• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ : ଦାବି ପୂରଣ ନହେଲେ ଅଗଷ୍ଟ ୧୬ ରୁ ଆନ୍ଦୋଳନ ର ଚେତାବନୀ

Proprietor Abhimanyu Maharana by Proprietor Abhimanyu Maharana
August 5, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ : ଦାବି ପୂରଣ ନହେଲେ ଅଗଷ୍ଟ ୧୬ ରୁ ଆନ୍ଦୋଳନ ର ଚେତାବନୀ
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) :-  ରାଜ୍ୟ ଓଷ୍ଟା ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଓଷ୍ଟା ସଙ୍ଘ ପକ୍ଷରୁ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ , ଗଣଶିକ୍ଷା ମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ ଓ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସଚିବଙ୍କ ଉଦ୍ଦେଶ୍ୟରେ ୬ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବାଲିଗୁଡ଼ା ବ୍ଲକରେ କାର୍ଯ୍ୟରତ ସ୍କୁଲ୍ କଲେଜ୍ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ପକ୍ଷରୁ ଏହି ଦାବିପତ୍ର ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ଜରିଆରେ ପ୍ରେରଣ କରାଯାଇଛି ।

ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘର ବାଲିଗୁଡ଼ା ବ୍ଲକ୍ ସଭାପତି ସୁବାସ ଚନ୍ଦ୍ର ସାମଲ,ସମ୍ପାଦକ ଗଙ୍ଗାଧର ନାୟକ, ଉପଦେଷ୍ଟା ସୁରେନ୍ଦ୍ର ମହାରଣା, ଶିକ୍ଷକ ନେତା ସନାତନ ମଳିକ, ଗୌରାଙ୍ଗ ମହାରଣା,ଶରତ କୁମାର ନାୟକ, କୃପାସିନ୍ଧୁ ପଣ୍ଡାଙ୍କ ସମେତ ୫୦ ରୁ ଉର୍ଦ୍ଧ୍ୱ ଶିକ୍ଷକ ଓ କର୍ମଚାରୀ ଏକତ୍ରିତ ହୋଇ ବାଲିଗୁଡ଼ା ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାୟ ତିନି ଘଣ୍ଟା ସମୟ ଶାନ୍ତିପୂର୍ଣ୍ଣ ଧାରଣାରେ ବସିବା ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ ।

ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ କର୍ମଚାରୀମାନଙ୍କୁ ପେନସନ୍ ପ୍ରଦାନ, ଚାକିରି ସର୍ତ୍ତାବଳୀ,ଅବସର ବୟସ ୬୦ ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ ରେ ଅସଙ୍ଗତି ଦୂର ସହ ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଗୁଡ଼ିକୁ ଅନୁଦାନ ପ୍ରଦାନ ଦାବି କରିଛି ସଂଘ । ଚଳିତ ମାସ ୧୫ ତାରିଖ ସୁଦ୍ଧା ଯଦି ସରକାର ଏହି ସବୁ ଦାବି ପୂରଣ ନ କରନ୍ତି ତେବେ, ଅଗଷ୍ଟ ୧୬ ତାରିଖ ଦିନ ଭୁବନେଶ୍ଵରର ଠାରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ସଙ୍ଘ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version