• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଅଗଷ୍ଟ ୯ ଓ ୧୦ ତାରିଖରେ ଆୟୋଜିତ ହେବ ପ୍ରଥମ ଟାଇକନ ୨୦୨୫

Proprietor Abhimanyu Maharana by Proprietor Abhimanyu Maharana
August 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱରରେ ଅଗଷ୍ଟ ୯ ଓ ୧୦ ତାରିଖରେ ଆୟୋଜିତ ହେବ ପ୍ରଥମ ଟାଇକନ ୨୦୨୫
Share on FacebookShare on TwitterWhatsapp

X. ଟାଇ ଭୁବନେଶ୍ୱରର ୧୩ ବର୍ଷର ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ସଫଳତା ।

X. ଆସନ୍ତା ଅଗଷ୍ଟ ୯ ଓ ୧୦ ତାରିଖରେ ଓଡିଶାରେ ଆନ୍ତର୍ଜାତୀୟ ଉଦ୍ୟୋଗୀମାନେ ଏକାଠି ହେବେ ।

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଓଡିଶାରେ ୧୩ ବର୍ଷର ପ୍ରଭାବଶାଳୀ ଉପସ୍ଥିତି ପରେ ଟାଇ (ଟିଆଇଇ) ଭୁବନେଶ୍ୱର ଆସନ୍ତା ଅଗଷ୍ଟ ୯ ଓ ୧୦ ତାରିଖ, ୨୦୨୫ରେ ଭୁବନେଶ୍ୱରରେ ଆନ୍ତର୍ଜାତୀୟ ସ୍ୱୀକୃତି ସହିତ ଏକ ଜାତୀୟସ୍ତରୀୟ ଉଦ୍ୟୋଗିକତା ସମ୍ମିଳନୀ ଟାଇକନ ୨୦୨୫ର ଆୟୋଜନ କରିବା ପାଇଁ ପ୍ରସ୍ତୁତ ହୋଇଛି । ଏହି ସମ୍ମିଳନୀ ଉଦ୍ୟୋଗିକତା ଓ ଉଦ୍ଭାବନ ପାଇଁ ଏକ ବିକଶିତ କେନ୍ଦ୍ରରେ ପରିଣତ ହେବା ଦିଗରେ ଓଡିଶାର ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତାକୁ ଚିହ୍ନିତ କରୁଛି ।ଏହି ଦୁଇ ଦିବସୀୟ ସମ୍ମିଳନୀରେ ଭାରତ ଏବଂ ଶ୍ରୀଲଙ୍କା, ସିଙ୍ଗାପୁର, ୟୁଏଇ (ଦୁବାଇ) ଓ ୟୁଏସଏ ଭଳି ଦେଶଗୁଡିକରୁ ଉଦ୍ୟୋଗୀ ଓ ବିଶିଷ୍ଟ ବ୍ୟକ୍ତିମାନଙ୍କ ଅଂଶଗ୍ରହଣ କରିବେ । ଓଡିଶାକୁ ବ୍ୟବସାୟ ଓ ଉଦ୍ଭାବନ ପାଇଁ ଏକ ଆକର୍ଷଣୀୟ ଗନ୍ତବ୍ୟସ୍ଥଳୀ ଭାବେ ହାଇଲାଇଟ କରିବା ପାଇଁ ଡିଜାଇନ କରାଯାଇଥିବା ଟାଇକନ ୨୦୨୫କୁ ଓଡିଶା ସରକାରଙ୍କ ସହ ସହଭାଗିତାରେ ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଅଧିବେଶନ, ନେଟ୍‌ୱର୍କିଂ ସୁଯୋଗ ଏବଂ ୪ଟି ପ୍ରମୁଖ ପଦକ୍ଷେପର ଲଂଚ ସହ ସୁସଜ୍ଜିତ ରହିଛି ଯାହା ରାଜ୍ୟରେ ଉଦ୍ୟୋଗିକତାକୁ ପ୍ରୋତ୍ସାହିତ କରିବା ପାଇଁ ଲକ୍ଷ୍ୟ ରଖିଛି ।

୧. ଉଦ୍ୟୋଗିକତାର ସ୍ୱର- ଓଡିଶାର ଉଦ୍ୟୋଗୀମାନଙ୍କୁ ସଂଯୋଗ କରିବା, ସେମାନଙ୍କ ସମସ୍ୟାଗୁଡିକ ଉପରେ ତଥ୍ୟ ସଂଗ୍ରହ କରିବା ଏବଂ ପ୍ରାସଙ୍ଗିକ ଅଧିକାରୀଙ୍କ ନିକଟରେ କାର୍ଯ୍ୟକ୍ଷମଯୋଗ୍ୟ ମତାମତ ଦାଖଲ କରିବା ପାଇଁ ଏକ ତୃଣମୂଳସ୍ତରର ପଦକ୍ଷେପ ।

୨. ଓଡିଶାର ଶୀର୍ଷ ୧୦୦ ମହିଳା ଉଦ୍ୟୋଗୀ – ମହିଳା ଉଦ୍ୟୋଗୀମାନଙ୍କୁ ଚିହ୍ନଟ ଓ ଉତ୍ସାହିତ କରିବା ପାଇଁ ଏକ ସ୍ୱତନ୍ତ୍ର କ୍ୟାମ୍ପେନ ଯିଏ ରାଜ୍ୟର ଆଶାୟୀ ମହିଳାମାନଙ୍କ ପାଇଁ ରୋଲ ମଡେଲ ଭାବେ କାର୍ଯ୍ୟ କରିବେ ।

୩. ବିଦ୍ୟାଳୟ ପାଠ୍ୟକ୍ରମରେ ଉଦ୍ୟୋଗିକତା- ଉଦ୍ୟୋଗିକତାକୁ ବିଦ୍ୟାଳୟ ପାଠ୍ୟକ୍ରମରେ ଏକ ବିଷୟ ଭାବେ ଅନ୍ତର୍ଭୁକ୍ତ କରିବା ପାଇଁ ଏକ ପଦକ୍ଷେପ ଯାହା ଯୁବ ବୟସରୁ ପିଲାମାନଙ୍କଠାରେ ଏକ ଉଦ୍ୟୋଗୀ ମାନସିକତାକୁ ବିକଶିତ କରିବ ।

୪. ପ୍ରତ୍ୟେକ ବ୍ଲକରେ ଟାଇର ଉପସ୍ଥିତି- ଟାଇ ଭୁବନେଶ୍ୱରର ପହଂଚକୁ ଓଡିଶାର ପ୍ରତ୍ୟେକ ବ୍ଲକକୁ ବିସ୍ତାର କରିବା, ଯାହା କୌଣସି ଆଶାୟୀ ଉଦ୍ୟୋଗୀ ଯେପରି ପଛରେ ନରହିବେ ତାହା ନିଶ୍ଚିତ କରିବ ।

ଏହି କାର୍ଯ୍ୟକ୍ରମର ୨ୟ ଦିନରେ ‘ଏଆଇ ଆଣ୍ଡ ଏଂଟରପ୍ରେନ୍ୟୋସିପ୍‌’ ଉପରେ ଏକ ସ୍ୱତନ୍ତ୍ର ଅଧିବେଶନ ରହିବ, ଏଥିସହିତ ଜାତୀୟ ଓ ଆନ୍ତର୍ଜାତୀୟ ବିଶେଷଜ୍ଞମାନେ ରାଜ୍ୟକୁ ଭବିଷ୍ୟତ ପ୍ରସ୍ତୁତ କରିବା ପାଇଁ ଓଡିଶାର ଏଆଇ ନୀତି ଓ ରଣନୀତିଗୁଡିକ ଉପରେ ଆଲୋଚନା କରିବେ । ୧୦୦ରୁ ଅଧିକ ବିଦେଶୀ ଅଂଶଗ୍ରହଣକାରୀଙ୍କ ସମେତ ୫୦୦ରୁ ଅଧିକ ପ୍ରତିନିଧି ଏହି ବିଶାଳ ଉଦ୍ୟୋଗିକତା ସମ୍ମିଳନୀରେ ଯୋଗ ଦେବାର ସମ୍ଭାବନା ରହିଛି ।

ଏସମ୍ପର୍କରେ ଟାଇ ଭୁବନେଶ୍ୱରର ଅଧ୍ୟକ୍ଷ ଅୟସକାନ୍ତ ମହାନ୍ତି କହିଛନ୍ତି, “ଆମେ ଟାଇ ଗ୍ଲୋବାଲକୁ ଭୁବନେଶ୍ୱରକୁ ଟାଇକନ ଆଣିବା ପାଇଁ ଆବେଦନ କରିଥିଲୁ ଏବଂ ଆମେ ଖୁବ୍ ଖୁସି ଅନୁଭବ କରୁଛୁ ଯେ, ସେମାନେ ଏହାକୁ ଗ୍ରହଣ କରିଛନ୍ତି । ଟାଇକନ ୨୦୨୫ ଓଡିଶାର ଉଦ୍ୟୋଗୀ ଉତ୍ସାହକୁ ପାଳନ କରିବ ଏବଂ ଆମର ରାଜ୍ୟକୁ ବିଶ୍ୱର ବ୍ୟବସାୟ ମାନଚିତ୍ରରେ ଅବସ୍ଥାପିତ କରିବା ପାଇଁ ଏହା ଏକ ମଂଚ ହେବ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026
ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

June 25, 2026
ହୋଟେଲ ମାଲିକଙ୍କୁ ହତ୍ଯା ଅଭିଯୁକ୍ତକୁ ପୋଲିସ ର ଏନକାଉଣ୍ଟର

ହୋଟେଲ ମାଲିକଙ୍କୁ ହତ୍ଯା ଅଭିଯୁକ୍ତକୁ ପୋଲିସ ର ଏନକାଉଣ୍ଟର

June 25, 2026
ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026
ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version