• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 2, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର : ବିଜେଡି
Share on FacebookShare on TwitterWhatsapp

୧୩ ମାସରେ ୧୩ଟି ପରୀକ୍ଷା ପରିଚାଳନାରେ ବିଭ୍ରାଟ ଓ ପ୍ରଶ୍ନପତ୍ର ଲିକ୍ ଗଣଶିକ୍ଷା ମନ୍ତ୍ରୀ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ , ଛାତ୍ରଛାତ୍ରୀ ହତୋତ୍ସାହିତ, ସରକାର ନିଦାବିଷ୍ଣୁ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟ ସରକାରଙ୍କ ଅପରାଗତା ଲାଗି ଗତ ଏକ ବର୍ଷ ମଧ୍ୟରେ ୧୩ଟି ପରୀକ୍ଷାରେ ପରିଚାଳନାଗତ ତ୍ରୁଟି ଓ ପ୍ରଶ୍ନପତ୍ର ପ୍ରଘଟ ଲାଗି ଛାତ୍ର ସମାଜ ହତୋତ୍ସାହିତ ହୋଇଥିଲା ବେଳେ ସରକାର ନିଦାବିଷ୍ଣୁ ପାଲଟିଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି । ଆଜି ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି ଯେ, ବିଜେପି ସରକାର ରାଜ୍ୟରେ କ୍ଷମତାକୁ ଆସିଲା ପରେ ଓପିଏସ୍ସି, ଓଏସ୍ଏସ୍ସି ଓ ଓଏସ୍ଏସ୍ଏସ୍ସି ଦ୍ୱାରା ପରିଚାଳିତ କୌଣସି ପରୀକ୍ଷା ସୂଚାରୁ ଢଙ୍ଗରେ ପରିଚାଳନା କରିପାରିନାହାନ୍ତି ।

ଆରଆଇ, ଅମିନ, ଆଇସିଡିଏସ୍ ସୁପରଭାଇଜର୍, ଏକ୍ସସାଇଜ୍ ଓ ପୋଲିସ ସବଇନ୍ସପେକ୍ଟର, ଓଡିଶା ସିଭିଲ୍ ସର୍ଭିସ୍, ଏସ୍ଡିଆଇପିଆରଓ ଏବଂ ପରିଶେଷରେ ଓଟିଇଟି ଭଳି ସମସ୍ତ ପରୀକ୍ଷାରେ ଦେଖାଦେଇଥିବା ବିଭ୍ରାଟକୁ ରୋକିବାରେ ସରକାର ସଂପୂର୍ଣ୍ଣ ବିଫଳ ହୋଇଛନ୍ତି । ଧର୍ମକୁ ଆଖିଠାର ସଦୃଶ୍ୟ ୧ କୋଟି ଟଙ୍କାର ଫାଇନ ଓ ୧୦ ବର୍ଷର ଜେଲ ଦଣ୍ଡର ଆଇନ ପ୍ରଣୟନ କଲେ ମଧ୍ୟ ସ୍ଥିତିରେ କୌଣସି ଉନ୍ନତି ପରିଲକ୍ଷିତ ହୋଇନାହିଁ ।

ଡ. ମହାନ୍ତି ଆହୁରି ମଧ୍ୟ କହିଥିଲେ ଯେ, ଆରଆଇ, ଅମିନ ପରୀକ୍ଷା ବିଭ୍ରାଟରେ ବିଜେପି ନେତାଙ୍କ ସଂପୃକ୍ତି ଥିବାର ଅଭିଯୋଗ ଆସିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାନାହିଁ । ଚଳିତ ଫେବ୍ରୁଆରୀ ମାସରେ ମାନ୍ୟବର ହାଇକୋର୍ଟ ଓଡିଶା ଜୁଡିସିିଆଲ ସର୍ଭିସ ପରୀକ୍ଷାର ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ କାରଣରୁ ପ୍ରତ୍ୟେକ ପରୀକ୍ଷାର୍ଥୀଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ଦେବାକୁ ଓପିଏସ୍ସିକୁ ନିଦେ୍ର୍ଦଶ ଦେଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହୋଇନାହିଁ । ନିଯୁକ୍ତି ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ଚୟନ କରିବା କ୍ଷେତ୍ରରେ ପକ୍ଷପାତିତା ପ୍ରଦର୍ଶନ କରି ସରକାର ଯଦି ସେମାନଙ୍କ ଭବିଷ୍ୟତ ସହ ଖେଳିବେ, ତାହା ହେଲେ ସଂପୂର୍ଣ୍ଣ ଶିକ୍ଷାବ୍ୟବସ୍ଥା ଭୁଶୁଡି ପଡିବ ।

ବାରମ୍ବାର ପରୀକ୍ଷା ବାତିଲ ହେବା ଯୋଗୁ ଛାତ୍ରଛାତ୍ରୀମାନଙ୍କ ଶାରୀରିକ, ମାନସିକ ଯନ୍ତ୍ରଣା ଓ ସମୟର ଅପଚୟକୁ ଦୃଷ୍ଟିରେ ରଖି କ୍ଷତିପୂରଣ ସହାୟତା ରାଶି ରାଜ୍ୟ ସରକାର ପ୍ରଦାନ କରନ୍ତୁ । ଓଟିଇଟି ପରୀକ୍ଷା ବିଭ୍ରାଟରେ ବୋର୍ଡ ସଭାପତି, ଉପସଭାପତି ଓ ବିଦ୍ୟାଳୟ ଏବଂ ଗଣଶିକ୍ଷାମନ୍ତ୍ରୀ ସମ ପରିମାଣରେ ଦାୟୀ ହୋଇଥିବା ବେଳେ ରାଜ୍ୟ ସରକାର କେବଳ ଡାଟାଏଣ୍ଟି ଅପରେଟର ଓ ଅଧସ୍ତନ କର୍ମଚାରୀଙ୍କୁ ଗିରଫ କରି ବାହାଦୁରୀ ନେବାକୁ ଚେଷ୍ଟା କରୁଛନ୍ତି । ଛାତ୍ର ସମାଜର ଉଦ୍ବେଗ ସରକାର ଯଦି ହୃଦବୋଧ କରୁଥିବେ, ବୋର୍ଡ ସଭାପତି ଏବଂ ଉପସଭାପତିଙ୍କ ବିରୋଧରେ ଦୃଷ୍ଟାନ୍ତମୂକଳ କାର୍ଯ୍ୟାନୁଷ୍ଠାନ ନେବା ସହ ଗଣଶିକ୍ଷା ମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ବିଜେଡି ଦାବି କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version