• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲାଞ୍ଚ କାରବର ଅଭିଯୋଗ – ୪ଜଣିଆ ଟିମ୍ ର ଖୋଳତାଡ

Proprietor Abhimanyu Maharana by Proprietor Abhimanyu Maharana
July 29, 2025
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲାଞ୍ଚ କାରବର ଅଭିଯୋଗ – ୪ଜଣିଆ ଟିମ୍ ର ଖୋଳତାଡ
Share on FacebookShare on TwitterWhatsapp

ଆର,ଉଦୟଗିରି  (ଓଡ଼ିଶା ତାଜା ନ୍ୟୁଜ୍)  :- ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜନ୍ମମୃତ୍ୟୁ ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ପରେ ଗୁରୁବାର ଏହାର ତଦନ୍ତ ଏକ ୪ ଜଣିଆ ଟିମ୍ କରୁଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧୀକାରୀଙ୍କ ନିଦ୍ଦେଶରେ ଏହି ଟିମ୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଛି । ଦାଇତ୍ବରେ ଥିବା ଅଧିକାରୀ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଓ ଅଭିଯୋଗକାରୀଙ୍କୁ ଟିମ୍ ପଚରାଉଚରା କରିଛି । ତଦନ୍ତ ରିପୋର୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଦାନ କରାଯିବ ଟିମ୍ ର ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ ମହାପାତ୍ର କହିଛନ୍ତି । ମହାପାତ୍ରଙ୍କ ସହ ଟିମ୍ ରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ ମହାପାତ୍ର କହିଛନ୍ତି ।

ମହାପାତ୍ରଙ୍କ ସହ ଟିମ୍ ରେ ହେଲ୍ଥ ସୁପରଭାଇଜର ଜି. ରାମକୃଷ୍ଣ ନାଇଡୁ, ବରିଷ୍ଠ କିରାଣି ରାଜ କିଶୋର ବେହେରା ଓ ଜନ୍ମମୃତ୍ୟୁ ପଞ୍ଜୀକରଣର ଜିଲ୍ଲା କୋଅଡିନେଟର ଅଭୟ ମାଳି ସାମିଲ ଥିଲେ । ଖବର ନେବାରୁ ଜଣାପଡିଛି । ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଢେପାଗୁଡା ଉପସ୍ବାସ୍ଥ୍ୟ କେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟ କର୍ମୀ ବିଜୟ ସାହୁ ଏବଂ ଗୋବିନ୍ଦପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ବିଶ୍ବନାଥ ବେହେରା ଜନ୍ମମୃତ୍ୟୁ ପଞ୍ଜୀକରଣରେ ହିତାଧିକାରୀଙ୍କ ଠାରୁ ପ୍ରତ୍ୟେହ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହୋଇଥିଲା । ଗତ ୧୧ ତାରିଖରେ ଜଣେ ଖବରଦାତା ମୋଜେସ ରଇତ ତାଙ୍କ ବାପାଙ୍କ ମୃତ୍ୟୁଜନିତ ପ୍ରମାଣପତ୍ର ନେବାକୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଜନ୍ମମୃତ୍ୟୁ ପଞ୍ଜୀକରଣ କାର୍ଯ୍ୟାଳୟକୁ ଯାଇଥିଲେ ।

ତେବେ ଦାଇତ୍ବରେ ଅଧିକାରୀ ତାଙ୍କୁ ୩ ଶହ ଟଙ୍କା ଲାଞ୍ଚ ନ ଦେବାରୁ ତାଙ୍କୁ ସେଠାରେ ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିଥିଲା । ପରେ ଦାଇତ୍ବରେ ଥିବା ଅଧିକାରୀ ମୋଜେସଙ୍କ ଆବେଦନ ପତ୍ରକୁ ଫେରାଇ ଦେଇ ତାଙ୍କୁ ଗାଳିଗୁଲଜ କରିଥିଲେ ବୋଲି ମୋଜେସ ଅଭିଯୋଗ କରିଥିଲେ । ଏନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ ଜୟ ପଣ୍ଡାଙ୍କୁ ଜଣାଇବା ପରେ ତାଙ୍କୁ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ କରାଯିବ ବୋଲି କହିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ମୁବାରକ ଅଲ୍ଲୀଙ୍କ ଦୃଷ୍ଟି ଆକଷଣ କରିବାକୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲାଞ୍ଚ କାରବାର ହେଉଥିବା ସେ ଶୁଣିବାକୁ ପାଇଛନ୍ତି । ଏହାର ତଦନ୍ତ ପାଇଁ ଖୁବ ଶୀଘ୍ର ଏକ ଟିମ୍ ପଠାଯିବ ବୋଲି କହିଥିଲେ । ତାଙ୍କ ନିଦ୍ଦେଶରେ ଗୁରୁବାର ୪ ଜଣିଆ ଟିମ୍ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଖୋଳତାଡ କରୁଛନ୍ତି । ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଦୁର୍ନୀତି ଉପରେ ଟିମ୍ ତଦନ୍ତ କରିଛନ୍ତି । ଏନେଇ ଏକ ଦାବିପତ୍ର ବିଭାଗୀୟ ମନ୍ତ୍ରୀ, ଗଜପତି ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version