନ ପକ୍ଷରୁ ଭିନ୍ନ ସ୍ୱାଦର ନିଆରା କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଥିଲା ।

ଜାତୀୟ ଅଭିଭାବକ ଦିବସ ଉପଲକ୍ଷେ ଏକ ସ୍ବତନ୍ତ୍ର ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଞ୍ଚଳର ୧୧୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ଶେଷ ପର୍ଯ୍ୟାୟରେ କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ସମନ୍ୱୟ ରହିଲେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ବଳ ହେବ ।

ଏଣୁ ପରସ୍ପର ନିକଟତର ହେବାସହ ଛାତ୍ରଛାତ୍ରୀଙ୍କ ମନୋବଳ ଦୃଢ଼ କରିବା ଏବଂ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ଆମର ମୁଖ୍ୟ ଉଦ୍ଦେଶ୍ୟ । ଶିକ୍ଷାଦାନ ସହ, ଖେଳକୁଦ ଏବଂ ବର୍ଷର ବିଭିନ୍ନ ପର୍ବପର୍ବାଣି ସମୟରେ ବିଦ୍ୟାଳୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରି ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ସମନ୍ୱୟ ରଖି ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ ଗଢ଼ିବାକୁ ଆମେ ଚେଷ୍ଟିତ ବୋଲି କହିଛନ୍ତି ଶିକ୍ଷା ନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀ ।

ଏହି କାର୍ଯ୍ୟକ୍ରମରେ ଶିକ୍ଷା ନିକେତନର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସମେତ ବାଲିଗୁଡ଼ାର ଅନେକ ଛାତ୍ରଛାତ୍ରୀ ଓ ଅଭିଭାବକ ସାମିଲ୍ ହୋଇଥିଲେ । ଏହି ଅବସରରେ ବିଦ୍ୟାଳୟର ସମ୍ପାଦିକା ରେଖାରାଣୀ ମହାପାତ୍ର ,ଉପଦେଷ୍ଟା ଅବସରପ୍ରାପ୍ତ ଶିକ୍ଷକ ରାଜକିଶୋର ସାହୁ,

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରତିଷ୍ଠାତା ଭଗବାନ ଜେନା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ପ୍ରତି ଅଭିଭାବକଙ୍କ ଦାୟିତ୍ଵ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନା ରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version