• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ : ପ୍ରତିନିଧି ଦଳ – କେନ୍ଦୁଝର

Proprietor Abhimanyu Maharana by Proprietor Abhimanyu Maharana
September 9, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ : ପ୍ରତିନିଧି ଦଳ – କେନ୍ଦୁଝର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର :– ଏଆଇସିସି ଦ୍ୱାରା ଗଠିତ ଟିମ୍ ଆଜି କେଉଁଝର ବନ୍ୟାଂଚଳ ଗ୍ରସ୍ତ କରିବା ସହିତ କ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତ କରିଥିଲେ । ଟିମ୍‌ରେ ଥିବା ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା ଓ କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ଶ୍ରୀ ତାରାପ୍ରସାଦ ବାହିନୀପତିଙ୍କ ସହ କେନ୍ଦୁଝର ଜିଲ୍ଳା କଂଗ୍ରେସ ସଭାପତି ମୋହନ ପରିଡ଼ା, ପିସିସି ସାଧାରଣ ସଂପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ଜିଲ୍ଳା ଯୁବ କଂଗ୍ରେସ ସଭାପତି ସୋମେସ ଧିର, ଜିଲ୍ଳା ମହିଳା କଂଗ୍ରେସ ସଭାନେତ୍ରୀ ସଂଗିତା ସିଂହଙ୍କ ସମେତ ଜିଲ୍ଳା କଂଗ୍ରେସ କମିଟିର କର୍ମକର୍ତା ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପାଟଣା ବ୍ଲକର କିଛି ଅଂଚଳ, ସାହାରପଡ଼ା ବ୍ଲକର କିଛି ଅଂଚଳ,

ଘସିପୁରା ବ୍ଲକର ବାଟୋ ଓ ସାଳଦେଇ ଗ୍ରାମ ପଂଚାୟତର କିଛି ଅଂଚଳ, ଆନନ୍ଦପୁର ଓ ହାଟଡିହ ବ୍ଲକର ବହୁପଂଚାୟତ ସଂପର୍କରେ ଜିଲ୍ଳା ପ୍ରଶାସନ ସହ ପ୍ରଭାବିତ ଚାଷୀ ଓ ଗରୀବ ଲୋକଙ୍କ ବନ୍ୟା ଦୁର୍ଗତି ଓ ପରିବର୍ତୀ ସାହାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲା ପ୍ରଶାସନକୁ ଭେଟିଲାପରେ ଜିଲ୍ଳା କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଜେନା ଓ ବାହିନୀପତି କେନ୍ଦୁଝର ଜିଲ୍ଲାର ବନ୍ୟାରେ କ୍ଷତିଗ୍ରସ୍ତ ଚାଷୀ ଓ ଗରୀବ ଲୋକଙ୍କୁ ରାଜ୍ୟ ସରକାର ଘୋଷଣା କରିଥିବା ୫୦କେଜି ଚାଉଲ ଓ ୫୦୦ ଟଙ୍କା ମିଳିନଥିବାରୁ କ୍ଷୋଭ ପ୍ରକାଶ କରିଥିଲେ ଏବଂ ରିଲିଫ୍ ଯୋଗାଣାରେ ଅନିୟମିତା ହେଉଛି ବୋଲି ଅଭିଯୋଗ କରିଥିଲେ । ଯେଉଁ ଲୋକମାନେ ପାଣିଘେରରେ ରହି ହନ୍ତସନ୍ତ ହେଉଛନ୍ତି ତାଙ୍କୁ ରିଲିଫ ମିଳିନାହିଁ ତାହା ଦୁଃଖ ଓ ପରିତାପର ବିଷୟ ବୋଲି କହିଛନ୍ତି । ଚାଷୀମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଓ ଭାଙ୍ଗିଯାଇଥିବା ଘରଗୁଡ଼ିକ ନିର୍ମାଣ ପାଇଁ ତୁରନ୍ତ ଆର୍ଥିକ ସାହାଯ୍ୟ ଯୋଗାଇଦେବା ଏବଂ ଚାଷୀଙ୍କୁ ଋଣଛାଡ଼ ସହ ରାଜ୍ୟ ସରକାର ଘୋଷଣା କରିଥିବା ଚାଉଲ ଓ ଟଙ୍କା ତୁରନ୍ତ ଦେବା ପାଇଁ ଦାବୀ କରିଥିଲେ ।

ଘସିପୁରା ବ୍ଲକରେ ବୈତରଣୀର ଦକ୍ଷିଣପାଶ୍ୱର୍ରେ ଦୁଇ ଦୁଇଟା ଘାଇ ହୋଇଥିବାରୁ ବନ୍ୟା ପରିସ୍ଥିତି ଉପୁଜିଛି ଯାହାଫଳରେ କି ଲୋକାମନେ ପାଣିଘେରରେ ରହିଥିଲେ । ସେହିପରି ଖୁସେଇ ନଦୀ ଉପରେ ଏପର୍ଯ୍ୟନ୍ତ ବେଲବାହାଳି ସେତୁର ନିର୍ମାଣ କାର୍ଯ୍ୟ ହୋଇପାରି ନାହିଁ । ଜିଲ୍ଳା ଖଣିଜ ପ୍ରତିଷ୍ଠାନର (ଡିଷ୍ଟିକ୍ଟ ମିନେରାଲ ଫଣ୍ଡ) ଅର୍ଥ ସେହି ଜିଲ୍ଳାରେ ଖର୍ଚ୍ଚ ନହୋଇ ଅନ୍ୟ ଜିଲ୍ଳାରେ ଖର୍ଚ୍ଚ ହୋଇଥିବାରୁ ଜନଅସନ୍ତୋଷ ତେଜୁଛି । ପ୍ରଧାନମନ୍ତ୍ରୀ ଅବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନା ଚିଠା କେବଳ ବିଜେଡ଼ି ଦଳର କର୍ମୀ, ନେତା ଓ ସମର୍ଥକଙ୍କୁ ମିଳୁଛି ବୋଲି ଅଭିଯୋଗ ପାଇଲାପରେ ବନ୍ୟା କମିଟି ଅସନ୍ତୋଷ ପ୍ରକାଶ କରିଛନ୍ତି ।

ସେହିପରି ଜାତୀୟ ରାଜପଥ ୨୦ (୨୧୫) ଅତି କଦର୍ଯ୍ୟ ଅବସ୍ଥାରେ ଥିବାରୁ ସାଧାରଣ ଲୋକଙ୍କ ଯିବାଆସିବାରେ ବହୁ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଜିଲ୍ଲାପାଳ କ୍ଷୟକ୍ଷତିର ହିସାବ ସରକାରଙ୍କୁ ନଦେଇ ସରକାରୀ ଦଳର ଏଜେଣ୍ଟ ଭଳି କାର୍ଯ୍ୟ କରି ଗରୀବ ଚାଷୀଙ୍କୁ ଠକି ଚାଲିଛନ୍ତି । ବନ୍ୟାକୁ ନିୟନ୍ତ୍ରଣ କରିବା ପାଇଁ କଂଗ୍ରେସ ସରକାର ସମୟରେ ବହୁ ଯୋଜନା ଆରମ୍ଭ କରାଯାଇଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ ସଂପୂର୍ଣ୍ଣ ହୋଇପାରି ନାହିଁ ଏହା ଦୁଃଖ ଓ ପରିତାର ବିଷୟ । ସରକାର ଯଦି ସାଧାରଣ ଗରୀବ ଓ ଚାଷୀଙ୍କ କଥା ନବୁଝନ୍ତି ପରବର୍ତୀ ସମୟରେ ବିଧାନସଭା ଭିତରେ ଓ ବାହାରେ ଯୋରଦାର ଆନ୍ଦୋଳନ କରାଯିବ ବୋଲି ଶ୍ରୀ ଜେନା ଓ ବାହିନୀପତି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version