ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ଧର୍ମ ଜାଗରଣ ସମନ୍ଵୟ ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୭ ତମ ବଳିଦାନ ଦିବସ କୁ ଧର୍ମ ସୁରକ୍ଷା ଦିବସ ଭାବେ ପାଳନ କରାଯାଇଛି ।ଏହି ଅବସରରେ ସ୍ଥାନୀୟ ହନୁମାନ ମନ୍ଦିର ରେ ଧର୍ମ ଜାଗରଣ ସମନ୍ଵୟ ର କ୍ଷେତ୍ର ଧର୍ମ ଜାଗରଣ ଓଡିଶା ପ୍ରମୁଖ ବିନୟ କୁମାର ଭୂୟାଁ , ଓଡ଼ିଶା ପୂର୍ବ ପ୍ରାନ୍ତ ସଂଯୋଜକ ମଙ୍ଗୁଳ ପାତ୍ର, ପ୍ରାନ୍ତ ପ୍ରମୁଖ ଆଲୋକ କୁମାର ଖଟୁଆ,















