ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) :- ବାଙ୍କୀର ଶତାୟୁ ହାଇସ୍କୁଲ ବି.କେ.ବିଦ୍ୟାପୀଠର ସହକାରୀ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀଙ୍କୁ କଟକ ଜିଲ୍ଲା ପ୍ରଶାସନ ତରଫରୁ ୭୯ତମ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ କଟକ ଠାରେ ଜିଲ୍ଲାର ଶ୍ରେଷ୍ଠ ଶିକ୍ଷକ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ଆୟୋଜିତ ସମାରୋହରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ,















