• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରସୁଲଗଡ଼ ବାଲିଆପଟା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା

Proprietor Abhimanyu Maharana by Proprietor Abhimanyu Maharana
August 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରସୁଲଗଡ଼ ବାଲିଆପଟା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା
Share on FacebookShare on TwitterWhatsapp

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) :- ନୂଆସାହି, ବାଲିଆପଟା, ରସୁଲଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଇ. ଟି. ଆର୍ କଲେଜ ର ଶ୍ରୀଯୁକ୍ତ ଛନ୍ଦ୍ର ମାଧବ ମହାପାତ୍ର ଓ ସମ୍ମାନିତ ଅତିଥ୍ ଭାବେ, ମାନନୀୟ ସମ୍ପାଦକ,ଶିକ୍ଷା ବିକାଶ ସମିତି, ଓଡ଼ିଶା ପୂର୍ବ ସମ୍ଭୋଗ ଯୋଗ ଦେଇ ପ୍ରକଳ୍ପ ଉଦଘାଟନ ସହିତ ବିଜ୍ଞାନର ଆବଶ୍ୟକତା ସମ୍ପର୍କରେ ମାର୍ଗ ଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ କନିଷ୍ଠ ଉପ କନିଷ୍ଠ,  ଶିଶୁବର୍ଗ, ବାଲବର୍ଗ, କିଶୋର ବର୍ଗ ରେ ଶିଶୁ ବାଟିକା ଠାରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ୧୫୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା ।ସେହିପରି ଗଣିତ, ସଂସ୍କୃତି ଜ୍ଞାନ, ବିଜ୍ଞାନ ପ୍ରଶ୍ନ ମଞ୍ଚରେ ୫୦ ଜନ ଶିଶୁ ଅଂଶ ଗ୍ରହଣ କରିଥିଲେ । ଉଦଯାପନୀ ଉତ୍ସବରେ ଭୁବନେଶ୍ବର ର ଯୁବ ଉଦ୍ୟୋଗୀ ଓ ସମାଜସେବୀ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ସାମନ୍ତରାୟ ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ ।ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ବିଜୟ କୁମାର ରାଉତରାୟ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଭାପତି ଶ୍ରୀଯୁକ୍ତ ସରୋଜ ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ମଞ୍ଚ ପରିଚାଳିତ ହୋଇଥିଲା ।ବିଦ୍ୟାଳୟର ବିଜ୍ଞାନ ପ୍ରମୁଖ ଶ୍ରୀମତୀ ସୁପ୍ରଭା ବାରିକ ବିବରଣୀ ପାଠ କରିଥିଲେ। ପରିଚାଳନା ସମିତିର ଉପ ସଭାପତି ଶ୍ରୀମତୀ ମମତା ନାୟକ, ସଦସ୍ୟ ଶ୍ରୀଯୁକ୍ତ ସୁଶାନ୍ତି ରାଉତରାୟ, କୋଷାଧ୍ଯ ଷାଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ପଣ୍ଡା ଓ ଯୁଗ୍ମ ସମ୍ପାଦକ ଶ୍ରୀ ଚନ୍ଦ୍ର ଶେଖର । ସିଂ ଉପସ୍ଥିତ ଥିଲେ । ବିଦ୍ୟାଳୟର ସାଂସ୍କୃତିକ ପ୍ରମୁଖ ଶ୍ରୀମତୀ 1 ଗୁନମଞ୍ଜରୀ ମହାପାତ୍ରଙ୍କ ତତ୍ତ୍ବାବଧାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version