ଖଣ୍ଡପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ବାଇଗୁଣିଆସ୍ଥ ପଠାଣି ସାମନ୍ତ ମହାବିଦ୍ୟାଳୟ ପରିସରରେ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦେଶକ୍ରମେ ୧୪ ତାରିଖ ଦିନ ୧୦ଟାରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହେଇଯାଇଛି



© 2023 Odisha Taza News.