• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଇଟିଆଇ ପାଠ୍ୟକ୍ରମର ଉନ୍ନତିକରଣ ରୋଡମ୍ୟାପ୍‌ ପାଇଁ ଓଡ଼ିଶା ପ୍ରମୁଖ ଶିଳ୍ପୋଦ୍ୟୋଗୀମାନଙ୍କୁ ଏକାଠି କରିଛି ଆଇଟିଆଇ ଉନ୍ନତିକରଣ ପାଇଁ ଜାତୀୟ ଯୋଜନା ଉପରେ ପରାମର୍ଶଦାତା କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
August 13, 2025
in Uncategorized
0
ଆଇଟିଆଇ ପାଠ୍ୟକ୍ରମର ଉନ୍ନତିକରଣ ରୋଡମ୍ୟାପ୍‌ ପାଇଁ ଓଡ଼ିଶା ପ୍ରମୁଖ ଶିଳ୍ପୋଦ୍ୟୋଗୀମାନଙ୍କୁ ଏକାଠି କରିଛି ଆଇଟିଆଇ ଉନ୍ନତିକରଣ ପାଇଁ ଜାତୀୟ ଯୋଜନା ଉପରେ ପରାମର୍ଶଦାତା କର୍ମଶାଳା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :-  ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଆଜି ରାଜ୍ୟରେ ବୈଷୟିକ ଶିକ୍ଷାର ଭବିଷ୍ୟତ ଗଠନ ପାଇଁ ନୀତି ନିର୍ଦ୍ଧାରକ, ଶିଳଳ୍ପୋଦ୍ୟୋଗୀ ଏବଂ ତାଲିମ ବିଶେଷଜ୍ଞଙ୍କୁ ଏକତ୍ରିତ କରି ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ ହୋଇଯାଇଛି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା (ଏମ୍‌ଏସଡିଇ)ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ମିଳିତ ଭାବରେ ଆୟୋଜିତ ଏହି କର୍ମଶାଳାରେ ହବ୍‌-ଏଣ୍ଡ-ସ୍ପୋକ୍‌ ମଡେଲ୍‌ ମାଧ୍ୟମରେ ୧୦୦୦ ଆଇଟିଆଇକୁ ଅପଗ୍ରେଡେସନ କରିବା ତଥା ଭାରତ ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ରଣନୀତି ଉପରେ ଆଲୋଚନା କରାଯାଇଥିଲା ।

ଶିଳ୍ପ ଅଂଶଗ୍ରହଣ ହେଉଛି ଯୋଜନାର ମୂଳଦୁଆ, ଯାହା ଦକ୍ଷତାକୁ ଆକାଂକ୍ଷୀ, ଶିଳ୍ପ-ସମନ୍ୱିତ ଏବଂ ଫଳାଫଳ ସମର୍ଥ କରିପାରବ ବୋଲି ଏମ୍‌ଏସଡିଇର ସଚିବ ଶ୍ରୀ ରଜିତ ପୁନ୍‌ହାନି ଗୁରୁତ୍ୱାରୋପ କରିଥିଲେ । ଏମ୍‌ଏସଡିଇର ଅତିରିକ୍ତ ସଚିବ ଶ୍ରୀମତୀ ସୋନାଲ ମିଶ୍ର ଯୋଜନାର ଦୃଷ୍ଟିକୋଣ ଉପରେ ଆଲୋକପାତ କରିଥିଲେ ଏବଂ ମହତ୍ୱାକାଂକ୍ଷୀ କ୍ଷେତ୍ରଗୁଡ଼ିକର ଚାହିଦା ପୂରଣ କରିବା ପାଇଁ ଦୃଢ଼ ସରକାରୀ ଶିକ୍ଷା କ୍ଷେତ୍ରରେ ସହଯୋଗ ପାଇଁ ଆହ୍ୱାନ କରିଥିଲେ । ଓଡ଼ିଶାର ପ୍ରସ୍ତୁତି ଉପରେ ଆଲୋକପାତ କରି, ଦକ୍ଷତା ବିକାଶ ତଥା ନିୟୋଜନର ନିର୍ଦ୍ଦେଶକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ରଶ୍ମିତା ପଣ୍ଡା ଆଇଟିଆଇଗୁଡ଼ିକୁ ଆଧୁନିକୀକରଣ,

ଉନ୍ନତ ପ୍ରଯୁକ୍ତିବିଦ୍ୟାକୁ ସମନ୍ୱି୍‌ିତ କରିବା ଏବଂ ହବ୍‌ ଏବଂ ସ୍ପୋକ୍‌ ମଡେଲରେ ଶିଳ୍ପ ସହଭାଗୀତାକୁ ବିସ୍ତାର କରିବା ପାଇଁ ରାଜ୍ୟର ରୋଡମ୍ୟାପ୍‌ ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ ଶ୍ରୀ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ସମେତ ଓଡ଼ିଶା ସରକାରଙ୍କ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । କର୍ମଶାଳାରେ ଅଗ୍ରଣୀ କର୍ପୋରେଟ୍‌, ସାଧାରଣ ଉଦ୍ୟୋଗ ଏବଂ ତାଲିମ ପ୍ରତିଷ୍ଠାନ, ଆଇଟିଆଇଗୁଡ଼ିକର ପ୍ରିନ୍ସିପାଲ ଏବଂ ଅଧ୍ୟାପକ, ଜିଲ୍ଲା ଦକ୍ଷତା ବିକାଶ-ସହ-ନିଯୁକ୍ତ ଅଧିକାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ । ଭିତ୍ତିଭୂମି ଆଧୁନିକୀକରଣ, ଆଇଟିଆଇଗୁଡ଼ିକୁ ଶିଳ୍ପ-ଉପଯୋଗ ହେବା ପାଇଁ ଶିଳ୍ପଭିତ୍ତିକ ପାଠ୍ୟକ୍ରମ ପ୍ରଚଳନ ଉପରେ ଆଲୋଚନା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version