• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଣ୍ଡୁଆ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କର ଶ୍ରାଦ୍ଧ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 12, 2025
in ଓଡ଼ିଶା, କଟକ, ହୋମ୍
0
ପଣ୍ଡୁଆ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କର ଶ୍ରାଦ୍ଧ ଦିବସ ପାଳିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) :- ଉତ୍କଳ ଗ୍ରାମ ସ୍ବରାଜ୍ୟ ଓ ସରକାରୀ ଉଚ୍ଚବିଦ୍ୟାଳୟ ପଣ୍ଡୁଆ ମିଳିତ ଆନୁକୁଲ୍ୟରେ ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କର ଚଉରାଅଶୀତମ ତିରୋଧାନ ଦିବସ ଉପଲକ୍ଷେ ଉଚ୍ଚବିଦ୍ୟାଳୟ ପରିସରରେ ଉତ୍କଳ ଗ୍ରାମ ସ୍ବରାଜ୍ୟର ସଭାପତି କଳିଙ୍ଗରତ୍ନ ବ୍ରହ୍ମାନନ୍ଦ ମହାନ୍ତିଙ୍କ ସଭାପତିତ୍ବରେ ସ୍ମୃତିସଭା ଆୟୋଜନ କରାଯାଇଥିଲା । ସମସ୍ତ ଅତିଥିମାନଙ୍କ ସହିତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା ।

କବୟିତ୍ରୀ ଡକ୍ଟର ବସନ୍ତକୁମାରୀ ନନ୍ଦଙ୍କ ସଂଯୋଜନାରେ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ। ଡକ୍ଟର ଶ୍ରୀମତୀ ନନ୍ଦ ପିଲାମାନଙ୍କୁ ଗୀତ ମାଧ୍ୟମରେ ଭଲ କାମ କରିବାକୁ ଉତ୍ସାହିତ କରିବା ସହିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ।ଅତିଥିମାନେ ବିଶ୍ବକବିଙ୍କର ବିଭିନ୍ନ କୃତିତ୍ବର ସ୍ମୃତିଚାରଣ କରିବା ସହିତ ଭଲ ମଣିଷ ହେବାକୁ ବୁଝାଇଥିଲେ। ସଭାପତି କଳିଙ୍ଗରତ୍ନ ବ୍ରହ୍ମାନନ୍ଦ ମହାନ୍ତି ତାଙ୍କର ଅଭିଭାଷଣରେ ପିଲାମାନଙ୍କୁ ନୈତିକ ବିକାଶ କରି ଭଲ ମଣିଷ ହେବାପାଇଁ ପରାମର୍ଶ ଦେଇଥିଲେ।ମୁଖ୍ୟ ଅତିଥି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପଣ୍ଡିତ ନାଗୁଚରଣ ଦେବତା ସୁନ୍ଦର ଚେତନା ଜାଗ୍ରତକାରୀ ଗଳ୍ପ ଶୁଣାଇ ଏବଂ ବିଶିଷ୍ଟ ଅତିଥି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନିମାଇଁଚରଣ ମଲ୍ଲିକ ଶୈକ୍ଷିକ ମୂଲ୍ୟବୋଧର ବିକାଶ ସଂପର୍କରେ ମତବ୍ୟକ୍ତ କରିଥିଲେ ।

ସମ୍ମାନିତ ବକ୍ତା ଆଧ୍ଯାତ୍ମିକ ଚେତନା ପରିଷଦ ଓ “ବିଭୁବୈଭବ”ର ସଂପାଦକ ଲୋକଶିକ୍ଷକ ଲଷ୍ମୀପ୍ରସାଦ ଆଚାର୍ଯ୍ଯ ବିଶ୍ବକବି ରବୀନ୍ଦ୍ରନାଥ ଠାକୁରଙ୍କର ସାଧନାର ସଫଳତାର ଉଦାହରଣ ଦେଇ ଭୟଶୂନ୍ୟ, ନିରଳସ ଭାବେ ଉଦ୍ୟମ କରିବାକୁ ବୁଝାଇବା ସହିତ ବିଶ୍ବକବିଙ୍କ ରଚିତ ଗୀତାଞ୍ଜଳୀର ଏକ ଓଡିଆ ଅନୁବାଦ କବିତା ପାଠ କରିଥିଲେ।ଶିକ୍ଷାବିତ ତଥା ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଦେବାଶିଷ ଲେଙ୍କା ବିଶ୍ବକବିଙ୍କ ସାହିତ୍ୟ,ଦର୍ଶନ,ସଂଗୀତ ଓ ନାଟକ ଅମର ହୋଇ ରହିବ ପ୍ରକାଶ କରିଥିବା ବେଳେ ସମ୍ମାନିତ ଅତିଥି ଡକ୍ଟର ଭଗବତୀ ଖଟୁଆ ,ଡକ୍ଟର ନିରଞ୍ଜନ ଖଟୁଆ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ତଥା ଶୁଭଶ୍ରୀ ସାହିତ୍ୟ ସଂସଦର ସଂପାଦିକା ଡକ୍ଟର ବସନ୍ତମଞ୍ଜରୀ ଦାସ ଓ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର,

ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ ଶ୍ରୀଯୁକ୍ତ ଭାଗ୍ୟଧର ସ୍ବାଇଁ ପ୍ରମୁଖ ନିଜର ଅଭିଭାଷଣରେଏସିଆ ମହାଦେଶର ପ୍ରଥମ ନୋବେଲ ପୁରସ୍କାର ବିଜେତା, ଦୁଇଟି ଦେଶର ଜାତୀୟ ସଂଗୀତର ରଚୟିତା ବିଶ୍ବକବି ତଥା ବିଶ୍ବଗୁରୁଙ୍କ ରବୀନ୍ଦ୍ରନାଥ ଠାକୁରଙ୍କର କାଳଜୟୀ କୃତିତ୍ବର ସ୍ମୃତିଚାରଣ କରିଥିଲେ । ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଉପାଧ୍ୟକ୍ଷ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ରଙ୍କୁ ବିଶ୍ବକବି ରବୀନ୍ଦ୍ରନାଥ ଠାକୁର ସମ୍ମାନରେ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀଙ୍କ ତତ୍ତ୍ବାବଧାନରେ ଏବଂ ସମସ୍ତ ଛାତ୍ରଛାତ୍ରୀମାନଙ୍କ ଉପସ୍ଥିତିରେ ସ୍ମୃତିସଭାଟି ସାଫଲ୍ଯମଣ୍ଡିତ ହୋଇଥିଲା । ଅତିଥିମାନଙ୍କ ଦ୍ବାରା ବିଦ୍ୟାଳୟର ପରିସରରେ ବୃକ୍ଷରୋପଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version