• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିଲେ ଦୁର୍ବୃତ୍ତ : ବିଭିନ୍ନ ମହଲରେ ପ୍ରତିକ୍ରିୟା

Proprietor Abhimanyu Maharana by Proprietor Abhimanyu Maharana
July 29, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିଲେ ଦୁର୍ବୃତ୍ତ : ବିଭିନ୍ନ ମହଲରେ ପ୍ରତିକ୍ରିୟା
Share on FacebookShare on TwitterWhatsapp

ବାଲିପାଟଣା  (ଓଡ଼ିଶା ତାଜା ନ୍ୟୁଜ୍)  :-  ଭୁବନେଶ୍ବର ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ଆଳୀଶି ଶାସନ ସ୍ଥିତ ସମ୍ବିଧାନ ପ୍ରଣୟତା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀକୁ କେହି ଦୁର୍ବୃତ୍ତ ଭାଙ୍ଗି ମୁହଁକୁ କଦର୍ଯ୍ୟ କରିଥିବା ଦେଖିବାକୁ ମିଳିଛି । ଏ ନେଇ ବାଲିପାଟଣା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି ଦଳିତ ସଙ୍ଗଠନର ପ୍ରତିନିଧି ଦେବବ୍ରତ ଭୋଇ । ସମ୍ବିଧାନ ପ୍ରଣୟତା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ଭାଙ୍ଗିବା ଘଟଣାକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଇଛି ।

ଏଣୁ ରାଜ୍ୟ ସରକାର ତଥା ପୋଲିସ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ଏହି ମୂର୍ତ୍ତୀ ଭାଙ୍ଗିବା ଘଟଣାରେ ଜଡ଼ିତ ଥିବା ଅପରାଧୀକୁ ତୁରନ୍ତ ଗିରଫ କରିବାକୁ ବିଭିନ୍ନ ଦଳିତ ସଂଗଠନ ସମେତ ବୁଦ୍ଧିଜୀବୀ ମହଲରେ ଦାବୀ କରାଯାଇଅଛି । ଆଳିସିଶାସନ ଆର୍ତ୍ତତ୍ରାଣ ବିଦ୍ୟାପୀଠ ସମ୍ମୁଖରେ ବାବା ସାହେବ ଆମ୍ବେଦକରଙ୍କ ଏହି ପ୍ରତିମୂର୍ତ୍ତୀ ୨୦୧୮ ମସିହାରେ ସ୍ଥାପନ ହୋଇଥିଲା ।

ସମ୍ବିଧାନ ପ୍ରଣୟତା ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ନିନ୍ଦନୀୟ ଘଟଣାକୁ ନେଇ ଦଳିତ ସଂଗଠନର ଅନିଲ କୁମାର ମଲ୍ଲିକଙ୍କ ପକ୍ଷରୁ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଏହାର ତଦନ୍ତ ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ଅଭିଯୋଗ କରାଯାଇଛି । ଏହି ମୂର୍ତ୍ତୀ ଭାଙ୍ଗିବା ଘଟଣାର ଜଡ଼ିତ ଥିବା ଅପରାଧିକୁ ଯଦି ପୋଲିସ ଶୀଘ୍ର ଗିରଫ ନ କରନ୍ତୀ ତେବେ ବିଭିନ୍ନ ଦଳିତ ସଂଘଠନ ପକ୍ଷରୁ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ସତର୍କ କରାଇ ଦିଆଯାଇଛି । ସମ୍ବିଧାନ ପ୍ରଣୟତା ବାବା ସାହେବ ଆମ୍ବେଦକରଙ୍କ ଏହି ମୂର୍ତ୍ତୀ ଭଙ୍ଗାଯିବ ଘଟଣାକୁ ନେଇ ଏବେ ରାଜ୍ୟର ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିବା ସହ ଏହାକୁ ଘୋର ନିନ୍ଦା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version