• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ : ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ – ଦୁଷ୍କର୍ମ ଓ ନିର୍ଯାତନା ବନ୍ଦ ନହେବା ପର୍ଯ୍ୟନ୍ତ ମହିଳା କଂଗ୍ରେସ ଆନ୍ଦୋଳନ ଜାରି ରଖିବ

Proprietor Abhimanyu Maharana by Proprietor Abhimanyu Maharana
July 31, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ : ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ – ଦୁଷ୍କର୍ମ ଓ ନିର୍ଯାତନା ବନ୍ଦ ନହେବା ପର୍ଯ୍ୟନ୍ତ ମହିଳା କଂଗ୍ରେସ ଆନ୍ଦୋଳନ ଜାରି ରଖିବ

Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :-  ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ବିକ୍ଷୋଭ ରାଲି ମାଷ୍ଟରକ୍ୟାଌକ୍ଷଗ୍ଧ;ିନ ଛକଦେଇ ଜନପଥରେ ଯାଉଥିଲା ବେଳେ ରାସ୍ତାରେ ପୋଲିସ ଏହି ରାଲିର ପଥ ଅବରୋଧ କରିଥିଲା । ମହିଳାଙ୍କୁ ନ୍ୟାୟ ଦେବା କ୍ଷେତ୍ରରେ ନିଜ ଦୋଷ, ଦୁର୍ବଳତା, ଅପାରଗତା ଏବଂ ପକ୍ଷପାତିତାକୁ ଘୋଡ଼ାଇବାକୁ ଯାଇ ବିଜେପି ଦଳ ଓ ବିଜେପି ସରକାର ନାଟକବାଜୀ କରୁଥିବାରୁ ତାର ପ୍ରତିବାଦରେ ଆଜି ଶ୍ରୀମତୀ ବାହିନୀପତିଙ୍କ ନେତୃତ୍ୱରେ ମହିଳା କଂଗ୍ରେସର ସଭ୍ୟାମାନେ ଚୂଡ଼ି ଧରି ପ୍ରତିବାଦ କରିଥିଲେ ।

ବର୍ଷାକୁ ଖାତିର ନକରି ପୋଲିସ ବାରିକେଡ ଭାଙ୍ଗି ଅଗ୍ରସର ହେଉଥିବାବେଳେ ମହିଳା କଂଗ୍ରେସ ସଭାନେତ୍ରୀ ଓ ଅନ୍ୟାନ୍ୟ କର୍ମକର୍ତ୍ତାଙ୍କୁ ପୋଲିସ ଘଟଣାସ୍ଥଳରୁ ଉଠାଇ ନେଇଥିଲା । ବର୍ଷାରେବି ଏକଘଌକ୍ଷଗ୍ଧ;ା ଧରି ପୋଲିସ ସହ ମହିଳା କଂଗ୍ରେସ କର୍ମୀଙ୍କର ଧସ୍ତାଧସ୍ତି ହୋଇଥିଲା । ଏହି ଅବସରରେ ଶ୍ରୀମତୀ ବାହିନୀପତି କହିଛନ୍ତି ଯେ ବିଜେପି ପକ୍ଷରୁ କଂଗ୍ରେସକୁ ବଳାତ୍କାରୀ ଦଳ କୁହାଯାଇଛି । ତେବେ ମହିଳାଙ୍କୁ ବଳାତ୍କାର, ଗଣବଳାତ୍କାର, ହତ୍ୟା ଓ ନିର୍ଯାତନା ବିଜେପି ସରକାରରେ ହିଁ ଅନିୟନ୍ତ୍ରୀତ ହୋଇପଡ଼ିଛି । ଛାତ୍ର କଂଗ୍ରେସ ସଭାପତିଙ୍କ ନାମରେ ଅଭିଯୋଗ ପରେ ଦଳପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି ।

ତାଙ୍କର ଦୋଷ ଏପର୍ଯ୍ୟନ୍ତ ପ୍ରମାଣିତ ହୋଇନାହିଁ । ମାତ୍ର ବିଜେପିର ରାଜ୍ୟ ସଭାପତିଙ୍କ ଇତିହାସ କ’ଣ ତାହା ରାଜ୍ୟବାସୀ ଜାଣନ୍ତି । ଦିଲ୍ଲୀର ଓଡ଼ିଶା ନିବାସରେ ଆପତ୍ତିଜନକ ଘଟଣା ଠାରୁ ସୋର ନିର୍ବାଚନ ମଣ୍ଡଳୀରେ ଦିବ୍ୟାଙ୍ଗକଙ୍କୁ ନିର୍ଯାତନା ଘଟଣାରେ କିଏ ସଂପୃକ୍ତ ସେକଥା ଗଣମାଧ୍ୟମରେ ଡିବିଡିବି ହୋଇଛି । ଓଡ଼ିଶାର ନାରୀ ରାଜ୍ୟ ବିଜେପି ସଭାପତିଙ୍କର ଅସଲ ଚେହେରା ସମ୍ପର୍କରେ ଜାଣନ୍ତି । ତେଣୁ ବିଜେପି ମହିଳାମୋର୍ଚ୍ଚା ପକ୍ଷରୁ ବିଜେପି ରାଜ୍ୟ କାର୍ଯାଳୟ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଆଗରେ ବିକ୍ଷୋଭ କରିବା ଉଚିତ । ବିଜେପି ସଭାପତିଙ୍କ କୁଶପୁତଳିକା ବିଜେପି କାର୍ଯାଳୟ ଆଗରେ ପୋଡ଼ା ହେବା ଉଚିତ ।

ତାହାହେଲେ ଜଣାପଡ଼ିବ ଯେ ବିଜେପି ଦଳର ମହିଳାମାନଙ୍କ ପ୍ରତି ମର୍ଯାଦା ଓ ସମ୍ମାନ ଅଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯିଏ ମହିଳା ସୁରକ୍ଷା ଉପରେ ଗର୍ଜ୍ଜନ କରୁଛନ୍ତି ସେ ନିଜ ନିର୍ବାଚନ ମଣ୍ଡଳୀର ମହିଳାଙ୍କୁ ସୁରକ୍ଷା ଦେବାକୁ ଅକ୍ଷମ । ସେ କ’ଣ ପାଇଁ ଏମସ୍ ହସପିଟାଲରେ ବଳଙ୍ଗା ପୀଡ଼ିତାକୁ ସାକ୍ଷାତ କରିବାକୁ ଯାଇ ପାରିଲେ ନାହିଁ । ଫକୀର ମୋହନ ସ୍ୱଂୟସାଶିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଏବିଭିପି ଏବଂ ବିଜେପି ହତ୍ୟା କରିଛିବୋଲି ସ୍ପଷ୍ଟ ହୋଇପଡ଼ୁଛି ।

ଛାତ୍ରୀଟିର ହାତକୁ କିଏ ପେଟ୍ରୋଲ ଜାର ଏବଂ ଦିଆସିଲି ଧରାଇଦେଲା ତାହା ବିଜେପି ଉତ୍ତର ଦେଉ? ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ପରିସର ଏବେ ମହିଳାଙ୍କ ପାଇଁ ଅସୁରକ୍ଷିତ । କେନ୍ଦୁଝରରେ ଯୁକ୍ତ ଦୁଇ ଆଦିବାସୀ ଛାତ୍ରୀକୁ ଗଣଦୁଷ୍କର୍ମ ଓ ହତ୍ୟା କରାଗଲା । ସେହିପରି ଗୋପାଳପୁର ବିଚରେ ଜଣେ ଛାତ୍ରୀଙ୍କୁ ୧୦ ଜଣ ଦୁଷ୍କର୍ମ କଲେ । କନ୍ୟାଶ୍ରମରେ ନାବାଳିକା ଗର୍ଭବତୀ ହୋଇପଡ଼ୁଛନ୍ତି । ପ୍ରତିଦିନ ୧୫ ଜଣ ମହିଳା ଦୁଷ୍କର୍ମର ଶିକାର ହେଉଥିବା ବେଳେ ମୋହନ ସରକାର ନିଦକ ବସିଛି । ଓଡ଼ିଶାର ମହିଳା ଦିନରେ ଘରୁ ବାହାରିବାକୁ ଡରୁଛନ୍ତି ।

ମହିଳାମାନଙ୍କୁ ସୁରକ୍ଷିତ ରଖିବାପାଇଁ ପ୍ରତିଶ୍ରୁତି ଦେଇ ସରକାରକୁ ଆସିବାପରେ ଏବେ ବିଜେପି ସରକାର ମହିଳା ସୁରକ୍ଷା ପ୍ରତି ଉଦାସୀନ ହୋଇପଡ଼ିଛି । ବିଜେପି ଦଳର ରାଜ୍ୟ ସଭାପତିଙ୍କର ଆଦର୍ଶ କ’ଣ ତାହାକୁ ବିଜେପି ଦଳ ସ୍ପଷ୍ଟ କରୁ । ସରକାର ଏବଂ ବିଜେପି ଦଳ ଦୁଷ୍କର୍ମକାରୀଙ୍କ ସପକ୍ଷରେ ରହୁଛନ୍ତି ବୋଲି ତାଙ୍କର କାର୍ଯ୍ୟଧାରାରୁ ସ୍ପଷ୍ଟ ହୋଇପଡ଼ୁଛି । ସୁତରାଂ ଓଡ଼ିଶାର ମହିଳାଙ୍କୁ ସୁରକ୍ଷା ଏବଂ ଦୁଷ୍କର୍ମକାରୀଙ୍କୁ ଦଣ୍ଡ ନମିଳିବା ପର୍ଯ୍ୟନ୍ତ ମହିଳା କଂଗ୍ରେସ ତାର ଲଢ଼େଇ ଜାରି ରଖିବ । ଏହି ବିକ୍ଷୋଭରେ ପ୍ରଧାନମନ୍ତ୍ରୀ ମୋଦି, ବିଜେପି ସଭାପତି ମନମୋହନ ସାମଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କୁଶପୁତଳିକା ଦାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହିଳା କଂଗ୍ରେସ ଏବଂ ପ୍ରଦେଶ କଂଗେସର ବରିଷ୍ଠ ନେତୃବର୍ଗ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version