• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହରରେ ଅପରାଧୀଙ୍କ କାର୍ଯ୍ୟକଳାପ ଉପରମୁହାଁ ବସଷ୍ଟାଣ୍ଡରେ ସଂଘବଦ୍ଧ ଆକ୍ରମଣ ,ଅଟୋ ଚାଳକ ଆହତ

Proprietor Abhimanyu Maharana by Proprietor Abhimanyu Maharana
August 5, 2025
in ଓଡ଼ିଶା, ପୁରୀ, ହୋମ୍
0
ସହରରେ ଅପରାଧୀଙ୍କ କାର୍ଯ୍ୟକଳାପ ଉପରମୁହାଁ ବସଷ୍ଟାଣ୍ଡରେ ସଂଘବଦ୍ଧ ଆକ୍ରମଣ ,ଅଟୋ ଚାଳକ ଆହତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ବିଶ୍ବପ୍ରସିଦ୍ଧ ପୁରୀ ସହର । ଖୁବଶୀଘ୍ର ହେବ ମହାନଗର । ପର୍ଯ୍ୟଟନ ତୀର୍ଥ ସହରରେ ଅପରାଧୀଙ୍କ କାର୍ଯ୍ଯକଳାପ ଏବେ ଉପରମୁହାଁ ହୋଇଛି । ମଙ୍ଗଳବାର ଅପରାହ୍ନରେ ଜନଗହଳିପୂର୍ଣ୍ଣ ଶରଧାବାଲି ବସଷ୍ଟାଣ୍ଡରେ ସଂଘବଦ୍ଧ ଆକ୍ରମଣରେ ଜଣେ ଅଟୋ ଡ୍ରାଇଭର ଆହତ ହୋଇ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୧୫ରୁ ୨୦ ଜଣ ଯୁବକ ସଂଘବଦ୍ଧ ଆକ୍ରମଣ କରିବାରୁ କୁମ୍ଭାରପଡା ଥାନା ଅଞ୍ଚଳ ରାମଚଣ୍ଡୀ ସାହି ବାଲିଉପର ଅଟୋ ଡ୍ରାଇଭର ଜଗନ ବେହେରା (୨୨) ଆହତ ହୋଇଛନ୍ତି । ବସଷ୍ଟାଣ୍ଡ ତାରିଣୀ ମନ୍ଦିର ନିକନରେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ବସଷ୍ଟାଣ୍ଡରେ ଅଟୋ ଚାଳକଙ୍କ ଆଧିପତ୍ଯ ବଢିବାରେ ଲାଗିଛି ।

ପୋଲିସ ପ୍ରବେଶ ପଥ ଓ ପ୍ରସ୍ଥାନ ପଥରେ ଜଗି ନରହିବା ଯୋଗୁ ଅସାମାଜିକ କାର୍ଯ୍ଯ କଳାପ ବୃଦ୍ଧି ପାଉଛି । କୁମ୍ଭାରପଡା ଥାନା ପକ୍ଷରୁ ଘଟଣାର ଛାନଭିନ କରାଯାଉଛି । ରଥଯାତ୍ରା ସମୟରେ ଏସପି ବିନୀତ ଅଗ୍ରୱାଲ ବଦଳି ହୋଇଥିବା ବେଳେ ବର୍ତ୍ତମାନ ଏସପି ପିନାକ ମିଶ୍ର ବଦଳି ହେବାର ସମ୍ଭାବନା ରହିଛି ବୋଲି ଆଲୋଚନା ହେଉଛି । ଏହି ମାସକ ଭିତରେ ବଳିଆପଣ୍ଡା, ଟାଉନ ଥାନା ଅଞ୍ଚଳ, ବାସେଳୀ ସାହି ଥାନା ଅଞ୍ଚଳ, କୁମ୍ଭାରପଡା ଥାନା ଅଞ୍ଚଳ ଓ ସମୁଦ୍ରକୂଳ ଥାନା ଅଞ୍ଚଳରେ ଅପରାଧୀଙ୍କ ଉତ୍ପାତ ବଢିବାରେ ଲାଗିଛି । ପ୍ଲଟିଙ୍ଗ ବ୍ଯବସାୟ, ନିଶା କରବାର,ଜମି ଦଖଲ ଅଭିଯାନ, ବାଲି ଚୋରା ଚାଲାଣ, ଚୋରା କାଠ ବେପାରରୁ ଅସାମାଜିକ ଯୁବକ ଲକ୍ଷ ଲକ୍ଷ ଟଙ୍କା ବିନା ପରିଶ୍ରମରେ ହାତଉ ଥିବାରୁ ଅପରାଧୀଙ୍କ ଆଡା ଜମୁଛି ବୋଲି ବୁଦ୍ଧିଜୀବୀ ମାନେ କହୁଛନ୍ତି ।

ସଲା ସୁତରା ନ୍ଯାୟରେ ଅପରାଧୀ ମାନେ ସେମାନଙ୍କ ନେଟୱାର୍କ ବଢାଉଛନ୍ତି । ସହରରେ ଦିନକୁ ଦିନ ଛିନତାଇ, ଗାଡିଲୁଟ, ମୋବାଇଲ ଝାମ୍ପି ନେବା ଓ ଦୋକାନୀଙ୍କ ଠାରୁ ଦାଦା ବଟି ଆଦାୟ ଘଟଣା ବୃଦ୍ଧି ପାଉଛି । ଜନତାଙ୍କ ଧନଜୀବନ ରକ୍ଷା କରିବାରେ ପୋଲିସ ବିଫଳ ହେଉଛି ବୋଲି ଅଭିଯୋଗ ହେଉଛି । ଅପରାଧୀଙ୍କ ବିରୋଧରେ ଦଫା କୋହଳ ଲାଗିବା ଯୋଗୁ ଅପରାଧୀ କମ ଦିନରେ ଜେଲରୁ ଫେରି ପୁଣି କ୍ରାଇମ କ୍ରିଏଟ କରୁଥିବା ଘଟଣା ଦେଖିବାକୁ ମିଳୁଛି । ସବୁ ଥାନା ଅଞ୍ଚଳରେ ପିସିଆର ପାଟ୍ରୋଲିଂ କରିବା, ଚୋରି ଓ ଅପରାଧ ଘଟଣାରେ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ପାଇଁ ସାଧାରଣରେ ମତପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version