• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ ପ୍ରସଙ୍ଗ ଛାତ୍ରୀ ଓ ନାରୀ ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ରଣହୁଙ୍କାର

Proprietor Abhimanyu Maharana by Proprietor Abhimanyu Maharana
August 1, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ ପ୍ରସଙ୍ଗ ଛାତ୍ରୀ ଓ ନାରୀ ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ରଣହୁଙ୍କାର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :-  ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ପୂର୍ବ ଘୋଷଣା ଅନୁଯାୟୀ ଅଗଷ୍ଟ ୧ରୁ ୮ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ରାଜ୍ୟର ବିଭିନ୍ନ କଲେଜର ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଗୋପାଳପୁର ବିଚ୍ରେ ଏକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଏହି ଘଟଣା ମାନବତା ଉପରେ ଏକ ଅତ୍ୟନ୍ତ ନିନ୍ଦନୀୟ ଆକ୍ରମଣର ଅତୁଟ ପ୍ରମାଣ ଦେଉଛି । ପୁରୀ ଜିଲ୍ଲା ବଳଙ୍ଗାରେ ଏକ ନାବାଳିକାକୁ ଜିଅନ୍ତା ଜାଳିଦେବା ପାଇଁ ଉଦ୍ୟମ କରାଯାଇଥିଲା । ଏହି ଅମାନବୀୟ କାର୍ଯ୍ୟ ସମାଜରେ ଭୟର ବାତାବରଣ ସୃଷ୍ଟି କରିଛି ।

ବିଜେପି ସରକାରରେ ଗତ ୧୩ ମାସ ମଧ୍ୟରେ ରାଜ୍ୟରେ ଘଟିଥିବା ପ୍ରମୁଖ ମହିଳା ଓ ଛାତ୍ରୀ ନିର୍ଯାତନା ଘଟଣାମାନ ହେଲା: (ସେପ୍ଟେମ୍ୱର ୧୭, ୨୦୨୪)ରେ ନବରଙ୍ଗପୁର ତେନ୍ତୁଳିଖୁଣ୍ଟିରେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା, (ସେପ୍ଟେମ୍ୱର ୨୨, ୨୦୨୪)ରେ ଭୁବନେଶ୍ୱର, ଭରତପୁର ପୋଲିସ୍ ଷ୍ଟେସନରେ ମହିଳାଙ୍କୁ ଦୁର୍ବ୍ୟବହାର, ଅକ୍ଟୋବର ୨୩, ୨୦୨୪ରେ କୁଚିଣ୍ଡାରେ ଦଳିତ ନାବାଳିକାକୁ ଗଣଦୁଷ୍କର୍ମ, (ମେ’ ୩, ୨୦୨୫)ରେ କୋରାପୁଟ ଲମତାପୁଟରେ ଥିବା ଅନୁସୂଚିତ ଜାତି ଓ ଜନଜାତି ସ୍କୁଲରେ ନାବାଳିକାକୁ ଦୁଷ୍କର୍ମ,

(ଜୁନ ୧୭, ୨୦୨୫)ରେ କେନ୍ଦୁଝର ତେନ୍ତଳାପଶିରେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା, (ଜୁନ୍ ୨୪, ୨୦୨୫)ରେ ବ୍ରହ୍ମପୁରରେ ବିଜେପିର ଜଣେ ସକ୍ରିୟ ସଦସ୍ୟ ତଥା ହୋମିଓପାଥି ଡାକ୍ତରଙ୍କ ଦ୍ୱାରା ନାବାଳିକା ଦୁଷ୍କର୍ମର ଶିକାର, (ଜୁଲାଇ ୨୨, ୨୦୨୫)ରେ ମାଲକାନଗିରିରେ ଗୋଟିଏ ଦିନରେ ଦଳିତ ନାବାଳିକାକୁ ପ୍ରଥମେ ୩ ଜଣ ଗଣଦୁଷ୍କର୍ମ କରିବା ପରେ ଦ୍ୱିତୀୟ ଥର ଟ୍ରକ ଡ୍ରାଇଭର ଦ୍ୱାରା ଦୁଷ୍କର୍ମର ଶିକାର ।

ଏହି ଘଟଣାଗୁଡ଼ିକ ବ୍ୟତୀତ (ଜୁଲାଇ ୧୮, ୨୦୨୫)ରେ ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅଞ୍ଚଳର ଡୁକୁମ ଗ୍ରାମରେ ଥିବା ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ଛାତ୍ରୀ ନିବାସରେ ଛାତ୍ରୀ ଗର୍ଭବତୀ, (ଜୁଲାଇ ୨୦, ୨୦୨୫)ରେ ମୟୂରଭଞ୍ଜ ବାଙ୍ଗିରିପୋଷିରେ ଓ କନ୍ଧମାଳ ତୁମୁଡ଼ିବନ୍ଧରେ ଥିବା ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ଛାତ୍ରୀ ନିବାସରେ ଛାତ୍ରୀ ଗର୍ଭବତୀ, (ଜୁଲାଇ ୨୬, ୨୦୨୫)ରେ କନ୍ଧମାଳ ତୁମୁଡ଼ିବନ୍ଧରେ ଥିବା ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ଛାତ୍ରୀ ନିବାସରେ ୨ ଜଣ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି । ଏହିସବୁ ଘଟଣା କେବଳ ନାରୀଙ୍କ ସୁରକ୍ଷା ଉପରେ ନୁହେଁ, ବରଂ ସାମୁଦାୟିକ ବିଶ୍ୱାସ, ଶିକ୍ଷାସ୍ଥଳର ସୁରକ୍ଷା ଓ ଆଇନ ଏବଂ ଶାସନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି ।

ନ୍ୟାୟ ଦାବିରେ ରାଜ୍ୟରେ ବିଭିନ୍ନ କଲେଜରେ ଆନେ୍ଦାଳନ ଆରମ୍ଭ ହୋଇଛି । ଆଜି ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରାଲିରେ ଯାଇ ଛାତ୍ରୀ ଓ ନାରୀମାନଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇଦେବା ସହ ଓଡ଼ିଶାରେ ଅହେତୁକ ବୃଦ୍ଧି ପାଇଥିବା ଛାତ୍ରୀ ଓ ନାରୀଙ୍କ ଉପରେ ନିର୍ଯାତନା ଓ ଅପରାଧ ବିରୁଦ୍ଧରେ ତ୍”ରିତ ଉପଯୁକ୍ତ ପୁଲିସ କାର୍ଯ୍ୟାନୁଷ୍ଠାନ ଦାବି ନ୍ୟାୟ ଦାବିରେ ପୋଲିସ ଡିଜିଙ୍କ ଉଦେ୍ଦଶ୍ୟରେ ନିକଟସ୍ଥ ଥାନା ଓ ଏସ୍ପି ଅଫିସରେ ସ୍ମାରକପତ୍ର ପ୍ରଦାନ କରିଥିଲେ । ଉପରୋକ୍ତ ସମସ୍ତ ଘଟଣାର ନିଷ୍ପକ୍ଷ ଓ ତ୍ୱରିତ ତଦନ୍ତ କରାଯାଇ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରାଯାଉ ।

ଦୋଷୀମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ଶିକ୍ଷା ସ୍ଥଳଗୁଡ଼ିକରେ ଛାତ୍ରୀମାନଙ୍କ ପାଇଁ ସୁରକ୍ଷା ବୃଦ୍ଧି କରିବାକୁ ଦୃଢ଼ ପଦକ୍ଷେପ ନିଆଯାଉ । ନାରୀ ସୁରକ୍ଷା ପାଇଁ ଏକ ଅଧିକ କି୍ରୟାଶୀଳ ଓ ପ୍ରଭାବଶାଳୀ ମେକାନିଜମ୍ ଗଠନ କରାଯାଉ । ଏହି କାର୍ଯ୍ୟକ୍ରମ ଆଜି ସଫଳତାର ସହ ଭୁବନେଶ୍ୱରର ବିଜେବି କଲେଜ, କଟକର ଷ୍ଟ୍ରୁଆର୍ଟ ସାଇନ୍ସ କଲେଜ ଓ ଖ୍ରୀଷ୍ଟ କଲେଜ, କଳାହାଣ୍ଡିର ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏବଂ ଗୁଣୁପୁର କଲେଜର ଛାତ୍ରଛାତ୍ରୀମାନେ କଲେଜ ପରିସରରେ ସୌମ୍ୟାଶ୍ରୀଙ୍କ ଆତ୍ମାର ସଦ୍ଗତି ନିମନ୍ତେ ନୀରବ ପ୍ରାର୍ଥନା କରିବା ସହ ରାଲିରେ ଯାଇ ସ୍ମାରକପତ୍ର ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version