• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡାକ୍ତର ହେବେ ପ୍ରଥମ ଆଦିମ ଦିଦାୟୀ ଯୁବତୀ ଚମ୍ପା ରାସପେଦା, ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
August 17, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଡାକ୍ତର ହେବେ ପ୍ରଥମ ଆଦିମ ଦିଦାୟୀ ଯୁବତୀ ଚମ୍ପା ରାସପେଦା, ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଚମ୍ପା ରାସପେଦାଙ୍କୁ ଶୁଭେଚ୍ଛା । ଡାକ୍ତର ହେବେ ଖଇରପୁଟ ବ୍ଳକ୍ ନାକାମାମୁଡି ଗ୍ରାମ ପଞ୍ଚାୟତର ଆମ୍ଲିବେଡ଼ା ଗ୍ରାମର ଆଦିମ ଦିଦାୟୀ ଜନଜାତି ଯୁବତୀ ଚମ୍ପା ରାସପେଦା । ନିଟ ପରୀକ୍ଷାରେ କୃତକାର୍ଯ୍ୟ ପରେ ଚମ୍ପା ରାସପେଦାଙ୍କୁ ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ପ୍ରତିଭାଶାଳୀ ଯୁବତୀ ଚମ୍ପା ପ୍ରଥମ ପ୍ରୟାସରେ ସଫଳତାର ସହ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଚମ୍ପା ନିଜ ଦୃଢ ଇଚ୍ଛା ଶକ୍ତି ଏବଂ କଠିନ ପରିଶ୍ରମ ଯୋଗୁଁ ଏହି ସଫଳତା ପାଇଛନ୍ତି । ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପଢ଼ିବେ ଚମ୍ପା ।

ତାଙ୍କର ଏହି ସଫଳତା ନିଶ୍ଚୟ ଅନ୍ୟ ଯୁବକ ଯୁବତୀ ଓ ବିଶେଷ ଭାବେ ଝିଅ ମାନଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ଜିଲ୍ଲାପାଳ । ଆଦିମ ଦିଦାୟୀ ଜନଜାତିର ପ୍ରଥମ ମହିଳା ଭାବେ ଚମ୍ପା ଏହି ସଫଳତା ହାସଲ କରି ଇତିହାସ ରଚିଛନ୍ତି। ବାପା ଲାଛମୁ ରାସପେଦା ଜଣେ ଗରିବ ଚାଷୀ। ଚମ୍ପା ଚିତ୍ରକୋଣ୍ଡା ଏସଏସଡି ବାଳିକା ବିଦ୍ୟାଳୟରୁ ୨୦୧୯ ରେ ଦଶମ ଶ୍ରେଣୀ ପରୀକ୍ଷା ଉତ୍ତୀର୍ଣ୍ଣ ହୋଇଥିଲେ। ତାପରେ ଗୋବିନ୍ଦପାଲ୍ଲୀ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଯୁକ୍ତ ଦୁଇ ବିଜ୍ଞାନରେ ଉତ୍ତୀର୍ଣ୍ଣ ହୋଇଥିଲେ। ସେ ପ୍ରଥମରୁ ପଞ୍ଚମ ନନ୍ଦିନୀଗୁଡା ଏସଏସଡି ଇଜୁକେସନାଲ କମ୍ପ୍ଲେକ୍ସ ଠାରେ ଅଧ୍ୟୟନ କରିଥିଲେ।

ନିଜର କଠିନ ଅଧ୍ୟବସାୟ, ଦୃଢ଼ ସଂକଳ୍ପ ଓ ଅନେକ ସଙ୍ଘର୍ଷ ପରେ ଏହି ଗୌରବ ହାସଲ କରିଛନ୍ତି ଚମ୍ପା। ଏହି ସଫଳତା ପାଇଁ ବଡବେଲ ବାଳିକା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ଉତ୍କଳ କେଶରୀ ଦାସଙ୍କୁ ସେ ଶ୍ରେୟ ଦେଇଛନ୍ତି । ଯୁକ୍ତ ୨ ପରେ ଶିକ୍ଷକ ତାଙ୍କ ଭଉଣୀଙ୍କ ପାଖରେ ରଖି ନିଜସ୍ଵ ଅର୍ଥରେ ବାଲେଶ୍ବରର ଏକ କୋଚିଂ ସେଣ୍ଟରରେ ତାଲିମ ନେବାରେ ସହଯୋଗ କରିଥିଲେ । ଏବେ ତାଙ୍କ ସଫଳତା ପାଇଁ ତାଙ୍କ ଗ୍ରାମ ସମେତ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି । ଜିଲ୍ଲା ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ହଳଧର ଶବର ଓ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ ମଧ୍ୟ ତାଙ୍କ ସଫଳତାରେ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version