• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଧର୍ମପ୍ରାଣ ମହିଳା ବେଳମତୀ ସାହୁଙ୍କ ପରଲୋକ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
September 9, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଧର୍ମପ୍ରାଣ ମହିଳା ବେଳମତୀ ସାହୁଙ୍କ ପରଲୋକ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ସେପ୍ଟେମ୍ବର ବୁଧବାର) ପଦ୍ମପୁର :–ପାଇକମାଲ ବ୍ଲକ ମାଣ୍ତୋସିଲ ଗ୍ରାମ ପଞ୍ଚାୟତ ଡୁମ୍ବେରବାହାଲ ଗ୍ରାମ ସାମ୍ବାଦିକ ବନବସ ସାହୁଙ୍କ ମାତା ଧର୍ମପ୍ରାଣା ମହିଳା ବେଳମତୀ ସାହୁଙ୍କ ୯୦ ବର୍ଷ ବୟସରେ ଗତ ରାତିରେ ପରଲୋକ ହୋଇଯାଇଛି  । ସ୍ବର୍ଗୀୟା ସାହୁଙ୍କ ପରିବାର ଗତ ୨୩ ବର୍ଷ ହେଲା ଅତାବିରା ଥାନା ଜହ୍ନାପଡା କର୍ଣ୍ଣାଟିକା ଗ୍ରାମରୁ ଆସି ପାଇକମାଲ ବ୍ଲକ ମାଣ୍ତୋସିଲ ଗ୍ରାମ ପଞ୍ଚାୟତ ଡୁମ୍ବେରବାହାଲ ଗ୍ରାମରେ ରହି ଚାଷବାସ କରି ଆସୁଛନ୍ତି  ।

ବେଳମତୀ ସାହୁ ଜଣେ ଧର୍ମପ୍ରାଣ, ପରୋପକାରୀ,ମିଷ୍ଟଭାଷିଣୀ ତଥା ଯେ କେହି ହୁଅନ୍ତୁ ନା କାହିଁକି ସମସ୍ତଙ୍କ ପ୍ରତି ଅନାବିଳ ସ୍ନେହ ମମତା ରହିଥିଲା । ସେ ଗତ କିଛି ମାସ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଶଯ୍ଯାଶାୟୀ ଥିଲେ । ତାଙ୍କ ମୃତ୍ୟୁ ଶଯ୍ଯା ନିକଟରେ ଚାରିପୁଅ ସନ୍ତୋଷ ସାହୁ, ଶିବ ପ୍ରସାଦ ସାହୁ, ଲୋଚନ ସାହୁ, ସାମ୍ବାଦିକ ବନବସ ସାହୁ, ଚାରି ବୋହୁ,ନାତି ନାତୁଣୀ,ନାତି ବୋହୁ ମାନେ ଉପସ୍ଥିତ ଥିଲେ । ଆଜି ସକାଳେ ସ୍ଥାନୀୟ ଶ୍ମଶାନ ଘାଟରେ ଠାରେ ଜ୍ଯେଷ୍ଠ ପୁଅ ସନ୍ତୋଷ ସାହୁ ମୁଖାଗ୍ନି ଦେଇ ଥିଲେ । ତାଙ୍କ ବିୟୋଗରେ ସଂପୃକ୍ତ ଅଞ୍ଚଳରେ ତଥା ଚିହ୍ନା ପରିଚିତ ମହଲରେ ଶୋକ ର ଛାୟା ଖେଳିଯାଇଛି  । (ରିପୋର୍ଟ -ନିରୋଜ କୁମାର ପାଣୀ)

ରିପୋର୍ଟ  – ନିରୋଜ କୁମାର ପାଣୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version