• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରା.ଉଦୟଗିରି ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ

Proprietor Abhimanyu Maharana by Proprietor Abhimanyu Maharana
August 2, 2025
in ଓଡ଼ିଶା, ଗଜପତି, ହୋମ୍
0
ରା.ଉଦୟଗିରି ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍)  :-  ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଳକ୍ ସାମ୍ବାଦିକ ସଂଘ ପକ୍ଷରୁ ଆଜି ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା କାର୍ଯ୍ୟ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଭାବେ ପୂର୍ବରୁ ରହିଆସିଥିବା ମମତାଜ୍ ମହମ୍ମଦ୍ ଙ୍କୁ ସର୍ବ ସମ୍ମତି କ୍ରମେ ପୁଣିଥରେ ମନୋନୀତ କରାଯାଇଥିବା ବେଳେ, ଉପ-ସଭାପତି ଭାବେ ଫିଲିମନ୍ କରାଡ ଙ୍କୁ ଚୟନ କରାଯାଇଛି । କୋଷାଧ୍ୟକ୍ଷ ଭାବେ ପୂର୍ବରୁ ରହିଥିବା ମିହିର ପ୍ରସାଦ ମାଳି ଙ୍କୁ ପୁନର୍ବାର ସେହି ଦାୟିତ୍ୱ ଦିଆଯାଇଥିବା ବେଳେ,ସଂପାଦକ ପଦବୀ ପାଇଁ ମନୋଜ କୁମାର ପଣ୍ଡା ଏବଂ ସନ୍ତୋଷ କୁମାର ପାଳ ଙ୍କ ମଧ୍ୟରେ ଭୋଟ କରାଯାଇଥିଲା ।

ଉପସ୍ଥିତ ଥିବା ୧୦ ଜଣ ସାମ୍ବାଦିକ ଙ୍କ ମଧ୍ୟରୁ ୯ ଗୋଟି ଭୋଟ ସନ୍ତୋଷ କୁମାର ପାଳ ଙ୍କୁ ମିଳିଥିବା ବେଳେ, ଗୋଟିଏ ମାତ୍ର ଭୋଟ ମନୋଜ କୁମାର ପଣ୍ଡା ଙ୍କୁ ମିଳିଥିଲା । ସେପଟେ, ସହ-ସଂପାଦକ ପାଇଁ ସର୍ବ ସମ୍ମତି କ୍ରମେ ପ୍ରଦୀପ କୁମାର ସ୍ୱାମୀ ଙ୍କୁ ଚୟନ କରାଯାଇ ଆଗାମୀ ଦିନରେ ସଂଘ ଭିତରେ ଯେପରି କୌଣସି ପ୍ରକାର ବିଶୃଙ୍ଖଳା ସୃଷ୍ଟି ନହେବ ସେଥିପ୍ରତି ସମସ୍ତେ ଦୃଷ୍ଟି ଦେବାପାଇଁ ସଭାପତି ଙ୍କ ସମେତ ଉପସ୍ଥିତ ସମସ୍ତ ସାମ୍ବାଦିକ ମାନେ ନିଜ ନିଜର ମତ ସାବ୍ୟସ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

March 15, 2026
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

March 15, 2026
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version