• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସପ୍ତମ ପର୍ଯ୍ୟାୟରେ ଭର୍ଚୁଆଲ୍ ମିଟିଙ୍ଗ ମାଧ୍ୟମରେ ସମ୍ପର୍ଣ୍ଣ ହୋଇଛି ; ବିଜୁ ଯୁବ ଛାତ୍ର ଜନତା ଦଳର ସମସ୍ତ ଜିଲ୍ଲାର ସାଙ୍ଗଠନିକ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 7, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ସପ୍ତମ ପର୍ଯ୍ୟାୟରେ ଭର୍ଚୁଆଲ୍ ମିଟିଙ୍ଗ ମାଧ୍ୟମରେ ସମ୍ପର୍ଣ୍ଣ ହୋଇଛି ; ବିଜୁ ଯୁବ ଛାତ୍ର ଜନତା ଦଳର ସମସ୍ତ ଜିଲ୍ଲାର ସାଙ୍ଗଠନିକ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :– ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଓଡିଶାର ସମସ୍ତ ଜିଲ୍ଲାର ସାଂଗଠନିକ ସମୀକ୍ଷା ସମ୍ପର୍କୀୟ ଭର୍ଚୁଆଲ୍ ମିଟିଙ୍ଗ୍ ସଫଳତାର ସହ ସମ୍ପର୍ଣ୍ଣ ହୋଇଯାଇଅଛି । ଆଜି ଓଡିଶାର ଦେଓଗଡ, ଗଜପତି, ଜଗତସିଂହପୁର, କେନ୍ଦୁଝର, ନୁଆପଡା ଓ କନ୍ଧମାଳ ଜିଲ୍ଲାର ତୃଣମୂଳ ସ୍ତରୀୟ ସାଂଗଠନିକ କାର୍ଯ୍ୟକୁ ସମୀକ୍ଷା କରାଯାଇଛି । ପୂର୍ବରୁ ୬ଟି ପର୍ଯ୍ୟାୟରେ ୨୪ଜିଲ୍ଲା ଏବଂ ୩ଟି ସାଂଗଠନିକ ଜିଲ୍ଲାର ସାଙ୍ଗଠନିକ ବୈଠକ ସମୀକ୍ଷା କରାଯାଇଥିଲା । ଅଗଷ୍ଟ ୨୪ତାରିଖରୁ ଆରମ୍ଭ ହୋଇଥିବା ଏହି ସମୀକ୍ଷା ବୈଠକରେ ୭ଟି ପର୍ଯ୍ୟାୟରେ ଓଡିଶାର ୩୦ଟି ଜିଲ୍ଲା ତଥା ୩ଟି ସାଂଗଠନିକ ଜିଲ୍ଲାର ଅଗଣିତ ଯୁବ ଛାତ୍ର ନେତାମାନେ ଯୋଗଦେଇ ତୃଣମୂଳ ସ୍ତରରେ ସଂଗଠନକୁ ମଜ୍‌ଭୂତ କରିବା ପାଇଁ ନିଜର ମତ ପ୍ରଦାନ କରିଥିଲେ । ଏହି ଭର୍ଚୁଆଲ ମିଟିଙ୍ଗ ପ୍ରାରମ୍ଭରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳର ବର୍ଷିଆନ ନେତା ଶ୍ରୀ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ୧ମିନିଟ୍‌ର ନିରବ ପ୍ରାର୍ଥନା କରାଯାଇଥିଲା ।

ଆଜିର ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍ ମିଟିଙ୍ଗ୍‌ରେ ମୁଖ୍ୟ ଅତିଥିରୂପେ ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ତଥା ମାନ୍ୟବର ବିଧାୟକ ଯାଜପୁର ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗଦେଇ ଓଡିଶାର ସମ୍ନାନନୀୟ ବରପୁତ୍ରଗଣ ଯଥା ମଧୁବାବୁ, ଗଜପତି କୃଷ୍ଣଚନ୍ଦ୍ର ମହାରାଜା, ବିଜୁ ବାବୁ ଯେଉଁ \”ମୋ ଓଡିଶା\’ ର ସ୍ୱପ୍ନ ଦେଖିଥିଲେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ \”ଓଡିଶା ମୋ ପରିବାର\’ ର ସ୍ଳୋଗାନ ଦେଇ ଓଡିଶା ତଥା ଓଡିଆ ଜାତିର ଅସ୍ମିତା, ଗୌରବକୁ ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରି ଏବଂ ବରପୁତ୍ରମାନଙ୍କ ସ୍ୱପ୍ନକୁ ସାକାର କରି ଓଡିଶାକୁ ଏକ ସୁନାର ଓଡିଶା ଭାବେ ଗଢିତୋଳିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ୍ଷ ଭାବେ ପ୍ରତ୍ୟେକ ମୁହୁର୍ତ୍ତରେ ଓଡିଶାର ସମସ୍ତ ଯୁବ ଛାତ୍ରମାନଙ୍କ ସହ ଅଛନ୍ତି ।

ତେଣୁ ଓଡିଶାର ପ୍ରତ୍ୟେକ ଯୁବ ଛାତ୍ରମାନଙ୍କୁ ମୁଁ ଆହ୍ୱାନ କରୁଛି ସେମାନେ ଆହୁରି ସୁ-ସଂଗଠିତ ହୁଅନ୍ତି, ସମାଜସେବା କ୍ଷେତ୍ରରେ ଆହୁରି କ୍ରିୟାଶୀଳ ଶକ୍ତିଶାଳି ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସରଳ ଜୀବନଶୈଳୀ, ସ୍ୱଚ୍ଛ ଭାବମୂର୍ତ୍ତି ଏବଂ ବିକାଶର ମଡେଲ୍‌କୁ ନିଜର ରୋଲ୍ ମଡେଲ୍ ଭାବେ ଗ୍ରହଣ କରି ଓଡିଶା କିପରି ଆଗକୁ ଯିବ ଏ ଓଡିଆ ଜାତି କିପରି ଆଗକୁ ବଢିବ ସେ ଦିଗରେ କାର୍ଯ୍ୟ କରିବା ପାଇଁ ବ୍ରତୀ ହୁଅନ୍ତୁ । ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ମାନ୍ୟବର ବିଧାୟକ ଧର୍ମଶାଳା ଶ୍ରୀ ପ୍ରଣବ କୁମାର ବଳବନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର) ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଶ୍ରୀଯୁକ୍ତ ବ୍ୟୋମକେଶ ରାୟ, ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ (ଯୁବ ବ୍ୟାପାର) ତଥା ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ରାଣାପ୍ରତାପ ପାତ୍ର ପ୍ରମୂଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version