• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏଏମ୍ /ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଓଡ଼ିଶାରେ ଦୁଇଟି ସୌରଚାଳିତ ପାନୀୟ ଜଳ ୟୁନିଟ୍ ସ୍ଥାପିତ

Proprietor Abhimanyu Maharana by Proprietor Abhimanyu Maharana
August 1, 2025
in Uncategorized
0
AM/NS India sets up two solar-based drinking water units in Odisha
Share on FacebookShare on TwitterWhatsapp

କେନ୍ଦୁଝର/ସୁନ୍ଦରଗଡ଼ (ଓଡ଼ିଶା ତାଜା ନ୍ୟୁଜ୍)  :- ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ ଇଣ୍ଡିଆ (ଏଏମ୍ /ଏନ୍ଏସ୍ ଇଣ୍ଡିଆ), ଏହାର ପ୍ରମୁଖ କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର) ପଦକ୍ଷେପ ‘ତୃପ୍ତି’ ପ୍ରକଳ୍ପ ଅନ୍ତର୍ଗତ ଯଥାକ୍ରମେ କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ବେଲକୁଣ୍ଡି ଏବଂ ମୋଟୁପଦର ଗ୍ରାମରେ ଦୁଇଟି ସୌରଚାଳିତ ପାନୀୟ ଜଳ ଯୋଗାଣ ୟୁନିଟ୍ ଉଦଘାଟନ କରିଛି। ଏହା ସ୍ଥାନୀୟ ବାସିନ୍ଦାଙ୍କୁ ନିରାପଦ ଏବଂ ସ୍ଵଚ୍ଛ ପାନୀୟ ଜଳ ଉପଲବ୍ଧ କରାଇବ, ଯାହା ସେମାନଙ୍କୁ ସୁସ୍ଥ ରଖିବାରେ ସହାୟତା କରିବ।

ଠାକୁରାଣୀ ଖଣି ନିକଟସ୍ଥ  ବଡ଼ବିଲ ପୌରପାଳିକାର ୱାର୍ଡ-୨ରେ ଅବସ୍ଥିତ  ବେଲକୁଣ୍ଡି ଗ୍ରାମରେ ନୂତନ ଭାବେ ସ୍ଥାପିତ ପାନୀୟ ଜଳ ୟୁନିଟ୍, ସ୍ଥାନୀୟ ବାସିନ୍ଦାଙ୍କ ନିର୍ଭରଯୋଗ୍ୟ ପାନୀୟ ଜଳର ଆବଶ୍ୟକତାକୁ ପୂରଣ କରିବ । ୫୦୦୦ ଲିଟରର ଏକ ଷ୍ଟୋରେଜ୍ ଟ୍ୟାଙ୍କ, ସୌରଚାଳିତ ପମ୍ପିଂ ୟୁନିଟ୍, ବୋରୱେଲ ଏବଂ ପାଞ୍ଚଟି ଟ୍ୟାପ୍ ପଏଣ୍ଟ ସହିତ ସଜ୍ଜିତ ଏହି ଜଳ ଯୋଗାଣ ୟୁନିଟ୍ ଦ୍ୱାରା ନିକଟବର୍ତ୍ତୀ ଅଞ୍ଚଳର ୨୨୦ରୁ ଅଧିକ ସ୍ଥାନୀୟ ବାସିନ୍ଦା ଉପକୃତ ହେବେ।

ଏହି ଉଦଘାଟନୀ ଉତ୍ସବରେ ୱାର୍ଡ-୨ର ପୂର୍ବତନ କାଉନସିଲର ଶ୍ରୀ ଲକ୍ଷ୍ମଣ ମହନ୍ତ, ଏଏମ୍ /ଏନ୍ଏସ୍ ଇଣ୍ଡିଆ ସିଏସଆର ବିଭାଗ ମୁଖ୍ୟ ଶ୍ରୀ ବିକାଶ ୟାଦଭେନ୍ଦୁ, ଏଏମ୍ /ଏନ୍ଏସ୍ ଇଣ୍ଡିଆର ସୁରକ୍ଷା ବିଭାଗ ମୁଖ୍ୟ ଶ୍ରୀ ଉଦୟ କୁମାର ବର୍ମାଙ୍କ ସହିତ ଏଏମ୍ /ଏନ୍ଏସ୍ ଇଣ୍ଡିଆର ଅଧିକାରୀ ଏବଂ ସ୍ଥାନୀୟ ବାସିନ୍ଦାମାନେ ଉପସ୍ଥିତ ଥିଲେ। କୋଇଡା ବ୍ଲକର ମାଲଦା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୋଟୁପଦର ଗ୍ରାମରେ ଆଉ ଏକ ପାନୀୟ ଜଳ ୟୁନିଟ୍ ଉଦଘାଟନ କରାଯାଇଛି। ଏହି ସୌରଚାଳିତ ବୋରୱେଲ୍ ସିଷ୍ଟମ୍ ୧୩୦ ରୁ ଅଧିକ ସ୍ଥାନୀୟ ବାସିନ୍ଦାଙ୍କୁ ସେବା ଯୋଗାଇ ଦେବା ସହିତ ଜଳବାହିତ ରୋଗ ହ୍ରାସ କରିବ ଏବଂ ଜୀବନ ଧାରଣ ମାନରେ ଉନ୍ନତି ଆଣିବ ।

ଏହି ଉଦଘାଟନୀ ଉତ୍ସବରେ ଏଏମ୍ /ଏନ୍ଏସ୍ ଇଣ୍ଡିଆ ଓଡ଼ିଶାର ପାଇପଲାଇନ୍ ପ୍ରୋଜେକ୍ଟ ମୁଖ୍ୟ ଶ୍ରୀ ଅଜିତ ସିଂହ ଏବଂ କମ୍ପାନୀର ଅନ୍ୟ ପ୍ରତିନିଧି ଏବଂ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ। ସ୍ଥାନୀୟ ବାସିନ୍ଦାମାନଙ୍କୁ ସୌର ଜଳ ଢାଞ୍ଚାର ରକ୍ଷଣାବେକ୍ଷଣ ଉପରେ ତାଲିମ ପ୍ରଦାନ କରାଯାଇଥିଲା । ଦୀର୍ଘକାଳୀନ ସ୍ଥାୟୀତ୍ୱ, ସ୍ଥାନୀୟ ମାଲିକାନା ଏବଂ ଗୋଷ୍ଠୀ ସମ୍ପତ୍ତିର ଦକ୍ଷ ପରିଚାଳନା ସୁନିଶ୍ଚିତ କରିବା ହେଉଛି ଏହି ପଦକ୍ଷେପର ଲକ୍ଷ୍ୟ । ସ୍ୱଚ୍ଛ ଜଳ, ପରିମଳ ଓ ସୁଲଭ ଏବଂ ସ୍ୱଚ୍ଛ ଶକ୍ତି ପାଇଁ ମିଳିତ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟରେ ଯୋଗଦାନ ସ୍ୱରୂପ ଏଏମ୍ /ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏଏମ୍/ଏନ୍ଏସ୍ ଇଣ୍ଡିଆ ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା ପାଇଁ ଦୀର୍ଘସ୍ଥାୟୀ ଭିତ୍ତିଭୂମି ମାଧ୍ୟମରେ ଗୋଷ୍ଠୀ କଲ୍ୟାଣକୁ ପ୍ରାଥମିକତା ଦେଇଆସିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
XIM University, Bhubaneswar celebrates its 10th Undergraduate Convocation with elegance and pride!

XIM University, Bhubaneswar celebrates its 10th Undergraduate Convocation with elegance and pride!

April 24, 2026
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

XIM University, Bhubaneswar celebrates its 10th Undergraduate Convocation with elegance and pride!

XIM University, Bhubaneswar celebrates its 10th Undergraduate Convocation with elegance and pride!

April 24, 2026
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version