• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୧୪୭ ଚିକିତ୍ସିତ

Proprietor Abhimanyu Maharana by Proprietor Abhimanyu Maharana
August 19, 2025
in Uncategorized
0
ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୧୪୭ ଚିକିତ୍ସିତ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ମାଲକାନଗିରି ଜିଲ୍ଲାରେ ପହଞ୍ଚିଛନ୍ତି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ ଟିମ୍ ।  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲାର ୧୪୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ୧୮ ରୁ ୨୧ ଅଗଷ୍ଟ ପର୍ଯ୍ୟନ୍ତ ସୁପର ସ୍ପେଶାଲିଷ୍ଟ ଡାକ୍ତର ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାରେ ଜିଲ୍ଲାର ରୋଗୀଙ୍କ ଚିକିତ୍ସା କରିବେ । ପୂର୍ବାହ୍ନରେ ଏହି ୭ ଜଣିଆ ବିଶେଷଜ୍ଞ ଟିମ୍ ସ୍ଵତନ୍ତ୍ର ବିମାନ ଯୋଗେ ପହଞ୍ଚିଥିଲେ ମାଲକାନଗିରି ବିମାନ ବନ୍ଦରରେ ।  ସେଠାରୁ ମାଲକାନଗିରି ସଦର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ୧୪୭ ରୋଗୀଙ୍କ ଚିକିତ୍ସା କରାଯାଇଥିଲା । ସେଥିମଧ୍ୟରୁ କାର୍ଡିଓଲୋଜିରେ ୩୫, ନ୍ୟୁରୋଲୋଜୀରେ ୩୮, ଗାଷ୍ଟ୍ରୋଏଣ୍ଟେରୋଲୋଜିରେ ୧୯, ଏଣ୍ଡୋକ୍ରିନୋଲୋଜୀରେ ୧୯ ଓ ନେଫ୍ରୋଲୋଜିରେ ୩୬ ଓ ୮ ଜଣ ଙ୍କର ଇସିଜି କରାଯାଇଛି ।

ଏହି ଡାକ୍ତରୀ ଦଳରେ ସର୍ଜରୀ ସ୍ପେଶାଲିଷ୍ଟ ଏସ ସି ବି ଆସିଷ୍ଟାଣ୍ଟ ପ୍ରଫେସର ଡାକ୍ତର ଜ୍ୟୋତିର୍ମୟ ନାୟକ, ବରିଷ୍ଠ କାର୍ଡିଓଲୋଜି ଆଭାଂଶ ଟଙ୍କ, ସିନିୟର୍ ନେଫ୍ରୋଲୋଜି ଡାକ୍ତର ଧିରଜ କୁମାର ଲେଙ୍କା, ସିନିୟର୍ ନ୍ୟୁରୋଲୋଜି ଡାକ୍ତର ସଂଘମିତ୍ରା ସାହୁ, ସିନିୟର୍ ଏଣ୍ଡୋକ୍ରିନୋଲୋଜୀ ଡାକ୍ତର ସୀତାକାନ୍ତ ପଣ୍ଡା, ସିନିୟର୍ ଗାଷ୍ଟ୍ରୋଏଣ୍ଟେରୋଲୋଜି ଡାକ୍ତର ରାକେଶ ମହାନ୍ତି, ଆସିଷ୍ଟାଣ୍ଟ ପ୍ରଫେସର ଆନାସ୍ଥେସିଓଲୋଜି ଡାକ୍ତର ରାଜ କୁମାର ମହାପାତ୍ର ପ୍ରମୁଖ ରହିଥିଲେ । ଉପାନ୍ତ ଅଞ୍ଚଳର ଲୋକଙ୍କ ପାଇଁ ସଞ୍ଜିବନୀ ପାଲଟିଛି ମୁଖ୍ଯମନ୍ତ୍ରୀ ବାୟୁ ସ୍ଵାସ୍ଥ୍ଯ ସେବା ବୋଲି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ କହିଛନ୍ତି । ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା କାର୍ଯ୍ୟକ୍ରମ ଯୋଗୁ ରୋଗୀମାନେ ଉପକୃତ ହେଉଛନ୍ତି । ଏହି କାର୍ଯ୍ୟକ୍ରମ ଗୁରୁବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ମଧ୍ଯ ଜିଲ୍ଲାପାଳ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସେବା ଯୋଗୁଁ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର, କଟକର ବଡ଼ ହସ୍ପିଟାଲକୁ ଯିବାକୁ ପଡ଼ିବନାହିଁ । ରୋଗୀଙ୍କୁ ଜିଲ୍ଲା ଚିକିତ୍ସାଳୟରେ ହିଁ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ଚିକିତ୍ସା ସେବା ମିଳି ପାରିବ । ଜିଲ୍ଲାର ରୋଗୀ ସୁପର ସ୍ପେସିଆଲିଷ୍ଟ ଡ଼ାକ୍ତରଙ୍କ ନିକଟରୁ ଚିକିତ୍ସା ସୁବିଧା ପାଇପାରୁଥିବାରୁ ଖୁସି ବ୍ୟକ୍ତ କରିଛନ୍ତି । ଏହି ଅବସରରେ ସିଡିଏମଓ ଡାକ୍ତର ଡୋଳାମଣି ପ୍ରଧାନ, ଡାକ୍ତର ବ୍ରଜବନ୍ଧୁ ଦାସ, ଡାକ୍ତର ନିହାର ରଞ୍ଜନ ପ୍ରହରାଜ, ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଡାକ୍ତର କବିତା ସ୍ବାଇଁ, ଡାକ୍ତର ସପନ କୁମାର ଡିଣ୍ଡା, ଡାକ୍ତର ପ୍ରଫୁଲ୍ଲ କୁମାର ବେହେରା, ଡାକ୍ତର ସୁବ୍ରତ କୁମାର ଜେନାଙ୍କ ସମେତ ଡିପିଏମ୍ ଡ଼ଃ ମୌସୁମୀ ମିଶ୍ର, ମେଡିକାଲ ମ୍ୟାନେଜର ସୁଶାନ୍ତ କୁମାର ବିଶ୍ବାଳ ଓ ବିଶ୍ୱଜିତ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version