No Result
View All Result
ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) :- ବାଙ୍କୀ ବ୍ଲକ ଅନ୍ତର୍ଗତ କାଳିପୋଇ ଉଚ୍ଚବିଦ୍ୟାଳୟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହେବା ସହିତ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।
ଏଥିରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ତଥା ପୂର୍ବତନ ବ୍ଲକ ଅଧକ୍ଷ କାହ୍ନୁଚରଣ ସିଂହ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ପରିଚାଳନା କମିଟିର ସଦସ୍ୟମାନେ ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ ।

No Result
View All Result