• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରଣପୁର ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ….

ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ - କୋର୍ଟ

Proprietor Abhimanyu Maharana by Proprietor Abhimanyu Maharana
August 18, 2025
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ଅବକାରୀ ହାଜତରେ ପୁଅ ଓ ଦୃଷ୍ଟିହୀନ ବାପ ଙ୍କୁ ମାଡ଼ ଘଟଣା ….

?????????????????????????????????????????????????????????

Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ରଣପୁର ଅବକାରୀ ଥାନା ହାଜତ ଭିତରେ ପୁଅ ଓ ଦୃଷ୍ଟିହୀନ ବାପା ଙ୍କୁ ମାଡମରା ସହିତ ଅଭିଯୁକ୍ତଙ୍କୁ ନିର୍ଯାତନା ଘଟଣାରେ ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ । ଦୁଚନା ଅନୁସାରେ ରଣପୁର ଥାନା ଅନ୍ତର୍ଗତ ଲତାର ଗ୍ରାମର ଦୃଷ୍ଟିହୀନ ବାପା ପୁର୍ଣଚନ୍ଦ୍ର ରାୟ ଓ ପୁଅ ସମ୍ବିତ ରାୟଙ୍କୁ ଗତ ଗୁରୁବାର ସ୍ଥାନୀୟ ଅବକାରୀ ବିଭାଗ ଘରୁ ଗିରଫ କରିଥିଲା । ତାଙ୍କ ଠାରୁ ୫ ଲିଟର ସ୍ପିରିଟ ସହିତ କିଛି ଠିପି କାଚ ବୋତଲ କୁ ମଧ୍ୟ୍ୟ ଜବତ କରିଥିଲା । ବାପ ପୁଅ ଙ୍କ ନାମରେ ଅବକାରୀ ଥାନାରେ ମାମଲା ନମ୍ବର ୨ ଏସିସି ୪୨/୨୦୨୫ ରୁଜୁ କରି ଗୁରୁବାର ଅପରାହ୍ଣ ରେ ରଣପୁର କୋର୍ଟ କୁ ଚାଲାଣ କରିଥିଲା l

ତେବେ ହାଜତରେ ଅଭିଯୁକ୍ତ ଦ୍ୱୟଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ଙ୍କ ପକ୍ଷରୁ ଓକିଲ ନୃସିଂହ କୁମାର ବର୍ଦ୍ଧନ ସାମନ୍ତ ମୋକଡ଼ମ ଦାୟର କରିଛନ୍ତି ଆଇନଜୀବୀ ନୃସିଂହ କୁମାର ବର୍ଧନଙ୍କ ସୂଚନା ଅନୁଯାୟୀ, ରଣପୁର ଅବକାରୀ ଥାନା ହାଜତରେ ତାଙ୍କ ମହକିଲଙ୍କୁ ଅମାନୁଷିକ ଭାବେ ମାଡ ମାରି ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଇଛି । ଅଭିଯୋଗକୁ ଗ୍ରହଣ କରି ରଣପୁର ମାଜିଷ୍ଟ୍ରେଟ ପୁଣ୍ୟସ୍ଲୋକ ଦାଶ ନୟାଗଡ଼ ଅବକାରୀ ଅଧୀକ୍ଷକଙ୍କୁ ସ୍ପଷ୍ଟୀକରଣ ମାଗିବା ସହ ରଣପୁର ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଅଭିଯୁକ୍ତଙ୍କୁ ଚିକିତ୍ସା କରାଇ ଡାକ୍ତରଙ୍କ ରିପୋର୍ଟ ଦାଖଲ ପାଇଁ ନିର୍ଦେଶ ଦେଇଛନ୍ତି ।

ଅପର ପକ୍ଷରେ ଅବକାରୀ ଥାନା ଉପନିରୀକ୍ଷକ ଅର୍ପିତାରାଣୀ ସାହୁ କୁହନ୍ତି, କଟକ ଅବକାରୀ ସ୍କ୍ୱାଡ୍‌ ସହ ମିଳିତ ଚଢାଉ ହୋଇଥିଲା । ମୁଁ ହାଜତରେ ନିର୍ଯାତନା କାହାରିକି ଦେଇନାହିଁ। ରଣପୁର ଜେଲ ସୁପରିଣ୍ଟେଣ୍ଡେଣ୍ଟ ବିନାୟକ ସାହୁ କୁହନ୍ତି ଆମ୍ଭେ ବିଚାରାଧୀନଙ୍କୁ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇବା ସହ ଡାକ୍ତର ଦେଇଥିବା ରିପୋର୍ଟ ଅଦାଲତରେ ଦାଖଲ କରିଛୁ । ଅଭିଯୁକ୍ତଙ୍କ ଓକିଲ ଏ ନେଇ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି । ଏଭଳିସ୍ଥଳେ କୋର୍ଟ ଅଭିଯୁକ୍ତ ବାପା ଓ ପୁଅ ଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version