• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାରଳାଖେମୁଣ୍ଡି ପୋଲିସକୁ ପୁଣି ମିଳିଲା ଏକ ବଡ ସଫଳତା

ଅପହୃତ ଗ୍ରାନାଇଟ ମ୍ୟାନେଜର ଆନ୍ଧ୍ରରୁ ଉଦ୍ଧାର ୭ ଅପହରଣକାରୀ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 18, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୋଲିସକୁ ପୁଣି ମିଳିଲା ଏକ ବଡ ସଫଳତା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ପାରଳାଖେମୁଣ୍ଡି ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି. ଗ୍ରାନାଇଟ ମ୍ୟାନେଜରଙ୍କୁ ଅପହରଣ କରି ନେବା ସହ 10 ଲକ୍ଷ ଟଙ୍କା ଦାବି କରିବା ଘଟଣାରେ ପୋଲିସ 7 ଜଣଙ୍କୁ ଆନ୍ଧ୍ରରୁ ଗିରଫ କରିଛି. ଗ୍ରାନାଇଟ ମ୍ୟାନେଜରକୁ ମଧ୍ୟ ପୋଲିସ ଉଦ୍ଧାର କରିଥିବା ସୂଚନା ମିଳିଛି. ଘଟଣାରୁ ପ୍ରକାଶଯେ, ପାରଳାଖେମୁଣ୍ଡି ସହର ଉପକଣ୍ଠର ଢାମଣୀ ଗ୍ରାମରେ ଥିବା ଶ୍ରୀହରି ଗ୍ରାନାଇଟର ମ୍ୟାନେଜର ଧର୍ମେନ୍ଦ୍ର କୁମାରଙ୍କୁ କିଛି ଦୁର୍ବତ୍ତ ଅପହରଣ କରି ନେଇଥିଲେ.

ତାଙ୍କୁ ମୁକ୍ତ କରିବା ପାଇଁ 10 ଲକ୍ଷ ଟଙ୍କା ଦୁର୍ବତ୍ତମାନେ ଦାବି କରିଥିଲେ. ଏହି ଘଟଣାଟି ପାରଳାଖେମୁଣ୍ଡି ଥାନାରେ ଅଭିଯୋଗ ହେବା ପରେ ଥାନା ଆଇଆଇସି ପ୍ରଶାନ୍ତ ଭୂପତି ଘଟଣା ନେଇ ସବୁ ଦିଗରୁ ସୁଚିନ୍ତିତ ଭାବେ ଅନୁଧ୍ୟାନ କରି ତଦନ୍ତ କରିଥିଲେ. ଏଥିରେ ପୋଲିସକୁ ସମ୍ପୂର୍ଣ ସଫଳତା ମିଳିଥିଲା.

ଅପହୃତ ଗ୍ରାନାଇଟ ମ୍ୟାନେଜର ଧର୍ମେନ୍ଦ୍ର କୁମାରଙ୍କୁ ପୋଲିସ ଅକ୍ଷତ ଅବସ୍ଥାରେ ଆନ୍ଧ୍ରର ବିଜୟନଗର ଠାରୁ ଉଦ୍ଧାର କରିବା ସହ ଅପହରଣ କରିଥିବା 7 ଜଣଙ୍କୁ ପୋଲିସ ଗିରଫ କରି କୋୖର୍ଟଚାଲାଣ କରିଥିବା ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଜପତି ଏସପି ଯତୀନ୍ଦ୍ର ପଣ୍ଡା ସୂଚନା ପ୍ରକାଶ କରି କହିଛନ୍ତି, ଏହି ଅପହରଣ ଘଟଣାରେ ବ୍ୟବହୃତ 2 ଗୋଟି କାର, 25 ହଜାର ଟଙ୍କା ସମେତ ସମସ୍ତଙ୍କ ଠାରୁ ମୋବାଇଲକୁ ଜବତ କରାଯାଇଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version