• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
August 20, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ମହାନଗର, ହୋମ୍
0
ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପୂର୍ବାହ୍ନରେ ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର) ଶ୍ରୀ ରାଜେଶ କୁମାର ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଶ୍ରୀ ରାଜେଶ କୁମାର ଧନ୍ୟବାଦ ଜଣାଇଥିଲେ ।

ସେ ଆହୁରି ମଧ୍ୟ କହିଥିଲେ ଯେ, ନିକଟ ଅତୀତରେ ଆମେରିକାର ବିର୍ମିଂହାମଠାରେ ଅନୁଷ୍ଠିତ ବିଶ୍ଵ ପୋଲିସ ଓ ଅଗ୍ନିଶମ କ୍ରୀଡା- ୨୦୨୫ରେ ଭାରତୀୟ ଦଳକୁ ପ୍ରତିନିଧିତ୍ଵ କରି ଓଡିଶା ପୁଲିସର ୭ ଜଣ କୃତି କ୍ରୀଡାବିତ ମାନେ ଅପୂର୍ବ କ୍ରିଡାନୈପୁଣ୍ୟ ପ୍ରଦର୍ଶନ କରି ଦେଶ, ରାଜ୍ୟ ତଥା ଓଡିଶା ପୁଲିସକୁ ଗୌରବାନ୍ଵିତ କରିଛନ୍ତି। ଭାରତୀୟ କ୍ରୀଡା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଲେଖି, ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଏବଂ କରାଟେ ଇଭେଣ୍ଟରେ ବ୍ୟକ୍ତିଗତ ଭାବରେ ୧୩ ସ୍ୱର୍ଣ୍ଣ, ୩ ରୌପ୍ୟ ଏବଂ ୪ କାଂସ୍ୟ ସମେତ ୨୦ ପଦକ ହାସଲ କରିଛନ୍ତି । ଏହି ଅସାଧାରଣ ସଫଳତା ଦେଶ, ଓଡ଼ିଶା ରାଜ୍ୟ ଏବଂ ଓଡ଼ିଶା ପୋଲିସ ବାହିନୀ ପାଇଁ ଗୌରବ ଆଣିଛି ବୋଲି ଶ୍ରୀ ରାଜେଶ କୁମାର ମତବ୍ୟକ୍ତ କରିଥିଲେ।

ଏହି ଫୁଟବଲ ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ଜିଲ୍ଲା ପୋଲିସ ଏବଂ ବାଟାଲିୟନର ୪୭ ଗୋଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ପ୍ରାୟ ୮୫୦ ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ଫୁଟବଲ ପ୍ରତିଯୋଗିତା ୨ଟି ପର୍ଯ୍ୟାୟରେ ଅନୁଷ୍ଟିତ ହେବାକୁ ଯାଉଅଛି । ପ୍ରଥମ ପର୍ଯ୍ୟାୟ ରେ ୨୪ ଗୋଟି ପୋଲିସ ଦଳ ଅଂଶ କରିବେ। ସେହିପରି ଦ୍ଵିତୀୟ ପର୍ଯ୍ୟାୟ ରେ ୨୩ ଗୋଟି ପୋଲିସ ଫୁଟବଲ ଦଳ ଅଂଶ ଗ୍ରହଣ କରିଅଛନ୍ତି । ପ୍ରଥମ ପର୍ଯ୍ୟାୟ ଚଳିତ ମାସ ୨୦ ତାରିଖ ରୁ ଆରମ୍ଭ ହୋଇ ୨୪ ତାରିଖ ପର୍ଯ୍ୟନ୍ତ ଖେଳାଯାଉଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟ ୨୬ ତାରିଖ ରୁ ଆରମ୍ଭ ହୋଇ ୩ ସେପ୍ଟେମ୍ବର ତାରିଖ ପର୍ଯ୍ୟନ୍ତ ଖେଳାଯିବ ।

ଆଜିର ଏହି ଉଦଘାଟନି ସମାରୋହରେ ଡିଆଇଜି (ପଶ୍ଚିମାଞ୍ଚଳ) ଶ୍ରୀ ବ୍ରିଜେଶ କୁମାର ରାୟ, ସୁନ୍ଦରଗଡ଼ ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର,କେନ୍ଦୁଝର ଏସପି ଶ୍ରୀ କୁଶଲକର ନିତିନ ଦାଗୁଡୁ, ରାଉରକେଲା ଏସପି ଶ୍ରୀ ନିତେଶ ୱାଧାନୀଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ, ସମସ୍ତ ଟିମର ଅଧିନାୟକ, ଖେଳାଳି ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଉଦଘାଟନି ମ୍ୟାଚ ସୁନ୍ଦରଗଡ଼ ଜିଲ୍ଲା ପୋଲିସ ସହ ଅଷ୍ଟମ ସ୍ୱତନ୍ତ୍ର ଆଇଆରବିଏନ, ଭଞ୍ଜନଗର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ସୁନ୍ଦରଗଡ଼ ଜିଲ୍ଲା ପୋଲିସ ୬-୦ ଗୋଲ୍‌ରେ ବିଜୟୀ ହୋଇଛି ।

ସେହିପରି ଦ୍ୱିତୀୟ ମ୍ୟାଚ୍‌ରେ ଓଏସଏପି ଦ୍ୱିତୀୟ ବାଟାଲିୟନ ଝାରସୁଗୁଡା ଏବଂ କମିଶନରେଟ୍ ପୋଲିସ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେଓଏସଏପି ଦ୍ୱିତୀୟ ବାଟାଲିୟନ ଝାରସୁଗୁଡା ୪-୦ ଗୋଲ୍‌ରେ ବିଜୟୀ ହୋଇଛି । ସେହିପରି ଭଵାନୀପୁର ଖେଳପଡିଆରେ ହୋଇଥିବା ତୃତୀୟ ମ୍ୟାଚ୍‌ରେ ପ୍ରଥମ ଆଇଆରବିଏନ କୋରାପୁଟ ଢେଙ୍କାନାଳକୁ ୬-୦ ଗୋଲ୍‌ରେ ପରାସ୍ତ କରି ବଡ଼ ବିଜୟ ଲାଭ କରିଛି । ଚତୁର୍ଥ ମ୍ୟାଚ ଝାରସୁଗୁଡା ଜିଲ୍ଲା ପୋଲିସ ଏବଂ 4ର୍ଥ ଆଇଆରବିଏନ ଦେବଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ 4-1 ଗୋଲ ବ୍ୟବଧାନରେ ଝାରସୁଗୁଡା ଜିଲ୍ଲା ପୋଲିସ ବିଜୟୀ ହୋଇଛି । ପଞ୍ଚମ ମ୍ୟାଚ ବ୍ରହ୍ମପୁର ଜିଲ୍ଲା ଏବଂ ତୃତୀୟ ଏସଏସବିଏନ ଗଜପତି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ବ୍ରହ୍ମପୁର ଜିଲ୍ଲା ପୋଲିସ 2-0 ଗୋଲରେ ବିଜୟୀ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version